Base Word
שִׁלֵּשׁ
Short Definitiona descendant of the third degree, i.e., great grandchild
Long Definitionpertaining to the third, third (generation)
Derivationfrom H8027
International Phonetic Alphabetʃɪlˈleʃ
IPA modʃiˈleʃ
Syllablešillēš
Dictionshil-LAYSH
Diction Modshee-LAYSH
Usagethird (generation)
Part of speecha

Genesis 50:23
ଯୋଷଫେ ଇଫ୍ରାଯିର ତୃତୀୟ ପୁରୁଷ ପର୍ୟ୍ଯନ୍ତ ସନ୍ତାନ ସନ୍ତତି ଦେଖିଲେ। ଯୋଷଫେ ମନଃଶିର, ମାଖୀର୍ ନାମକ ପୁତ୍ରର ଶିଶୁ ସନ୍ତାନମାନଙ୍କୁ କୋଳ କଲେ।

Exodus 20:5
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସବୋ କରିବ ନାହିଁ। କାହିଁକି? କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ। ମୁଁ ଇର୍ଷାପରାଯଣ ପରମେଶ୍ବର। ଯେଉଁମାନେ ମାେତେ ଘୃଣା କରନ୍ତି ସମାନେେ ମାରେ ଶତୃ ରେ ଗଣାୟାନ୍ତି ଏବଂ ମୁଁ ସମାନଙ୍କେୁ ସମାନଙ୍କେର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଶାସ୍ତି ବିଧାନ କରିବି।

Exodus 34:7
ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦଖାଇେଛନ୍ତି। ସଦାପ୍ରଭୁ ସମାନଙ୍କେର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦଇେଛନ୍ତି।

Numbers 14:18
'ସଦାପ୍ରଭୁ କୋରଧ ରେ ଧୀର ଓ ଦୟା ରେ ପରିପୂର୍ଣ ଓ ଅପରାଧୀ ଓ ବ୍ଯବସ୍ଥା ଲଘଂନକାରୀର କ୍ଷମାକାରୀ। ତଥାପି ଦୋଷୀର ଦଣ୍ତଦାତା, ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ଫଳ ସେ ଦଇେଥାନ୍ତି।'

Deuteronomy 5:9
ତକ୍ସ୍ଟମ୍ଭମାନେ ସମାନଙ୍କେର ପୂଜା କରିବ ନାହିଁ, କି ସମାନଙ୍କେର ସବୋ କରିବ ନାହିଁ। ଯେ ହତେକ୍ସ୍ଟ ଆମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ସ୍ବ ଗୌରବ ରକ୍ଷଣ ରେ ଉଦ୍ୟୋଗୀ ପରମେଶ୍ବର ଅଟକ୍ସ୍ଟ। ଯେଉଁମାନେ ଆମ୍ଭକକ୍ସ୍ଟ ଘୃଣା କରନ୍ତି, ଆମ୍ଭେ ସମାନଙ୍କେର ତୃତୀୟ ଓ ଚତକ୍ସ୍ଟର୍ଥ ପୁରୁଷ ପର୍ୟ୍ଯନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳ ଦାତା।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்