Base Word | |
שִׁנְעָר | |
Short Definition | Shinar, a plain in Babylonia |
Long Definition | the ancient name for the territory later known as Babylonia or Chaldea |
Derivation | probably of foreign derivation |
International Phonetic Alphabet | ʃɪn̪ˈʕɔːr |
IPA mod | ʃinˈʕɑːʁ |
Syllable | šinʿār |
Diction | shin-AWR |
Diction Mod | sheen-AR |
Usage | Shinar |
Part of speech | n-pr-loc |
Genesis 10:10
ଶନିଯର ଦେଶ ରେ ବାବିଲ୍, ଏରକ୍, ଏକ୍କଦ୍ ଓ କଲନୀ ଏହିସବୁ ନଗର ତାହାର ପ୍ରଥମ ରାଜ୍ଯ ହେଲା।
Genesis 11:2
ଲୋକମାନେ ପୂର୍ବ ଦିଗ ରେ ଭ୍ରମଣ କରୁ କରୁ ସମାନେେ ଶିନିଯର ଦେଶ ରେ ଏକ ସମତଳ ଭୂମି ପାଇଲେ। ଲୋକମାନେ ସଠାେରେ ବସତି ଆରମ୍ଭ କଲେ।
Genesis 14:1
ଶିନିଯରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରିଯୋକ ରାଜା ଥିଲେ। କଦର୍ଲାଯୋମର ଇଲାମର ରାଜା ଥିଲେଓ ଗୋଯିମର ତିଦିଯଲର ରାଜା ଥିଲେ।
Genesis 14:9
ସମାନେେ ଏଲମର ରାଜା କଦର୍ଲାଯୋମର ଓ ଗୋଯିମର ତିଦିଯଲର ରାଜା ଓ ଶିନିଯରର ଅମ୍ରାଫଲ୍ର ରାଜା ଓ ଇଲ୍ଲାସରର ରାଜା। ଏହି ଚ଼ାରି ଜଣ ରାଜା ପାଞ୍ଚଙ୍କ ବିରୁଦ୍ଧ ରେ।
Joshua 7:21
ମୁ ଲକ୍ସ୍ଟଟିତ ଦ୍ରବ୍ଯ ମଧିଅରେ ଖଣ୍ତିଏ ସକ୍ସ୍ଟନ୍ଦର ବାବିଲୀଯ କୋଟ ଓ 200 ଶକେଲ ରୂପା ଓ ଏକ ପାଉଣ୍ତ ଓଜନର ସକ୍ସ୍ଟନାମକ୍ସ୍ଟଣ୍ତା ଦେଖି ଲୋଭ କରି ତାହା ନଲେି। ଏବଂ ସଗେୁଡିକୁ ମାେ ତମ୍ବୁ ମଧିଅରେ ପୋତି ଅଛି। ଆଉ ରୂପା ତହିଁ କୋଟ ତଳେ ଅଛି।
Isaiah 11:11
ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।
Daniel 1:2
ବର୍ତ୍ତମାନ ସଦାପ୍ରଭୁ ଯିହାୟୋକୀମ୍କୁ ପରାସ୍ତ କରିବା ପାଇଁ ନବୂଖଦ୍ନିତ୍ସରଙ୍କୁ ଅନୁମତି ଦେଲେ ଏବଂ ସେ କିଛି ପାତ୍ର ପରମେଶ୍ବରଙ୍କ ମନ୍ଦିରରୁ ନଇଗେଲେ। ସେ ସିନଯର ଭୂମିକୁ ସବୁଗୁଡିକୁ ବହନ କରି ନେଲେ ଏବଂ ଆରଣା ଦବେତାମାନଙ୍କ ମନ୍ଦିର ଭଣ୍ତାରଗୃହ ରେ ସେସବୁ ରଖି ଦେଲେ।
Zechariah 5:11
ସ୍ବର୍ଗଦୂତ ମାେତେ ଉତ୍ତର କଲେ, ସମାନେେ ଶିନିଅର ଦେଶ ରେ ଗୋଟିଏ ଗୃହ ନିର୍ମାଣ କରିବାକୁ ଯାଉଛନ୍ତି। ଗୃହ ପ୍ରସ୍ତୁତ ହେଲାପ ରେ ଏହା ଯଥା ସ୍ଥାନ ରେ ସ୍ଥାପିତ ହବେ।
Occurences : 8
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்