Base Word
שָׁעָה
Short Definitionto gaze at or about (properly, for help); by implication, to inspect, consider, compassionate, be nonplussed (as looking around in amazement) or bewildered
Long Definitionto look at or to, regard, gaze at or about
Derivationa primitive root
International Phonetic Alphabetʃɔːˈʕɔː
IPA modʃɑːˈʕɑː
Syllablešāʿâ
Dictionshaw-AW
Diction Modsha-AH
Usagedepart, be dim, be dismayed, look (away), regard, have respect, spare, turn
Part of speechv

Genesis 4:4
ଏବଂ ଏବଲ ନିଜର ପ୍ରଥମଜାତ ମଷେ ଆଣିଲେ ଏବଂ ସମାନଙ୍କେର ସର୍ବୋତ୍ତମ ଅଂଶ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ।

Genesis 4:5
କିନ୍ତୁ ସଦାପ୍ରଭୁ କଯିନଙ୍କୁ ଓ ତାଙ୍କର ନବୈେଦ୍ଯକୁ ଗ୍ରହଣ କଲେ ନାହିଁ। ଏଣୁ କଯିନ ବହୁତ କୋରଧ ଏବଂ ଦୁଃଖ କଲା।

Exodus 5:9
ତେଣୁ ଏହି ଲୋକମାନଙ୍କୁ କଠିନ ପରିଶ୍ରମ କରାଇ ସମାନଙ୍କେୁ ସର୍ବଦା ବ୍ଯସ୍ତ ରଖ। ଯେଉଁଥି ରେ ସମାନେେ ମିଥ୍ଯା କଥା ଶୁଣିବାକୁ ସମୟ ପାଇବେ ନାହିଁ।

2 Samuel 22:42
ସମାନେେ ସାହାୟ୍ଯ ପାଇଁ ଚିତ୍କାର କଲେ, କିନ୍ତୁ କହେି ସମାନଙ୍କେୁ ରକ୍ଷା କରିବାକୁ ଆଗଇେ ଆସି ନଥିଲେ। ସମାନେେ ସଦାପ୍ରଭୁଙ୍କୁ ମଧ୍ଯ ଡାକିଲେ, କିନ୍ତୁ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।

Job 7:19
ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ମାଠାରୁେ ଆପଣା ଦୃଷ୍ଟି ଦୂ ରଇେ ରଖିବ? ତୁମ୍ଭେ ମାେତେ ଏକାଳି ବହୁକାଳ ପର୍ୟ୍ଯନ୍ତ ଗ୍ରାସିତ ହବୋକୁ ଛାଡି ଦିଅ ନାହିଁ।

Job 14:6
ତେଣୁ ହେ ପରମେଶ୍ବର ଆମ୍ଭକୁ ନିରୀକ୍ଷଣ କରିବା ବନ୍ଦ କର। ଆମ୍ଭର କ୍ଷଣିକ ଜୀବନ ଆମ୍ଭକୁ ଏକୁଟିଆ ଉପଭୋଗ କରିବା ପାଇଁ ଦିଅ। ଯେପରି ଦିନ ମଜୁରିଆ କାମ ଶଷେ ପରେ ତା'ର ମଜୁରିକୁ ଉପ ଭୋଗ କରିଥାଏ।

Psalm 39:13
ହେ ସଦାପଭ୍ରୁ, ମାେତେ ତୁମ୍ଭେ ଏକୁଟିଆ ଛାଡ଼ିଦିଅ ଓ ମୁଁ ମୃତ୍ଯୁମୁଖରେ ପଡ଼ି ନିଶ୍ଚିହ୍ନ ହବୋ ପୂର୍ବରୁ ମାେତେ ତୁମ୍ଭେ ପ୍ରଫୁଲ୍ଲ ରଖ।

Psalm 119:117
ମାେତେ ସହାୟ ହୁଅ, ସଦାପ୍ରଭୁ, ମୁଁ ସୁରକ୍ଷିତ ହବେି। ମୁଁ ସର୍ବଦା ତୁମ୍ଭର ନିଯମ ମାନିବି।

Isaiah 17:7
ସଦେିନ ଲୋକମାନେ ସମାନଙ୍କେର ସୃଷ୍ଟିକର୍ତ୍ତାଙ୍କୁ ଅନାଇବେ। ସମାନଙ୍କେର ଦୃଷ୍ଟି ପବିତ୍ର ଧର୍ମସ୍ବରୂପଙ୍କ ପ୍ରତି ପଡ଼ିବ।

Isaiah 17:8
ସମାନେେ ଆପଣା ହସ୍ତକୃତ ୟଜ୍ଞବଦେୀ ପ୍ରତି ଦୃଷ୍ଟି ପକାଇବେ ନାହିଁ। ପୁଣି ଆପଣା ଅଙ୍ଗୁଳିକୃତ ଆଶରୋ ମୂର୍ତ୍ତି ଅବା ସୂର୍ୟ୍ଯ ଦବେତାଗଣଗୁଡ଼ିକ ପ୍ରତି ଅନାଇବେ ନାହିଁ।

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்