Base Word
שְׂעֹרָה
Short Definitionbarley (as villose)
Long Definitionbarley
Derivationor שְׂעוֹרָה (feminine meaning the plant); and (masculine meaning the grain); also שְׂעֹר; or שְׂעוֹר; from H8175 in the sense of roughness
International Phonetic Alphabetɬɛ̆.ʕoˈrɔː
IPA modsɛ̆.ʕo̞wˈʁɑː
Syllableśĕʿōrâ
Dictionseh-oh-RAW
Diction Modseh-oh-RA
Usagebarley
Part of speechn-f

Exodus 9:31
ୟବଗୁଡିକ ଶିଷାୟୁକ୍ତ ହାଇେଥିଲା ଏବଂ ପେଶୀଗୁଡିକ ପୁଷ୍ପିତ ହାଇେଥିଲା। ତେଣୁ ସହେି ଶସ୍ଯଗୁଡିକ ନଷ୍ଟ ହାଇଗେଲା।

Exodus 9:31
ୟବଗୁଡିକ ଶିଷାୟୁକ୍ତ ହାଇେଥିଲା ଏବଂ ପେଶୀଗୁଡିକ ପୁଷ୍ପିତ ହାଇେଥିଲା। ତେଣୁ ସହେି ଶସ୍ଯଗୁଡିକ ନଷ୍ଟ ହାଇଗେଲା।

Leviticus 27:16
ଆଉ ଯଦି କୌଣସି ମନୁଷ୍ଯ ଆପଣା ଅଧିକୃତ କ୍ଷେତ୍ରର କିଛି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରେ, ତବେେ ତାହାର ମୂଲ୍ଯ ନିରୂପଣ ତାହାର ବପନୀଯ ବିହନ ଅନୁସାରେ ହବେ; ଏକ ହୋମର-ପରିମିତ ୟବ-ବିହନର ମୂଲ୍ଯ ପଗ୍ଭଶ ଶକେଲ ରୂପା ହବେ।

Numbers 5:15
ତବେେ ସହେି ପୁରୁଷ ନିଜ ସ୍ତ୍ରୀକୁ ଯାଜକ ନିକଟକୁ ଆଣିବ, ତା'ର ଉପହାର ଐଫାର ଦଶମାଂଶ ବାର୍ଲି ମଇଦା ଆଣିବ, ତହିଁ ଉପରେ ସେ ତୈଳ ଢାଳିବ ନାହିଁ, ଅବା ଧୂପ ସେଥି ରେ ସଂୟୋଗ କରିବ ନାହିଁ, କାରଣ ତାହା ଇର୍ଷାର ଶସ୍ଯ ନବୈେଦ୍ଯ, ତାହାର ଦୋଷକୁ ଅନାବୃତ କରିବା ପାଇଁ ଏହି ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରାଗଲା।

Deuteronomy 8:8
ଏହି ଦେଶ ଗହମ, ୟବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମଯ ଅଟେ। ସହେି ଦେଶ ମଧ୍ଯ ଜିତତୈଳ ଓ ମଧକ୍ସ୍ଟମଯ ଅଟେ।

Judges 7:13
ଗିଦ୍ଦିୟୋନ ସଠାେରେ ଉପସ୍ଥିତ ହାଇେ ଶୁଣିଲେ ଯେ, ଜଣେ ତାଙ୍କର ସାଙ୍ଗକକ୍ସ୍ଟ ଏକ ସ୍ବପ୍ନ ବିଷଯ ରେ କହକ୍ସ୍ଟଥିଲା, ସେ କହିଲା, ମୁ ସ୍ବପ୍ନ ଦେଖିଲି, ଏକ ୟବରୋଟୀ ମିଦିଯନୀଯ ଛାଉଣୀ ଆଡକକ୍ସ୍ଟ ଗଡି ତୁମ୍ଭକୁ ଆସି ଆଘାତ କଲା, ତାହା ପଡିଗଲା, ତାକକ୍ସ୍ଟ ଓଲଟାଇଲା ପରେ ତମ୍ବୁମାନ ପଡିଗଲା।

Ruth 1:22
ଏହିପରି ଭାବରେ ବାର୍ଲି ଅମଳ ଆରମ୍ଭ ହବୋ ସମୟରେ ନୟମୀ ଏବଂ ତା'ର ପକ୍ସ୍ଟତ୍ରବଧୂ ଋତ ମାୟୋବର ପାର୍ବତ୍ଯ ଦେଶରକ୍ସ୍ଟ ବୈଥଲହମେକକ୍ସ୍ଟ ଫରେି ଆସିଲେ।

Ruth 2:17
ଋତ ସନ୍ଧ୍ଯା ପର୍ୟ୍ଯନ୍ତ କ୍ଷତେ ରେ କାର୍ୟ୍ଯ କଲା। ସେ ଶସ୍ଯ ସଂଗ୍ରହ କଲା ପରେ, ସେ ଏଗୁଡିକୁ ତକ୍ସ୍ଟଷରକ୍ସ୍ଟ ଅଲଗା କଲା। ଏହା ଓଜନ କଲାରକ୍ସ୍ଟ ଅର୍ଦ୍ଧ ବକ୍ସ୍ଟଶଲେ ବାର୍ଲି ହେଲା।

Ruth 2:23
ତେଣୁ ଋତ ବୋୟଜଙ୍କର ସହେି ମହିଳା ଶ୍ରମିକମାନଙ୍କ ସହିତ ଘନିଷ୍ଠଭାବରେ କାର୍ୟ୍ଯ କରିବାକୁ ଲାଗିଲେ। ବାର୍ଲି ଅମଳ ସରିବା ପ୍ରର୍ୟ୍ଯନ୍ତ ସଂଗ୍ରହ କରି ଚାଲିଲେ। ତା ପରେ ସେ ଗହମ ଅମଳ ଶଷେ ପର୍ୟ୍ଯନ୍ତ ସଠାେରେ କାର୍ୟ୍ଯ କଲେ, ଏବଂ ତାଙ୍କର ଶାଶୂଙ୍କ ସହିତ ରହିବାକକ୍ସ୍ଟ ଲାଗିଲା।

Ruth 3:2
ହାଇପୋ ରେ ବୋୟଜ ହେଉଛନ୍ତି ଉପୟକ୍ସ୍ଟକ୍ତ ପ୍ରସ୍ତାବ। ବୋୟଜ ହେଉଛି ଆମର ଦୂର ସଐର୍କୀଯ। ତୁମ୍ଭେ ତାଙ୍କ ଦାସୀମାନଙ୍କ ସହିତ କାମ କରିଛ। ସେ ଆଜି ଆପଣ ଖଳା ରେ ରାତ୍ରି ସମୟରେ ଜବ ଝାଡକ୍ସ୍ଟଅଛି।

Occurences : 34

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்