Base Word
שָׁפֵל
Short Definitionto depress or sink (especially figuratively, to humiliate, intransitive or transitive)
Long Definitionto be or become low, sink, be humbled, be abased
Derivationa primitive root
International Phonetic Alphabetʃɔːˈpel
IPA modʃɑːˈfel
Syllablešāpēl
Dictionshaw-PALE
Diction Modsha-FALE
Usageabase, bring (cast, put) down, debase, humble (self), be (bring, lay, make, put) low(-er)
Part of speechv

1 Samuel 2:7
ସଦାପ୍ରଭୁ ଲୋକମାନଙ୍କୁ ନିର୍ଦ୍ଦନ କରନ୍ତି ବା ଧନବାନ କରାନ୍ତି। ସେ ଲୋକମାନଙ୍କୁ ନମ୍ର କରନ୍ତି କିମ୍ବା ସମାନଙ୍କେୁ ଉଚ୍ଚ ସ୍ଥାନ ରେ ପ୍ରତିଷ୍ଠିତ କରାନ୍ତି।

2 Samuel 22:28
ହେ ସଦାପ୍ରଭୁ, ତୁମ୍ଭେ ଦକ୍ସ୍ଟଃଖୀ ଲୋକମାନଙ୍କୁ ସାହାୟ୍ଯ କର କିନ୍ତୁ ଗର୍ବୀ ଓ ଅହଂକାରୀର ଦର୍ପକକ୍ସ୍ଟ ଚକ୍ସ୍ଟର୍ଣ୍ଣ କର।

Job 22:29
ପରମେଶ୍ବର ଗର୍ବୀ ଲୋକକୁ ଲଜ୍ଜିତ କରାନ୍ତି। କିନ୍ତୁ ନମ୍ର ଲୋକକୁ ସାହାୟ୍ଯ କରନ୍ତି।

Job 40:11
ଯଦି ତୁମ୍ଭେ ପରମେଶ୍ବରଙ୍କ ତୁଲ୍ଯ, ତା' ହେଲେ ତୁମ୍ଭେ ତୁମ୍ଭର କୋରଧ ପ୍ରକାଶ କରିପାର ଓ ଉଦ୍ଧତ ଲୋକମାନଙ୍କୁ ଦଣ୍ଡ ଦଇପୋର। ସହେି ଗର୍ବୀ ଲୋକମାନଙ୍କୁ ନମ୍ର କରାଅ।

Psalm 18:27
ହେ ସଦାପ୍ରଭୁ, ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ସାହାୟ୍ଯ କର। କିନ୍ତୁ ଅହଂକାରୀର ଗର୍ବ ଓ ଦର୍ପକୁ ଚୂର୍ଣ୍ଣ କର।

Psalm 75:7
ପରମେଶ୍ବର ବିଚାରକର୍ତ୍ତା ଅଟନ୍ତି ଏବଂ ପରମେଶ୍ବର ନିଷ୍ପତ୍ତି ନବେେ କିଏ ୟେ ମହାନ୍ ହବେ। ପରମେଶ୍ବର ହିଁ ୟେ କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ ସ୍ଥାନରେ ସ୍ଥାପନ କରିପାରନ୍ତି।

Psalm 113:6
ତଣେୁ ପରମେଶ୍ବର ଆକାଶ ଓ ପୃଥିବୀକୁ ଦେଖିବାକୁ ଦେଖିବାକୁ ତଳକୁ ଚାହିଁଲେ।

Psalm 147:6
ସଦାପ୍ରଭୁ ନମ୍ର ଲୋକମାନଙ୍କ ସପକ୍ଷରେ ଥାଆନ୍ତି। ଏବଂ ସେ ଦୁଷ୍ଟମାନଙ୍କୁ ବିଚଳିତ କରନ୍ତି।

Proverbs 25:7
ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି। ତାହା ଛାମୁ ରେ ତୁମ୍ଭର ନୀଚୀକୃତ ହବୋ ଅପେକ୍ଷା ବରଂ ଏଠାକୁ ଆସ ବୋଲି କହିବା ଭଲ।

Proverbs 29:23
ଯଦି ଜଣେ ଲୋକ ଗର୍ବୀ ତବେେ ତାହା ତାକୁ ଧ୍ବଂସ କରିବ। ଯଦି ଜଣେ ଲୋକ ବିନମ୍ର, ତବେେ ସମ୍ମାନ ପାଇବ।

Occurences : 29

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்