Base Word
אָשַׁר
Short Definitionto be straight (used in the widest sense, especially to be level, right, happy); figuratively, to go forward, be honest, prosper
Long Definitionto go straight, walk, go on, advance, make progress
Derivationor אָשֵׁר; a primitive root
International Phonetic Alphabetʔɔːˈʃɑr
IPA modʔɑːˈʃɑʁ
Syllableʾāšar
Dictionaw-SHAHR
Diction Modah-SHAHR
Usage(call, be) bless(-ed), (call) happy, go, guide, lead, relieve
Part of speechv

Genesis 30:13
ଲୟୋ କହିଲା, ମୁଁ ବହୁତ ଖୁସି! ୟୁବତୀଗଣ ମାେତେ ଆନନ୍ଦୀନି ବୋଲିବେ। ଏଣୁ ସେ ତା'ର ନାମ ଆଶରେ ଦଲୋ।

Job 29:11
ମୁଁ ଯାହା କହୁଥିଲି ସମାନେେ ତାହା ମନ ଦଇେ ଶୁଣୁଥିଲେ ଏବଂ ଏହାପରେ ମାେ ବିଷଯ ରେ ଭଲ କଥା ହେଉଥିଲେ। ମୁଁ ଯାହା କରୁଥିଲି, ଲୋକେ ତାକୁ ଦେଖୁଥିଲେ ଓ ପ୍ରଶଂସା କରୁଥିଲେ।

Psalm 41:2
ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି। ସହେି ବ୍ଯକ୍ତି ପୃଥିବୀରେ ଆଶୀର୍ବାଦ ପାଏ। ପରମେଶ୍ବର ତା'ର ଶତ୍ରୁମାନଙ୍କ ଦ୍ବାରା ତାକୁ ଧ୍ବଂସ ହବୋକୁ ଦବେେ ନାହିଁ।

Psalm 72:17
ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

Proverbs 3:18
ଜ୍ଞାନ ହେଉଛି ଜୀବନଦାୟକ ବୃକ୍ଷ ସ୍ବରୂପ। ଯେଉଁମାନେ ତା'ର ଆଶ୍ରଯ ନିଅନ୍ତି ସମାନେେ ଜୀବନ ପାଆନ୍ତି। ସହେିମାନେ ବାସ୍ତବ ରେ ଧନ୍ଯ।

Proverbs 4:14
ମନ୍ଦ ଲୋକମାନଙ୍କର ପଥ ଅନୁସରଣ କର ନାହିଁ। ସମାନଙ୍କେ ପରି ବାସ କର ନାହିଁ। ସମାନଙ୍କେ ପରି ହବୋକୁ ଚେଷ୍ଟା କର ନାହିଁ।

Proverbs 9:6
ଅ ବୋଧ ଲୋକମାନଙ୍କର ସାଙ୍ଗ ପରିତ୍ଯାଗ କରି ତୁମ୍ଭେ ଜୀବନ ରକ୍ଷା କର। ସୁବିବଚେନାର ପଥରେ ଚାଲ।

Proverbs 23:19
ହେ ମାରେ ପୁତ୍ର, ଶୁଣ, ଜ୍ଞାନୀ ହୁଅ। ପୁଣି ତୁମ୍ଭ ମନକୁ ସତ୍ଯପଥରେ କଢ଼ାଇ ନିଅ।

Proverbs 31:28
ତା'ର ସନ୍ତାନମାନେ ତାକୁ ଧନ୍ଯ ବୋଲି କହନ୍ତି। ତା'ର ସ୍ବାମୀ ତା'ର ପ୍ରଶଂସା କରେ।

Song of Solomon 6:9
ମାତ୍ର ମାେ କପୋତୀ, ମାରେ ନିପୁଣାଟି ଅଦ୍ବିତୀଯା। ସେ ଆପଣା ମାତାର ଏକମାତ୍ର। ସେ ଜଣଙ୍କର ପ୍ରିଯ ୟିଏ ତାକୁ ଗର୍ଭଧାରଣ କଲେ। କନ୍ଯାମାନେ ତାହାକୁ ଦେଖି ଧନ୍ଯା ବୋଲି କହିଲେ। ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்