Base Word
תֵּבָה
Short Definitiona box
Long Definitionark
Derivationperhaps of foreign derivation
International Phonetic Alphabett̪eˈbɔː
IPA modteˈvɑː
Syllabletēbâ
Dictiontay-BAW
Diction Modtay-VA
Usageark
Part of speechn-f

Genesis 6:14
ତୁମ୍ଭେ ଗୋଫର କାଠର ଗୋଟିଏ ଜାହାଜ ନିର୍ମାଣ କର। ତା' ମଧିଅରେ ନାନା କଠାେରୀ ବନାଇ ତହିଁର ଭିତର ଓ ବାରାର ଝୁଣା ଦ୍ବାରା ଲପନେ କର।

Genesis 6:14
ତୁମ୍ଭେ ଗୋଫର କାଠର ଗୋଟିଏ ଜାହାଜ ନିର୍ମାଣ କର। ତା' ମଧିଅରେ ନାନା କଠାେରୀ ବନାଇ ତହିଁର ଭିତର ଓ ବାରାର ଝୁଣା ଦ୍ବାରା ଲପନେ କର।

Genesis 6:15
ସହେି ଜାରାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଚ଼ାଶ ହାତ ଏବଂ ତାହାର ଉଚ୍ଚତା ତିରିଶ ହାତ ହବେ।

Genesis 6:16
ଉପରୁ ଏକ ହାତ ଛାଡ଼ି ଝରକା କରିବ। ସହେି ଜାରାଜର ପାଶର୍ବ ରେ ଗୋଟିଏ ଦ୍ବାର ରହିବ। ଆଉ ତହିଁର ପ୍ରଥମ, ଦ୍ବିତୀୟ ଓ ତୃତୀୟ ଚଟାଣ ବନାଇବ।

Genesis 6:16
ଉପରୁ ଏକ ହାତ ଛାଡ଼ି ଝରକା କରିବ। ସହେି ଜାରାଜର ପାଶର୍ବ ରେ ଗୋଟିଏ ଦ୍ବାର ରହିବ। ଆଉ ତହିଁର ପ୍ରଥମ, ଦ୍ବିତୀୟ ଓ ତୃତୀୟ ଚଟାଣ ବନାଇବ।

Genesis 6:18
ମୁଁ ତୁମ୍ଭ ସହିତ ଏକ ଗୁରୁତ୍ବପୂର୍ଣ୍ଣ ଚୁକ୍ତି କରିବି। ଏବଂ ତୁମ୍ଭେ ତୁମ୍ଭର ସ୍ତ୍ରୀ ତୁମ୍ଭର ପୁତ୍ରମାନେ ଏବଂ ତୁମ୍ଭର ପୁତ୍ରମାନଙ୍କର ସ୍ତ୍ରୀମାନେ ସମସ୍ତେ ଜାହାଜକୁ ଯିବେ।

Genesis 6:19
ପ୍ରାଣରକ୍ଷାର୍ଥେ ସର୍ବ ପ୍ରକାରର ଜୀବଜନ୍ତୁର ଏକ ଏକ ଦମ୍ପତ୍ତି ଆପଣା ସଂଗ ରେ ଧରି ଜାହାଜ ରେ ପ୍ରବେଶ କରିବ।

Genesis 7:1
ଏହାପରେ ସଦାପ୍ରଭୁ ନୋହଙ୍କୁ କହିଲେ, ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧିଅରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହାଇେ ଜାହା ରେ ପ୍ରବେଶ କଲ।

Genesis 7:7
ନୋହ ଏବଂ ତା'ର ପରିବାର ବନ୍ଯାରୁ ରକ୍ଷାପାଇବା ନିମିତ୍ତ ଜାହାଜ ମଧ୍ଯକୁ ଗଲେ। ଜାହାଜ ରେ ନୋହ, ତା'ର ସ୍ତ୍ରୀ, ପୁତ୍ର ଓ ପୁତ୍ରବଧୂମାନେ ଥିଲେ।

Genesis 7:9
ସମାନେେ ଯୋଡ଼ି ୟୋଡ଼ି କରି ପୁରୁଷ ଓ ସ୍ତ୍ରୀ ଠିକ୍ ପରମେଶ୍ବରଙ୍କ ଆଜ୍ଞାନୁସା ରେ ନୋହଙ୍କ ନିକଟକୁ ୟାଇ ଜାହାଜ ରେ ପ୍ରବେଶ କଲେ।

Occurences : 28

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்