Base Word
תַּחְבֻּלָה
Short Definition(only in plural) properly, steerage (as a management of ropes), i.e., (figuratively) guidance or (by implication) a plan
Long Definitiondirection, counsel, guidance, good advice, (wise) counsel
Derivationor תַּחְבּוּלָה; from 2254 as denominative from H2256
International Phonetic Alphabett̪ɑħ.buˈlɔː
IPA modtɑχ.buˈlɑː
Syllabletaḥbulâ
Dictionta-boo-LAW
Diction Modtahk-boo-LA
Usagegood advice, (wise) counsels
Part of speechn-f

Job 37:12
ପରମେଶ୍ବର ମେଘକୁ ଆଦେଶ ଦିଅନ୍ତି ସମଗ୍ର ପୃଥିବୀ ରେ ଭ୍ରମଣ କରିବା ପାଇଁ। ମେଘମାଳା ସେ ଯାହା ଆଜ୍ଞା କରନ୍ତି ତାହା କରନ୍ତି।

Proverbs 1:5
ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ଯଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସମାନେେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ।

Proverbs 11:14
ଗୋଟିଏ ଜାତି ଠିକ୍ ଦଖାେଶୁଣା ଅଭାବ ୟୋଗୁ ଧ୍ବଂସ ହାଇେଥାଏ, କିନ୍ତୁ ବହୁତ ଉପଦେଷ୍ଟାମାନଙ୍କ ଦ୍ବାରା ସଫଳତା ଆସିଥାଏ।

Proverbs 12:5
ଧାର୍ମିକମାନଙ୍କର ଯୋଜନାସବୁ ଯଥାର୍ଥ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଉପଦେଶ ପ୍ରବଞ୍ଚନାପୂର୍ଣ୍ଣ।

Proverbs 20:18
ମନ୍ତ୍ରଣା ଦ୍ବାରା ପ୍ରେତ୍ୟକକ ସଂକଳ୍ପ ସ୍ଥିର ହବେ। ମାତ୍ର ଯଦି ତୁମ୍ଭେ ୟୁଦ୍ଧ କରିବାକୁ ୟାଅ ଭଲ ପରାମର୍ଶ ଗ୍ରହଣ କର।

Proverbs 24:6
ୟୁଦ୍ଧ କରିବା ପୂର୍ବରୁ ଯତ୍ନ ରେ ଯୋଜନା କରିବା ଉଚିତ୍। ଯଦି ତୁମ୍ଭେ ୟୁଦ୍ଧ ରେ ଜଯ କରିବାକୁ ଚାହଁ, ତୁମ୍ଭମାନଙ୍କର ନିଶ୍ଚିତ ଉତ୍ତମ ଉପଦେଷ୍ଟା ରହିବା ଉଚିତ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்