Base Word
תַּחְתִּי
Short Definitionlowermost; as noun (feminine plural) the depths (figuratively, a pit, the womb)
Long Definitionlow, lower, lowest
Derivationfrom H8478
International Phonetic Alphabett̪ɑħˈt̪ɪi̯
IPA modtɑχˈtiː
Syllabletaḥtî
Dictionta-TEE
Diction Modtahk-TEE
Usagelow (parts, -er, -er parts, -est), nether (part)
Part of speecha

Genesis 6:16
ଉପରୁ ଏକ ହାତ ଛାଡ଼ି ଝରକା କରିବ। ସହେି ଜାରାଜର ପାଶର୍ବ ରେ ଗୋଟିଏ ଦ୍ବାର ରହିବ। ଆଉ ତହିଁର ପ୍ରଥମ, ଦ୍ବିତୀୟ ଓ ତୃତୀୟ ଚଟାଣ ବନାଇବ।

Exodus 19:17
ଏହାପରେ ମାଶାେ ଲୋକମାନଙ୍କୁ ଛାଉଣୀରୁ ବାହାର କରି ପରମେଶ୍ବରଙ୍କର ସାକ୍ଷାତ ପାଇଁ ପର୍ବତର ପାଦଦେଶକୁ ଆଣିଲେ।

Deuteronomy 32:22
ମାେ କୋର୍ଧ ରେ ଅଗ୍ନି ପ୍ରଜ୍ବଳିତ ହବେ, ଯାହା ପାତାଳ ପର୍ୟ୍ଯନ୍ତ ଜଳକ୍ସ୍ଟଛି। ପୃଥିବୀର ଏହା ସମସ୍ତ ଦେଶକକ୍ସ୍ଟ ଓ ସମସ୍ତ ଉତ୍ପନ ବସ୍ତକ୍ସ୍ଟକକ୍ସ୍ଟ ଗ୍ରାସ କରିବ। ଏହା ପର୍ବତର ମୂଳଦକ୍ସ୍ଟଆକକ୍ସ୍ଟ ମଧ୍ଯ ପୋଡି଼ ପକାଇବ।

Joshua 15:19
ଅକଷାର ଉତ୍ତର ଦେଲେ, ଆପଣା ମାେତେ ଆଶୀର୍ବାଦ କରନ୍ତକ୍ସ୍ଟ। କାରଣ ଆପଣା ମାେତେ ନଗଭରେ ଟାଙ୍ଗରା ଭୂମି ଦଇେଛନ୍ତି। ଦୟାକରି ଜଳ ନିର୍ଝର ମାେତେ ଦିଅନ୍ତକ୍ସ୍ଟ। ତେଣୁ କାଲେବ୍ ସେ ଯାହା ଚାହିଁଲେ ସେ ତାଙ୍କୁ ଦେଲେ। ସେ ତହିଁରେ ଉପରିସ୍ଥ ଓ ଜଳସ୍ଥ ନିର୍ଝର ଦେଲେ।

Judges 1:15
ଅକ୍ଷାର କାଲେବ୍ଙ୍କକ୍ସ୍ଟ କହିଲେ, ମାେତେ ଆର୍ଶିବାଦ କର। ଆପଣା ମାେତେ ଦକ୍ଷିଣ ରେ ଭୂମି ଦଇେଛନ୍ତି, ଯାହାକି ଶକ୍ସ୍ଟଷ୍କ, ମାେତେ କିଛି ଜଳ ନିର୍ଝର ଭୂମି ଦିଅନ୍ତକ୍ସ୍ଟ। ଏହାପରେ କାଲେବ୍ ଭୂମିର ଉପରିସ୍ଥ ଓ ତଳସ୍ଥ ନିର୍ଝର ସହେି ଭୂମି ତାଙ୍କୁ ଦେଲେ।

Nehemiah 4:13
ଏଣୁ ମୁଁ ପ୍ରାଚୀର ପଛଆଡେ ନୀଚସ୍ଥ ମଲୋ ସ୍ଥାନ ରେ ଲୋକମାନଙ୍କୁ ସମାନଙ୍କେ ପରିବାର ଅନୁସାରେ ସମାନଙ୍କେୁ ଖଡ୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିୟୁକ୍ତ କଲି।

Job 41:24
ତା'ର ହୃତପିଣ୍ଡ ପଥର ସଦୃଶ। ଏହା ପଷେଣଶାଳାର ତଳ ପଥର ସଦୃଶ।

Psalm 63:9
କେତକୋଳ ମାରେ ପ୍ରାଣ ନବୋ ପାଇଁ ଚେଷ୍ଟା କରୁଛନ୍ତି। କିନ୍ତୁ ସମାନଙ୍କେୁ ଧ୍ବଂସ କରାୟିବ। ସମାନେେ ନିଜ କବରରେ ମିଶି ଯିବେ।

Psalm 86:13
ମାେ ପ୍ରତି ତୁମ୍ଭର ଦୟା ମହତ୍ ଅଟେ। ତୁମ୍ଭେ ମାେ ଜୀବନକୁ ଶଷୋବସ୍ଥା ମୃତ୍ଯୁ ମୁଖରୁ ଉଦ୍ଧାର କରିଛ।

Psalm 88:6
ତୁମ୍ଭେ ମାେତେ ପୃଥିବୀର ଗାଢ଼ ଅନ୍ଧକାରର ଗଭୀର ସ୍ଥାନରେ ରଖିଅଛ।

Occurences : 19

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்