Base Word
תְּלָאָה
Short Definitiondistress
Long Definitiontoil, hardship, distress, weariness
Derivationfrom H3811
International Phonetic Alphabett̪ɛ̆.lɔːˈʔɔː
IPA modtɛ̆.lɑːˈʔɑː
Syllabletĕlāʾâ
Dictionteh-law-AW
Diction Modteh-la-AH
Usagetravail, travel, trouble
Part of speechn-f

Exodus 18:8
ସଦାପ୍ରଭୁ ତାଙ୍କର ଇଶ୍ରାୟେଲୀୟ ଲୋକଙ୍କ ପାଇଁ ଯାହାସବୁ କରିଥିଲେ, ସହେି ସମସ୍ତ ବିଷଯ ମାଶାେ ତାଙ୍କ ଶ୍ବଶୁରଙ୍କୁ କହିଲେ। ମାଶାେ ମଧ୍ଯ କହିଲେ, ସଦାପ୍ରଭୁ ମିଶର ଓ ରାଜା ଫାରୋଙ୍କ ବିରୁଦ୍ଧ ରେ ଇଶ୍ରାୟେଲ ନିମନ୍ତେ ଯାହା କରିଥିଲେ, ସମାନେେ ରାସ୍ତା ରେ ସମ୍ମୁଖୀନ ହାଇେଥିବା କଠିନତା ବିଷଯ କହିଲେ। ଏବଂ କିପରି ସଦାପ୍ରଭୁ ସମାନଙ୍କେୁ ରକ୍ଷା କରିଛନ୍ତି ତାହା ମାଶାେ ତାଙ୍କ ଶ୍ବଶୁରଙ୍କୁ କହିଲେ।

Numbers 20:14
ଅନନ୍ତର ମାଶାେ କାଦେଶରୁ ଇଦୋମୀଯ ରାଜା ନିକଟକୁ ଦୂତମାନଙ୍କ ଦ୍ବାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇଶ୍ରାୟେଲ କହିଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେଉଁସବୁ କ୍ଲେଶ ଘଟି ଅଛି ଜାଣ।

Nehemiah 9:32
ଏଣୁ ହେ ଆମ୍ଭମାନଙ୍କର ପରମେଶ୍ବର ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ବର ତୁମ୍ଭେ ନିଯମ ଓ ଦୟା ପାଳନ କରିଥାଅ। ଅଶୂରୀଯ ରାଜଗଣର ସମଯାବଧି ଆଜି ପର୍ୟ୍ଯନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ଯଦ୍ ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଲେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟି ରେ କ୍ଷୁଦ୍ର ଦଖାେ ନଯାଉ।

Lamentations 3:5
ସଦାପ୍ରଭୁ ମାରେ ଚତୁର୍ଦ୍ଦିଗ ରେ ତିକ୍ତତା ଓ କ୍ଲେଶ ଭରି ଦଇେଅଛନ୍ତି।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்