Base Word
תְּנוּבָה
Short Definitionproduce
Long Definitionfruit, produce
Derivationfrom H5107
International Phonetic Alphabett̪ɛ̆.n̪uːˈbɔː
IPA modtɛ̆.nuˈvɑː
Syllabletĕnûbâ
Dictionteh-noo-BAW
Diction Modteh-noo-VA
Usagefruit, increase
Part of speechn-f

Deuteronomy 32:13
ସଦାପ୍ରଭୁ ପୃଥିବୀର ଉଚ୍ଚସ୍ଥଳୀ ଉପରେ ୟାକକ୍ସ୍ଟବଙ୍କକ୍ସ୍ଟ ବାହନ ଆହାରଣେ କରାଇଲେ। ୟାକକ୍ସ୍ଟବ କ୍ଷେତ୍ରରକ୍ସ୍ଟ ଫସଲ ଖାଇଗଲେ। ସଦାପ୍ରଭୁ ପାଷାଣରକ୍ସ୍ଟ ମଧକ୍ସ୍ଟ ଝରାଇ ଦେଲେ ଏବଂ କଠିନ ଶୀଳାରକ୍ସ୍ଟ ୟାକକ୍ସ୍ଟବ୍ଙ୍କକ୍ସ୍ଟ ତୈଳ ଦେଲେ।

Judges 9:11
କିନ୍ତୁ ଡିମ୍ବିରି ବୃକ୍ଷ ଉତ୍ତର ଦଲୋ, କବଳେ ଅନ୍ୟ ବୃକ୍ଷମାନଙ୍କ ଉପରେ ଶାସନ କରିବାକୁ, ମୁ ମାରେ ଉତ୍ତମ ସ୍ବାଦିଷ୍ଟ ଫଳ ଉତ୍ପନ୍ନ କରିବା ବନ୍ଦ କରି ଦବେି କି?

Isaiah 27:6
ଲୋକମାନେ ମାେ ନିକଟକୁ ଆସିବେ। ସମାନେେ ଯାକୁବକୁ ଶକ୍ତିଶାଳୀ କରିବେ ଯେପରି ତା'ର ଚୋର ବାନ୍ଧିବ। ଇଶ୍ରାୟେଲ ମୁକ୍ତ ଓ ପ୍ରଫୁଲ ହବେ। ଏ ପୃଥିବୀ ଫଳ ଫୁଲ ରେ ପରିପୂର୍ଣ୍ଣ ହବେ।'

Lamentations 4:9
ଭୋକରେ ମରିଥିବା ଲୋକମାନଙ୍କ ଅପେକ୍ଷା ଖଡ୍ଗ ରେ ନିହତ ହାଇେଥିବା ଲୋକମାନେ ଭଲ, କାରଣ ସମାନଙ୍କେର ଜୀବନ ସମାନଙ୍କେର ଶୁଷ୍କ ଜମି ରେ ଖାଦ୍ୟ ଉତ୍ପନ୍ନ ପାଇଁ ଯଭେଳି, ସମାନେେ କ୍ଷୁଧା ଦ୍ବାରା ଘସି ହାଇେଛନ୍ତି।

Ezekiel 36:30
ପୁଣି ମୁଁ ତୁମ୍ଭମାନଙ୍କର ବୃକ୍ଷର ଫଳ ଓ କ୍ଷେତ୍ରସ୍ଥ ଶସ୍ଯ ଉତ୍ପାଦନ ଏପରି ବୃଦ୍ଧି କରିବି ଯେ, ତୁମ୍ଭମାନେେ ଜାତିମାନଙ୍କ ମଧିଅରେ ଖାଦ୍ଯାଭାବ ଯୋଗୁଁ ନିନ୍ଦା ପାଇବ ନାହିଁ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்