Base Word
תְּרָפִים
Short DefinitionTeraphim (singular or plural) a family idol
Long Definitionidolatry, idols, image(s), teraphim, family idol
Derivationplural from H7495; a healer
International Phonetic Alphabett̪ɛ̆.rɔːˈpɪi̯m
IPA modtɛ̆.ʁɑːˈfiːm
Syllabletĕrāpîm
Dictionteh-raw-PEEM
Diction Modteh-ra-FEEM
Usageidols(-atry), images, teraphim
Part of speechn-m

Genesis 31:19
ଏହି ସମୟରେ ଲାବନ ମଷେପଲରୁ ଲୋମ ଛଦନେ କରିବାକୁ ୟାଇଥିଲା। ଯେତବେେଳେ ସେ ଯଇେଥିଲେ, ରାହେଲ ଆପଣା ପିତାଙ୍କର ଘରର ଦବେତାମାନଙ୍କୁ ଚୋରି କଲା।

Genesis 31:34
ରାହେଲ ସହେି ଦବେତାଗଣଙ୍କୁ ତାଙ୍କର ଓଟର ହାଉଦା ଭିତ ରେ ରଖି ତହିଁ ଉପରେ ବସିଥିଲା। ଲାବନ ସମସ୍ତ ତମ୍ବୁକୁ ଖାଜେିଲେ କିନ୍ତୁ କେଉଁଠା ରେ ପାଇଲେ ନାହିଁ।

Genesis 31:35
ଏବଂ ରାହେଲ ତାଙ୍କର ପିତାଙ୍କୁ କହିଲେ, ମାେ ଉପରେ କୋର୍ଧ କରନାହିଁ। ମୁଁ ତୁମ୍ଭ ସମ୍ମୁଖ ରେ ଠିଆ ହବୋକୁ ଅସମର୍ଥ, କାରଣ ମାରେମାସିକ ଋତୁସ୍ରାବ ହେଉଛି। ତେଣୁ ଲାବନ ସବୁଆଡ଼େ ଖାଜେିଲେ କିନ୍ତୁ କେଉଁଠା ରେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପାଇଲେ ନାହିଁ।

Judges 17:5
ମୀଖାର ଏକ ମନ୍ଦିର ଥିଲା ଓ ସେ ଏକ ଏଫୋଦ ତିଆରି କଲା, ତାଙ୍କର ଅନକେ ଗକ୍ସ୍ଟଡିକ ମୂର୍ତ୍ତିଗକ୍ସ୍ଟଡିକ ଥିଲା। ସେ ଆପଣା ପକ୍ସ୍ଟତ୍ରମାନଙ୍କ ମଧ୍ଯରକ୍ସ୍ଟ ଜଣଙ୍କକ୍ସ୍ଟ ଯାଜକ ରୂପେ ନିୟକ୍ସ୍ଟକ୍ତ କଲା।

Judges 18:14
ତେଣୁ ସହେି ପାଞ୍ଚଜଣ ଯେଉଁମାନେ ଲଯିଶ ଦେଶ ଅନକ୍ସ୍ଟସନ୍ଧାନ କରିବାକୁ ୟାଇଥିଲେ, ସମାନେେ ସମାନଙ୍କେର ସଐର୍କୀଯମାନଙ୍କୁ କହିଲେ, ସଠାେରେ ଏକ ଏଫୋଦ୍ ଅଛି। ସଠାେରେ ଗୃହ ଦବେତାଗଣ ଅଛନ୍ତି ଓ ଏକ ଖାଦେିତ ପ୍ରତିମା ଅଛି। ଏହା ତୁମ୍ଭମାନେେ କ'ଣ ଜାଣ? ତେଣୁ ବର୍ତ୍ତମାନ କ'ଣ କରିବାକୁ ହବେ ବିବଚେନା କର।

Judges 18:17
ଦଶାେନକ୍ସ୍ଟସନ୍ଧାନ ନିମିତ୍ତ ୟାଇଥିବା ସହେି ପାଞ୍ଚଜଣ ଉପରକକ୍ସ୍ଟ ଗଲେ। ତା'ପରେ ସମାନେେ ଭିତରକକ୍ସ୍ଟ ପ୍ରବେଶ କରି ଏଫୋଦକକ୍ସ୍ଟ, ଗୃହ ଦବେତାଙ୍କୁ ଓ ଖାଦେିତ ପ୍ରତିମାକକ୍ସ୍ଟ ନଇଗେଲେ।

Judges 18:18
ସହେି ସମୟରେ ଯାଜକ ଫାଟକ ନିକଟରେ ଅସ୍ତ୍ର ରେ ସଜ୍ଜିତ ହାଇେ ସହେି 600 ଲୋକ ସହିତ ଛିଡା ହାଇଗେଲେ। ଯାଜକ ଘ ରେ ପ୍ରବେଶ କରିଥିବା ପାଞ୍ଚ ଜଣଙ୍କକ୍ସ୍ଟ ପଚାରିଲେ, ତୁମ୍ଭମାନେ କ'ଣ କରୁଅଛ?

Judges 18:20
ଏଥି ରେ ଯାଜକର ମନ ଆନନ୍ଦିତ ହେଲା। ତହକ୍ସ୍ଟଁ ସେ ଏଫୋଦ୍ ଓ ଠାକକ୍ସ୍ଟରମାନ ଓ ଖୋଳା ପ୍ରତିମାମାନ ନଇେ ଲୋକମାନଙ୍କ ସଙ୍ଗ ରେ ଗ୍ଭଲିଗଲା।

1 Samuel 15:23
ବିଦ୍ରୋହିତା ମନ୍ତ୍ରପାଠ ପାପତକ୍ସ୍ଟଲ୍ଯ ଓ ଅବାଧ୍ଯତା ଅବସ୍ତକ୍ସ୍ଟର ଓ ଠାକକ୍ସ୍ଟରମାନଙ୍କର ପୂଜାତକ୍ସ୍ଟଲ୍ଯ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ତକ୍ସ୍ଟଚ୍ଛ କରିଅଛ। ଏଥିପାଇଁ ସେ ମଧ୍ଯ ତୁମ୍ଭକୁ ରାଜା ହବୋ ପାଇଁ ତକ୍ସ୍ଟଚ୍ଛ କରିଅଛନ୍ତି।

1 Samuel 19:13
ମୀଖଲ ଗୃହର ଦବେତାଙ୍କୁ ଲକ୍ସ୍ଟଗା ରେ ଘୋଡାଇ ଦଲୋ। ତା'ପରେ ସେ ପ୍ରତିମୂର୍ତ୍ତିକକ୍ସ୍ଟ ବିଛଣା ମଧିଅରେ ପକ୍ସ୍ଟରାଇ ଦଲୋ। ସେ ମଧ୍ଯ ଛାଗ ଚମଡାକକ୍ସ୍ଟ ତହିଁର ମସ୍ତକରେ ଘୋଡାଇ ଦଲୋ।

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்