Base Word
בּוּץ
Short Definitionprobably cotton (of some sort)
Long Definitionbyssus, a costly, fine white linen cloth made in Egypt
Derivationfrom an unused root (of the same form) meaning to bleach, i.e., (intransitive) be white
International Phonetic Alphabetbuːt͡sˤ
IPA modbut͡s
Syllablebûṣ
Dictionboots
Diction Modboots
Usagefine (white) linen
Part of speechn-m

1 Chronicles 4:21
ଶଲୋ ଯିହୁଦାର ପୁତ୍ର ଥିଲେ। ତାଙ୍କର ପୁତ୍ରମାନେ ଥିଲେ, ଲକୋର ପିତା ଏର ଓ ମା ରଶାଙ୍କେର ପିତା ଲାଦା ଏବଂ ଏହି ପରିବାରବର୍ଗ ବେଥ-ଅସବଯେ ରେ ଥିବା କାର୍ପାସ କାର୍ୟ୍ଯର କର୍ତ୍ତା ଥିଲେ।

1 Chronicles 15:27
ଦାଉଦ ଓ ନିଯମସିନ୍ଦୁକ ବହୁଥିବା ସମସ୍ତ ଲବେୀୟମାନେ ଓ ଗାଯକ କିଣାନିଯମାନେ ସୂକ୍ଷ୍ମ ନାଇଲନ୍ ବସ୍ତ୍ର ପିନ୍ଧିଥିଲେ। ଦାଉଦ ମଧ୍ଯ ଏକ ନାଇଲନ୍ ଏଫୋଦ ପିନ୍ଧିଥିଲେ।

2 Chronicles 2:14
ତାଙ୍କର ମାଆ ଦାନ ଗୋଷ୍ଠୀରୁ ଆସିଥିଲେ ଏବଂ ତାଙ୍କ ବାପା ସୋର ସହରରୁ ଆସିଥିଲେ। ତାଙ୍କର ସ୍ବର୍ଣ୍ଣ, ରେ ୗପ୍ୟ, ପିତ୍ତଳ, ଲୌହ, ପ୍ରସ୍ତର ଓ କାଠ ଉପରେ କାର୍ୟ୍ଯ କରିବାର ଦକ୍ଷତା ଅଛି ଏବଂ ବାଇଗଣୀ, ଲାଲ୍, ନୀଳ ଓ ଦାମୀ ବସ୍ତ୍ର ଉପରେ ମଧ୍ଯ କାର୍ୟ୍ଯ କରିବାର ଦକ୍ଷତା ଅଛି। ତାଙ୍କୁ ତୁମ୍ଭେ ଯାହାକିଛି ତିଆରି କରିବାକୁ କହିବ, ସେ ତାହା କରିପାରିବେ। ସେ ତୁମ୍ଭର କାରିଗର ଓ ତୁମ୍ଭ ବାପାଙ୍କ କାରିଗରମାନଙ୍କ ସହ ମିଶି କାର୍ୟ୍ଯ କରିବେ।

2 Chronicles 3:14
ଶଲୋମନ ନୀଳ, ବାଇବଗଣୀ, ଏବଂ ଲାଲ୍ ରଙ୍ଗର ଦାବୀ ବସ୍ତ୍ର ବ୍ଯବହାର କରି ପରଦା ବନାଇଲେ। ଏହି ପରଦା ଉପରେ ଶଲୋମନ କିରୁବା ଦୂତଗଣକୃତି ବୁଣିଲେ।

2 Chronicles 5:12
ଲବେୀୟ ଗାଯକମାନେ ୟଜ୍ଞବଦେୀର ପୂର୍ବପଟେ ଠିଆ ହେଲେ। ଆସଫ୍, ହମେନ୍ ଓ ୟିଦୂଥୂନ୍ଙ୍କ ଗାଯକଦଳର ପ୍ରେତ୍ୟକକ ସଠାେରେ ଥିଲେ। ଆଉ ସମାନଙ୍କେର ପୁତ୍ରଗଣ ଓ ଭ୍ରତାଗଣ ମଧ୍ଯ ସଠାେରେ ଥିଲେ। ସହେି ଲବେୀୟ ଗାଯକମାନେ ଶୁଭ୍ର କାର୍ପାସ ବସ୍ତ୍ର ପିନ୍ଧିଥିଲେ। ସମାନଙ୍କେ ନିକଟରେ ଗିନି, ସାରଙ୍ଗ ଓ ବୀଣାୟନ୍ତ୍ର ଥିଲା। ସହେି ଲବେୀୟ ଗାଯକମାନଙ୍କ ନିକଟରେ 120 ଜଣ ଯାଜକ ଥିଲେ। ସହେି 120 ଜଣ ଯାଜକ ତୂରୀ ବଜାଇଲେ।

Esther 1:6
ସଠାେରେ ଧଳା ଓ ନୀଳ କାର୍ପାସ ପରଦା ଥିଲା। ସହେି ପରଦାଗୁଡିକ ନାଇଲନ୍ ରେ ତିଆରି ରଜ୍ଜୁ ଓ ବାଇଗଣ ରଂଗର ରେ ୗପ୍ୟମଯ କଡା ରେ ମାର୍ବଲ ସ୍ତମ୍ଭ ରେ ବନ୍ଧା ଥିଲା। ଏବଂ ଚଟାଣ ଉପରେ ମଧ୍ଯ ଯାହାକି ବିଭିନ୍ନ ପ୍ରକାର ରଂଗିନ୍ ସ୍ପଟିକ, ଶାମୁକା, ମୁକ୍ତା ଓ ମାର୍ବଲ ପଥର ରେ ନିର୍ମିତ ହାଇେଥିଲା। ସଠାେରେ ସୁବର୍ଣ୍ଣର ଓ ରୂପାର ଆସନ ଥିଲା।

Esther 8:15
ଏହାପରେ ମର୍ଦ୍ଦଖଯ ନୀଳ ଓ ଶୁକ୍ଲବର୍ଣ୍ଣ ରାଜକୀଯ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମଯ ବୃହତ ମୁକୁଟ ଦଇେ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢଣୀ ଓ ବାଇଗଣୀ ରଂଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ ରାଜଧାନୀ ଆନନ୍ଦ ଓ ହର୍ଷନାଦ ରେ ପରିପୂର୍ଣ୍ଣ ହେଲା।

Ezekiel 27:16
ତୁମ୍ଭର ହସ୍ତ ନିର୍ମିତ ଦ୍ରବ୍ଯର ପ୍ରସିଦ୍ଧି ହତେୁ ଆରାମ୍ ତୁମ୍ଭର ବଣିକ ଥିଲା। ସମାନେେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମ ବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்