1 Corinthians 14:31
ଏହିପରି ତୁମ୍ଭମାନେେ ସମସ୍ତେ ଜଣକପରେ ଜଣେ ଭାବବାଣୀ କହି ପାରିବ। ସପରେି ହେଲେ, ସମସ୍ତେ ଶିଖି ପାରିବେ ଓ ଉତ୍ସାହିତ ହାଇେ ପାରିବେ।
1 Corinthians 14:31 in Other Translations
King James Version (KJV)
For ye may all prophesy one by one, that all may learn, and all may be comforted.
American Standard Version (ASV)
For ye all can prophesy one by one, that all may learn, and all may be exhorted;
Bible in Basic English (BBE)
For you may all be prophets in turn so that all may get knowledge and comfort;
Darby English Bible (DBY)
For ye can all prophesy one by one, that all may learn and all be encouraged.
World English Bible (WEB)
For you all can prophesy one by one, that all may learn, and all may be exhorted.
Young's Literal Translation (YLT)
for ye are able, one by one, all to prophesy, that all may learn, and all may be exhorted,
| For | δύνασθε | dynasthe | THYOO-na-sthay |
| ye may | γὰρ | gar | gahr |
| all | καθ' | kath | kahth |
| prophesy | ἕνα | hena | ANE-ah |
| one one, | πάντες | pantes | PAHN-tase |
| by | προφητεύειν | prophēteuein | proh-fay-TAVE-een |
| that | ἵνα | hina | EE-na |
| all | πάντες | pantes | PAHN-tase |
| may learn, | μανθάνωσιν | manthanōsin | mahn-THA-noh-seen |
| and | καὶ | kai | kay |
| all | πάντες | pantes | PAHN-tase |
| may be comforted. | παρακαλῶνται | parakalōntai | pa-ra-ka-LONE-tay |
Cross Reference
ହିତୋପଦେଶ 1:5
ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ଯଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସମାନେେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:11
ଅତଏବ ପରସ୍ପରକୁ ସାନ୍ତ୍ବନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ଯାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠା ରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ଯ ସଇେଆ କରୁଛ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:18
ଏବଂ ଆମ୍ଭେ ପ୍ରଭୁଙ୍କ ସହିତ ସବୁ ଦିନ ପାଇଁ ରହିବୁ। ଅତଏବ ଏହିସବୁ କଥା କହି ପରସ୍ପରକୁ ସାନ୍ତ୍ବନା ଦିଅ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:22
ସେଥିପାଇଁ ମୁଁ ତାଙ୍କୁ ତୁମ୍ଭ ପାଖକୁ ପଠାଉଛି। ଆମ୍ଭେ କିପରି ଅଛୁ, ତାହା ତୁମ୍ଭମାନେେ ଜାଣିବା କଥା। ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିବା ଉଦ୍ଦେଶ୍ଯ ରେ ମୁଁ ତାହାଙ୍କୁ ପଠାଉଛି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:11
ଏବଂ ସହେି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲେ ଅର୍ଥାତ୍ କେତକେ ଲୋକଙ୍କୁ ସେ ପ୍ ରରେିତ ହବୋ ପାଇଁ, କେତକଙ୍କେୁ ଭବିଷ୍ଯତ୍ବକ୍ତା ହବୋ ପାଇଁ, କେତକଙ୍କେୁ ସୁସମାଚାର କହିବା ପାଇଁ ଓ କେତକଙ୍କେୁ ପରମେଶ୍ବରଙ୍କ ଲୋକମାନଙ୍କର ଯତ୍ନ ନବୋ ପାଇଁ ଓ ଶିକ୍ଷା ଦବୋ ପାଇଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:6
କିନ୍ତୁ ଯେଉଁ ପରମେଶ୍ବର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ବନା ଦିଅନ୍ତି, ସେ ତିତସଙ୍କର ଆଗମନ ଦ୍ବାରା ଆମ୍ଭମାନଙ୍କୁ ମଧ୍ଯ ସାନ୍ତ୍ବନା ପ୍ରଦାନ କଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:4
ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ବନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ଯ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ବନା ପ୍ରଦାନ କରିପାରିବା। ଆମ୍ଭକୁ ପରମେଶ୍ବର ଯେଉଁ ପ୍ରକାର ସାନ୍ତ୍ବନା ଦିଅନ୍ତି, ଆମ୍ଭେ ସହେିମାନଙ୍କୁ ସହେି ପ୍ରକାର ସାନ୍ତ୍ବନା ପ୍ରଦାନ କରି ପାରିବା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:35
ଯଦି ସ୍ତ୍ରୀ ମାନଙ୍କର କିଛି ଜାଣିବାକୁ ଇଚ୍ଛା ଥାଏ, ତା' ହେଲେ ସମାନେେ ନିଜ ସ୍ବାମୀଙ୍କୁ ଘ ରେ ପଚାରି ବୁଝି ପାରିବେ। ମଣ୍ଡଳୀ ସଭା ରେ ସ୍ତ୍ରୀ ଲୋକମାନଙ୍କ ପେଛ କିଛି କହିବା ଲଜ୍ଜାଜନକ ଅଟେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:19
କିନ୍ତୁ ମଣ୍ଡଳୀ ରେ ଅନ୍ୟ ଭାଷା ରେ ହଜାର ହଜାର କଥା କହିବା ଅପେକ୍ଷା ବରଂ ସମାନେେ ବୁଝୁଥିବା ପାନ୍ଚୋଟି କଥା କହିବାକୁ ଭଲ ପାଏ। ଏହାଦ୍ବାରା ମୁଁ ନିଜେ ବୁଝି ପାରିବି ଓ ଅନ୍ୟ ଲୋକମାନଙ୍କୁ ଶିକ୍ଷା ଦଇେ ପାରିବି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:3
କିନ୍ତୁ ୟିଏ ଭାବବାଣୀ କ ହେ, ସେ ଲୋକମାନଙ୍କୁ ଦୃଢ଼ତା, ଉତ୍ସାହ ଓ ସାନ୍ତ୍ବନାର କଥା କ ହେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:12
ମାରେ କହିବାର ଅର୍ଥ ଏହି ଯେ ଆମ୍ଭମାନେେ ଏକ ଆ ରକେକୁ ନିଜ ନିଜର ବିଶ୍ବାସ ଦ୍ବାରା ସାହାୟ୍ଯ କରିବା। ତୁମ୍ଭମାନଙ୍କ ବିଶ୍ବସ ମାେତେ ଓ ମାେ ବିଶ୍ବାସ ତୁମ୍ଭମାନଙ୍କୁ ସାହାୟ୍ଯ କରିବ।
ହିତୋପଦେଶ 9:9
ଯଦି ଜ୍ଞାନୀକୁ ଉପଦେଶ ଦବେ ସେ ଆହୁରି ଜ୍ଞାନବାନ ହବେ। ଯଦି ତୁମ୍ଭେ ଜଣେ ଧାର୍ମିକ ବ୍ଯକ୍ତିକୁ ଶିକ୍ଷା ଦବେ, ତା'ର ପାଣ୍ଡିତ୍ଯ ବୃଦ୍ଧି ପାଇବ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:14
ପରସ୍ପର ଶାନ୍ତି ରେ ରୁହ। ଯେଉଁମାନେ କାମ କରୁ ନାହାଁନ୍ତି, ଭାଇ ଓ ଭଉଣୀମାନେ, ସମାନଙ୍କେୁ ସତର୍କ କରିଦିଅ। ଯେଉଁମାନେ ଭୟ ରେ ଅଛନ୍ତି, ସମାନଙ୍କେୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାୟ୍ଯ କର। ପ୍ରେତ୍ୟକକ ଲୋକ ପାଇଁ ର୍ଧୈୟ୍ଯବାନ ହୁଅ।