1 Corinthians 15:35
କିନ୍ତୁ ଜଣେ ପଚାରି ପା ରେ : ମୃତଗୁଡ଼ିକ କିପରି ଉଥିତ ହୁଅନ୍ତି ?
1 Corinthians 15:35 in Other Translations
King James Version (KJV)
But some man will say, How are the dead raised up? and with what body do they come?
American Standard Version (ASV)
But some one will say, How are the dead raised? and with what manner of body do they come?
Bible in Basic English (BBE)
But someone will say, How do the dead come back? and with what sort of body do they come?
Darby English Bible (DBY)
But some one will say, How are the dead raised? and with what body do they come?
World English Bible (WEB)
But someone will say, "How are the dead raised?" and, "With what kind of body do they come?"
Young's Literal Translation (YLT)
But some one will say, `How do the dead rise?
| But | ἀλλ' | all | al |
| some | ἐρεῖ | erei | ay-REE |
| man will say, | τις | tis | tees |
| How | Πῶς | pōs | pose |
| are the up? | ἐγείρονται | egeirontai | ay-GEE-rone-tay |
| dead | οἱ | hoi | oo |
| raised | νεκροί | nekroi | nay-KROO |
| and | ποίῳ | poiō | POO-oh |
| with what | δὲ | de | thay |
| body | σώματι | sōmati | SOH-ma-tee |
| do they come? | ἔρχονται | erchontai | ARE-hone-tay |
Cross Reference
ଯିହିଜିକଲ 37:3
ତା'ପ ରେ ସଦାପ୍ରଭୁ, ମାରେ ପ୍ରଭୁ ମାେତେ ପଚାରିଲେ, ହେ ମନୁଷ୍ଯ ପୁତ୍ର, ଏହି ଅସ୍ଥି ସମୂହ ସଜୀବ ହାଇପୋରିବେ କି ?
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:21
ସେ ସ୍ବର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳ ରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସହେି ଶକ୍ତି ବଳ ରେ ସେ ଆମ୍ଭର ହୟେ, ଦହଗେୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦହେ ଭଳି ଗୌରବମୟ କରି ଦବେେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:38
ତା'ପରେ ପରମେଶ୍ବର ଯେପରି ଇଚ୍ଛା କରନ୍ତି, ସହେିପରି ଶରୀର ତାହାକୁ ପ୍ରଦାନ କରନ୍ତି। ପରମେଶ୍ବର ସମସ୍ତ ବୀଜ ମଧ୍ଯରୁ ପ୍ରେତ୍ୟକକକୁ ତାହାର ନିଜ ଶରୀର ଦିଅନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:19
ତା ହେଲେ ତୁମ୍ଭେ ମାେତେ ପ୍ରଶ୍ନ କରି ପାର ଯେ ସେ ଆମ୍ଭର ଦୋଷ କାହିଁକି ଧରନ୍ତି?
ଯୋହନଲିଖିତ ସୁସମାଚାର 9:10
ଲୋକମାନେ ତାକୁ ପଚାରିଲେ, କ'ଣ ହେଲା? ତୁମ୍ଭେ କିପରି ଦୃଷ୍ଟି ଶକ୍ତି ପାଇଲ?
ଯୋହନଲିଖିତ ସୁସମାଚାର 3:9
ନୀକଦୀମ ପଚାରିଲେ, ଏସବୁ କିପରି ସମ୍ଭବ ହାଇେ ପାରିବ?
ଯୋହନଲିଖିତ ସୁସମାଚାର 3:4
ନୀକଦୀମ ତାହାଙ୍କୁ କହିଲେ, କିନ୍ତୁ ଯଦି କୌଣସି ବ୍ଯକ୍ତି ବୃଦ୍ଧ ହାଇେ ସାରିଛି, ତବେେ ସେ କିପରି ପୁନର୍ବାର ଜନ୍ମ ନଇେ ପାରିବ? ଜଣେ ଲୋକ କଦାପି ତାର ମାତାର ଗର୍ଭ ରେ ଆଉ ଥରେ ପ୍ରବେଶ କରିପାରିବ ନାହିଁ। ତେଣୁ ଜଣେ ବ୍ଯକ୍ତି କଦାପି ଦ୍ବିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।
ମାଥିଉଲିଖିତ ସୁସମାଚାର 22:29
ଯୀଶୁ କହିଲେ, ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କଣ କୁ ହେ ଜାଣ ନାହିଁ। ଏବଂ ପରମେଶ୍ବରଙ୍କ ଶକ୍ତି ବିଷୟ ରେ ତୁମ୍ଭମାନେେ କିଛି ଜାଣିନାହଁ।
ଯିହିଜିକଲ 37:11
ତା'ପ ରେ ସଦାପ୍ରଭୁ, ମାରେ ପ୍ରଭୁ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଏହି ଅସ୍ଥିସକଳ ଇଶ୍ରାୟେଲ ସମୁଦାଯ ପରିବାର ଅଟନ୍ତି। ଏବଂ ସମାନେେ କହନ୍ତି, 'ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହାଇେଅଛି, ଆମ୍ଭମାନଙ୍କର ଆଶା ଭରସା ଲୋପ ପାଇଛି ଓ ଆମ୍ଭମାନେେ ସମ୍ପୂର୍ଣ୍ଣରୂପେ ବିନଷ୍ଟ ହାଇେଅଛୁ।'
ଉପଦେଶକ 11:5
ତୁମ୍ଭେ ବାଯୁର ଗତି ଜାଣିପାରିବ ନାହିଁ। ଏବଂ ତୁମ୍ଭେ ଜାଣିପାରିବ ନାହିଁ ମା ପଟେ ରେ ଶିଶୁଟି କିପରି ବଢ଼େ। ଠିକ୍ ସହେିପରି ପରମେଶ୍ବର କ'ଣ କରନ୍ତି ତୁମ୍ଭେ ଜାଣିପାରିବ ନାହିଁ। ସେ ପ୍ରେତ୍ୟକକ କଥା ଘଟାନ୍ତି।
ଗୀତସଂହିତା 73:11
ସହେି ଦୁଷ୍ଟ ଲୋକମାନେ କହନ୍ତି, ପରମେଶ୍ବର ଜାଣି ନାହାଁନ୍ତି ଆମ୍ଭେ ୟାହା କରୁଛୁ। ସର୍ବୋପରିସ୍ଥ ପରମେଶ୍ବର ଏହା ଜାଣନ୍ତି ନାହିଁ!
ଆୟୁବ ପୁସ୍ତକ 22:13
ଆୟୁବ ତୁମ୍ଭେ ହୁଏତ କହିପାର, 'ପରମେଶ୍ବର କ'ଣ ଜାଣନ୍ତି ? ପରମେଶ୍ବର କ'ଣ ସହେି ଘନ ଅନ୍ଧକାର ବାଦଲ ମଧ୍ଯରୁ ଆମ୍ଭକୁ ଦେଖି ବିଚାର କରନ୍ତି ?
ଆୟୁବ ପୁସ୍ତକ 11:12
ଗୋଟାଏ ବଣୁଆ ଗଧ ମଣିଷକୁ ଜନ୍ମ ଦଇପୋ ରେ ନାହିଁ। ଜଣେ ବୋକା କବେେ ଜ୍ଞାନୀ ହାଇପୋରିବ ନାହିଁ।