1 Timothy 5:1 in Oriya

Oriya Oriya Bible 1 Timothy 1 Timothy 5 1 Timothy 5:1

1 Timothy 5:1
ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗ ରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର।

1 Timothy 51 Timothy 5:2

1 Timothy 5:1 in Other Translations

King James Version (KJV)
Rebuke not an elder, but intreat him as a father; and the younger men as brethren;

American Standard Version (ASV)
Rebuke not an elder, but exhort him as a father; the younger men as brethren:

Bible in Basic English (BBE)
Do not say sharp words to one who has authority in the church, but let your talk be as to a father, and to the younger men as to brothers:

Darby English Bible (DBY)
Rebuke not an elder sharply, but exhort [him] as a father, younger [men] as brethren,

World English Bible (WEB)
Don't rebuke an older man, but exhort him as a father; the younger men as brothers;

Young's Literal Translation (YLT)
An aged person thou mayest not rebuke, but be entreating as a father; younger persons as brethren;

Rebuke
Πρεσβυτέρῳpresbyterōprase-vyoo-TAY-roh
not
μὴmay
an
elder,
ἐπιπλήξῃςepiplēxēsay-pee-PLAY-ksase
but
ἀλλὰallaal-LA
intreat
παρακάλειparakaleipa-ra-KA-lee
him
as
ὡςhōsose
father;
a
πατέραpaterapa-TAY-ra
and
the
younger
men
νεωτέρουςneōterousnay-oh-TAY-roos
as
ὡςhōsose
brethren;
ἀδελφούςadelphousah-thale-FOOS

Cross Reference

ପିତରଙ୍କ ପ୍ରଥମ ପତ୍ 5:5
ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ।

ଲେବୀୟ ପୁସ୍ତକ 19:32
ବୃଦ୍ଧ ଲୋକଙ୍କୁ ସମ୍ମାନ ଦିଅ। ସମାନେେ ତୁମ୍ଭ ପାଖକୁ ଆସିଲେ ଛିଡା ହାଇୟୋଅ, ଛିଡା ହାଇେ ଥିଲେ ତାଙ୍କୁ ସମାଦର କରିବ। ତୁମ୍ଭମାନେେ ତୁମ୍ଭମାନଙ୍କର ପରମେଶ୍ବରଙ୍କୁ ଭୟ କରିବା ଉଚିତ୍। ମୁଁ ନିତ୍ଯ ସଦାପ୍ରଭୁ ଅଟେ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:6
ପରମେଶ୍ବର ଆମ୍ଭର ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସହେି ପବିତ୍ର ଆତ୍ମାକୁ ପୂର୍ଣ୍ଣଭାବରେ ଆମ୍ଭ ଉପରେ ଢ଼ାଳିଲେ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:2
ଅନ୍ୟମାନଙ୍କ ବିଷୟ ରେ ଖରାପ କଥା କହନ୍ତୁ ନାହିଁ, ଅନ୍ୟ ଲୋକମାନଙ୍କ ସହତ ଶାନ୍ତି ରେ ରୁହନ୍ତୁ ; ର୍ଧୈୟ୍ଯବାନ ଓ ସବୁ ଲୋକଙ୍କ ପ୍ରତି ଭଦ୍ରତା ପ୍ରଦର୍ଶନ କରନ୍ତୁ। ସମସ୍ତ ଲୋକଙ୍କ ପ୍ରତି ଏସବୁ କରିବା ପାଇଁ ବିଶ୍ବାସୀମାନଙ୍କୁ କୁହ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:19
ଯେଉଁ ଲୋକ ଜଣେ ପ୍ରାଚୀନ ବିରୁଦ୍ଧ ରେ ନିନ୍ଦା କରେ, ଓ ତା' ସହିତ ଯଦି ଅନ୍ୟ ଦୁଇ ବା ତିନି ଜଣ ଲୋକ ମଧ୍ଯ ପ୍ରାଚୀନ ଲୋକ ଭୁଲ୍ କରିଛନ୍ତି ବୋଲି କୁହନ୍ତି, ତା' ହେଲେ ଯାଇ ସେ ଲୋକର କଥା ତୁମ୍ଭେ ଶୁଣିବ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:1
ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:17
ମଣ୍ଡଳୀକୁ ଉତ୍ତମରୂପେ ଆଗଇେ ନଇେ ଯାଉଥିବା ପ୍ରାଚୀନମାନେ ଅତ୍ଯଧିକ ସମ୍ମାନ ପାଇବା ଉଚିତ। ଯେଉଁ ପ୍ରାଚୀନମାନେ ପ୍ରଚାର ଓ ଉପଦେଶ ପ୍ରଦାନ କରୁଛନ୍ତି, ସମାନେେ ଅତ୍ଯଧିକ ସମ୍ମାନର ଅଧିକାରୀ ଅଟନ୍ତି।

ପିତରଙ୍କ ପ୍ରଥମ ପତ୍ 5:1
ତୁମ୍ଭ ଦଳ ରେ ଥିବା ପ୍ରାଚୀନମାନଙ୍କୁ ଏବେ ମାରେ କିଛି କହିବାର ଅଛି। ମୁଁ ମଧ୍ଯ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ୟନ୍ତ୍ରଣା ନିଜ ଆଖି ରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ଯତ ରେ ଦଖାଇେ ଦିଆୟିବ, ସେଥି ରେ ମଧ୍ଯ ମୁଁ ଭାଗ ନବେି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:5
ମୁଁ ତୁମ୍ଭକୁ କ୍ରୀତୀଠା ରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସଗେୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସଠାେରେ ତୁମ୍ଭକୁ ଏଥିପାଇଁ ମଧ୍ଯ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରେତ୍ୟକକ ନଗର ରେ ପ୍ରାଚୀନ ହବୋ ଲୋକମାନଙ୍କୁ ବାଛି ପାରିବ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:7
ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:4
ପାଉଲ, ବର୍ଣ୍ଣବ୍ବା ଓ ଅନ୍ୟମାନେ ୟିରୂଶାଲମ ରେ ପହନ୍ଚିଲେ। ପ୍ ରରେିତ, ପ୍ରାଚ଼ୀନ ଓ ଅନ୍ୟ ବିଶ୍ବାସୀମାନେ ସଠାେରେ ସମାନଙ୍କେୁ ସ୍ବାଗତ କଲେ। ପରମେଶ୍ବର ସମାନଙ୍କେ ସହିତ ଯାହା ସବୁ କରିଥିଲେ, ସେ ସବୁକଥା ସମାନେେ କହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:23
ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେ ପାଇଁ ପ୍ରତି ମଣ୍ଡଳୀ ରେ ପ୍ରାଚ଼ୀନମାନଙ୍କୁ ନିୟୁକ୍ତି ଦେଲେ। ସମାନେେ ଏହି ପ୍ରାଚ଼ୀନମାନଙ୍କ ପାଇଁ ଉପବାସ ଓ ପ୍ରାର୍ଥନା କଲେ। ଏହି ପ୍ରାଚ଼ୀନମାନେ ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କରିଥିଲେ। ତେଣୁ ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେୁ ପ୍ରଭୁଙ୍କ ପାଖ ରେ ସମର୍ପଣ କଲେ।

ମାଥିଉଲିଖିତ ସୁସମାଚାର 23:8
କିନ୍ତୁ ତୁମ୍ଭ ଭିତରୁ କହେି ନିଜକୁ ରାବ୍ବୀ ବୋଲଇବେ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି।

ମାଥିଉଲିଖିତ ସୁସମାଚାର 18:15
ତୁମ୍ଭର କହେି ଭାଇ ଯଦି ତୁମ୍ଭ ବିରୁଦ୍ଧ ରେ ଭୁଲ୍ କାମ କରେ, ତବେେ ସେ ଏକାକୀ ଥିବା ବେଳେ ତା' ନିକଟକୁ ଯାଇ ତାର ଭୁଲ୍ ବିଷୟ ରେ କୁହ। ଯଦି ସେ ତୁମ୍ଭ କଥା ଶୁଣେ, ତବେେ ତୁମ୍ଭେ ତାକୁ ପୁଣି ଥରେ ତୁମ୍ଭର ଭାଇ ହାଇେ ରହିବାକୁ ସାହାୟ୍ଯ କଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:6
ପ୍ ରରେିତ ଓ ପ୍ରାଚ଼ୀନମାନେ ଏ ସମସ୍ଯା ଉପରେ ବିଚ଼ାର କରିବା ପାଇଁ ଏକତ୍ରୀତ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:17
ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚ଼ୀନମାନଙ୍କୁ ଡ଼କାଇଲେ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:11
ପିତର ଆନ୍ତିୟଖିଆ ନଗରକୁ ଆସିଲଲ।ସସସସଠାଲର କିଛି ଭୂଲ୍ କାମ କଲଲ। ମୁଁ ତାଙ୍କ ବିସରାଧସର ସିଧାସଳଖ କହିଲି, କାରଣସସସଦାଷୀ ଥିଲଲ। ଘଟଣାଟି ଏହା :

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:24
ପ୍ରଭୁଙ୍କର ସବେକ ୟୁକ୍ତି କରିବା ଉଚିତ ନୁହେଁ। ସେ ସବୁ ଲୋକଙ୍କ ପ୍ରତି ଦୟାଳୁ ହବୋ ଉଚିତ। ସେ ଜଣେ ଭଲ ଶିକ୍ଷକ ହବୋ ଉଚିତ। ସେ ସହନଶୀଳ ହେଉ।

ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:9
କିନ୍ତୁ ମୁଁ ତୁମ୍ଭକୁ ପ୍ ରମେ ରେ ନିବଦନେ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହାଇେ ଗଲିଣି ଓ ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଛି।

ଯାକୁବଙ୍କ ପତ୍ 3:17
କିନ୍ତୁ ପରମେଶ୍ବରଙ୍କଠାରୁ ଆସିଥିବା ଜ୍ଞାନ ଏହିପରି : ପ୍ରଥମ ରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟ ରେ ପଡ଼ିଛନ୍ତି, ଏହି ଜ୍ଞାନ ସମାନଙ୍କେୁ ସାହାୟ୍ଯ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।

ଯାକୁବଙ୍କ ପତ୍ 5:14
ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ337 ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।

ଯୋହନଙ୍କ ଦିତୀୟ ପତ୍ 1:1
ପ୍ରାଚୀନ ଯେ ମୁଁ, ପରମେଶ୍ବରଙ୍କ ଦ୍ବାରା ମନୋନୀତା ମହିଳା ଓ ତାହାଙ୍କର ସନ୍ତାନମାନଙ୍କ ନିକଟକୁ ଏହି ପତ୍ର ଲେଖୁଛି :

ଯୋହନଙ୍କ ତୃତୀୟ ପତ୍ର 1:1
ପ୍ରାଚୀନ ଯେ ମୁଁ, ମୁଁ ମୋର ପ୍ରିୟ ବନ୍ଧୁ ଗାୟଙ୍କ ନିକଟକୁ ଲେଖୁଛି। ମୁଁ ତାହାଙ୍କୁ ସତ୍ୟରେ ରହି ପ୍ରେମ କରେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:4
ସହେି ସିଂହାସନର ଚାରିପାଖ ରେ ଆଉ ଚବିଶଟି ସିଂହାସନ ଥିଲା। ସହେି ଚବିଶଟି ସିଂହାସନ ରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସମାନେେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ।

ଦିତୀୟ ବିବରଣ 33:9
ସେ ଆପଣା ପିତା ଓ ଆପଣା ମାତା ବିଷଯ ରେ କହିଲେ, ଆମ୍ଭେ ତାହାକକ୍ସ୍ଟ ଦେଖି ନାହକ୍ସ୍ଟଁ, ସେ ଆପଣା ଭାଇମାନଙ୍କୁ ମଧ୍ଯ ଚିହ୍ନିଲେ ନାହିଁ କିଅବା ଆପଣା ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। କିନ୍ତୁ ସମାନେେ ତୁମ୍ଭର ବାକ୍ଯ ମାନି ଅଛନ୍ତି। ତୁମ୍ଭର ନିଯମ ରକ୍ଷା କରିଛନ୍ତି।