English
2 Chronicles 16:2 ଚିତ୍ର
ଆସା ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରୁ ରୂପା ଓ ସୁନାସବୁ ଆଣିଲେ। ଆଉ ସେ ରାଜାଙ୍କର ଗୃହ ମଧିଅରେ ଥିବା ରୂପା ଓ ସୁନାସବୁ ଆଣିଲେ। ଏହାପରେ ଆସା ବିନ୍ହଦଦ୍ ନିକଟକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ବିନ୍ହଦଦ୍ ଅରାମ୍ର ରାଜା ଥିଲେ ଓ ସେ ଦମ୍ମେଶକ ସହର ରେ ବାସ କରୁଥିଲେ। ଆସାଙ୍କ ବାର୍ତ୍ତା ଥିଲା :