2 Corinthians 10:17 in Oriya

Oriya Oriya Bible 2 Corinthians 2 Corinthians 10 2 Corinthians 10:17

2 Corinthians 10:17
ଯେପରି ଶାସ୍ତ୍ର କୁ ହେ : ଯଦି କିଏ ଗର୍ବ କରିବାକୁ ଇଚ୍ଛା କରେ, ସେ କବଳେ ପ୍ରଭୁଙ୍କଠା ରେ ଗର୍ବ କରିବା ଉଚିତ୍।

2 Corinthians 10:162 Corinthians 102 Corinthians 10:18

2 Corinthians 10:17 in Other Translations

King James Version (KJV)
But he that glorieth, let him glory in the Lord.

American Standard Version (ASV)
But he that glorieth, let him glory in the Lord.

Bible in Basic English (BBE)
But whoever has a desire for glory, let his glory be in the Lord.

Darby English Bible (DBY)
But he that boasts, let him boast in the Lord.

World English Bible (WEB)
But "he who boasts, let him boast in the Lord."

Young's Literal Translation (YLT)
and he who is boasting -- in the Lord let him boast;

But
hooh
he
δὲdethay
that
glorieth,
καυχώμενοςkauchōmenoskaf-HOH-may-nose
glory
him
let
ἐνenane
in
κυρίῳkyriōkyoo-REE-oh
the
Lord.
καυχάσθω·kauchasthōkaf-HA-sthoh

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:31
ଶାସ୍ତ୍ର ରେ ଏହିପରି ଲଖାେଅଛି : ଯଦି କାହାର ଗର୍ବ କରିବାକୁ ଥାଏ। ତା' ହେଲେ ସେ କବଳେ ପ୍ରଭୁଙ୍କଠା ରେ ଗର୍ବ କରିବା ଉଚିତ୍।

ଯିରିମିୟ 9:23
ଆଉ ସଦାପ୍ରଭୁ କହନ୍ତି, ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।

ଯିରିମିୟ 4:2
ଯଦି ତୁମ୍ଭେ ସହେିସବୁ କରିବ, ତବେେ ତୁମ୍ଭକୁ ସଦାପ୍ରଭୁଙ୍କ ନାମ ରେ ଶପଥ କରି କହିବାକୁ ପଡ଼ିବ ଯେ 'ସଦାପ୍ରଭୁ ଜୀବିତ।' ଆଉ ତୁମ୍ଭେ ଏସବୁ ସତ୍ଯ, ନ୍ଯାଯ ଓ ଧାର୍ମିକତା ରେ ସେ ସବୁ କହିବାକୁ କ୍ଷମ ହବେ। ତାହାଦ୍ବାରା ନାନାଦେଶୀଯମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହବେେ। ସମାନେେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।

ଯିଶାଇୟ 65:16
ଯେଉଁଲୋକ ପୃଥିବୀ ରେ ଆଶୀର୍ବାଦର ପାତ୍ର ହୁଏ, ସେ ପରମେଶ୍ବରଙ୍କ ଦ୍ବାରା ଆଶୀର୍ବାଦିତ ହବେ ଓ ଯେଉଁ ଲୋକ ପୃଥିବୀ ରେ ଶପଥ କରିବ ସେ ପରମେଶ୍ବରଙ୍କ ନାମ ରେ ଶପଥ କରିବ। କାରଣ ଅତୀତର ସଙ୍କଟସବୁ ବିସ୍ମୃତ ହାଇେଅଛି ଓ ତାହା ସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହାଇେଅଛି।

ଗୀତସଂହିତା 106:5
ହେ ସଦାପ୍ରଭୁ, ତୁମ୍ଭେ ମାେତେ ତୁମ୍ଭର ମନୋନୀତ ଲୋକମାନଙ୍କର ଭଲ କାର୍ୟ୍ଯରେ ନିଯୋଜିତ ହବୋକୁ ଦିଅ। ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ, ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।

ଯାକୁବଙ୍କ ପତ୍ 1:9
ଯଦି ଜଣେ ବିଶ୍ବାସୀ ଗରିବ ହାଇେଥାଏ, ତବେେ ପରମେଶ୍ବର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:3
କିନ୍ତୁ ଆମ୍ଭମାନେେ ପ୍ରକୃତ ରେ ସୁନ୍ନତ ହାଇେଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ବାରା ପରମେଶ୍ବରଙ୍କର ସବୋ କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:13
ଯେଉଁମାନେ ତୁମ୍ଭମାନଙ୍କୁ ସୁନ୍ନତ ପାଇଁ ପ୍ରବର୍ତ୍ତାଉଛନ୍ତି, ସମାନେେ ନିଜେ ବ୍ଯବସ୍ଥା ପାଳନ କରୁ ନାହାଁନ୍ତି। କିନ୍ତୁ ସମାନେେ ତୁମ୍ଭମାନଙ୍କୁ ସୁନ୍ନତ କରିବାକୁ ବଡ଼ ଆଗ୍ରହୀ ଅଟନ୍ତି। ତୁମ୍ଭମାନଙ୍କୁ ଏହିପରି କରିବାକୁ ବାଧ୍ଯ କରି, ସମାନେେ ଗର୍ବ କରି ପାରିବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:29
ପରମେଶ୍ବରଙ୍କର ଏପରି କରିବାର କାରଣ ହେଉଛି ଯେ, କୌଣସି ଲୋକ ଯେପରି ତାହାଙ୍କ ଆଗ ରେ ଗର୍ବ କରିପାରିବ ନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:11
ଆମ୍ଭେ ଯେ କବଳେ ରକ୍ଷା ପାଇବୁ ତା ନୁହେଁ, ବରଂ ଏବେ ଆମ୍ଭେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଠା ରେ ମଧ୍ଯ ଅତ୍ଯଧିକ ଆନନ୍ଦିତ ହତେୁ କବଳେ ଯୀଶୁଙ୍କ ପାଇଁ ଆମ୍ଭେ ଆଜି ପରମେଶ୍ବରଙ୍କ ମିତ୍ର ଅଟୁ।

ଯିଶାଇୟ 45:25
ଇଶ୍ରାୟେଲର ସମୁଦାଯ ବଂଶ ସଦାପ୍ରଭୁଙ୍କଠା ରେ ଧର୍ମପ୍ରାପ୍ତ ହବେେ ଓ ଦର୍ପ କରିବେ।

ଯିଶାଇୟ 41:16
ତୁମ୍ଭେ ସମାନଙ୍କେୁ କୁଲା ରେ ଉଡ଼ାଇଲେ ବାଯୁ ସମାନଙ୍କେୁ ଉଡ଼ାଇ ଦବେ ଓ ଘୂର୍ଣ୍ଣିବାଯୁ ସମାନଙ୍କେୁ ଛିନ୍ନ ଭିନ୍ନ କରି ପକାଇବ। ପୁଣି ତୁମ୍ଭେ ସଦାପ୍ରଭୁଙ୍କଠା ରେ ଉଲ୍ଲାସ କରିବ ଓ ଇଶ୍ରାୟେଲର ଧର୍ମସ୍ବରୂପଙ୍କଠା ରେ ଗର୍ବ କରିବ।'

ଗୀତସଂହିତା 105:3
ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର। ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।