Isaiah 33:11
ତୁମ୍ଭମାନେେ ତୁଷ ସଦୃଶ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ। ତୁମ୍ଭମାନଙ୍କର ଅଗ୍ନିସଦୃଶ ଆତ୍ମା ତୁମ୍ଭମାନଙ୍କୁ ଗ୍ରାସ କରିବ।
Isaiah 33:11 in Other Translations
King James Version (KJV)
Ye shall conceive chaff, ye shall bring forth stubble: your breath, as fire, shall devour you.
American Standard Version (ASV)
Ye shall conceive chaff, ye shall bring forth stubble: your breath is a fire that shall devour you.
Bible in Basic English (BBE)
Your designs will be without profit, and their effect will be nothing: you will be burned up by the fire of my breath.
Darby English Bible (DBY)
Ye shall conceive dry grass, ye shall bring forth stubble: your breath shall devour you [as] fire.
World English Bible (WEB)
You shall conceive chaff, you shall bring forth stubble: your breath is a fire that shall devour you.
Young's Literal Translation (YLT)
Ye conceive chaff, ye bear stubble, Your spirit! -- fire devoureth you.
| Ye shall conceive | תַּהֲר֥וּ | tahărû | ta-huh-ROO |
| chaff, | חֲשַׁ֖שׁ | ḥăšaš | huh-SHAHSH |
| ye shall bring forth | תֵּ֣לְדוּ | tēlĕdû | TAY-leh-doo |
| stubble: | קַ֑שׁ | qaš | kahsh |
| your breath, | רוּחֲכֶ֕ם | rûḥăkem | roo-huh-HEM |
| as fire, | אֵ֖שׁ | ʾēš | aysh |
| shall devour | תֹּאכַלְכֶֽם׃ | tōʾkalkem | toh-hahl-HEM |
Cross Reference
ଯିଶାଇୟ 59:4
କହେି ନ୍ଯାଯ ରେ ଗୁହାରି ଶୁଣେ ନାହିଁ ଓ କହେି ସତ୍ଯ ରେ ପ୍ରତିବାଦ କରେ ନାହିଁ। ସମାନେେ ଅସାରତା ରେ ନିର୍ଭର କରନ୍ତି ଓ ମିଥ୍ଯା କଥା କୁହନ୍ତି। ସମାନେେ ଅନିଷ୍ଟକୁ ଗର୍ଭ ରେ ଧାରର କରନ୍ତି ଓ ଅପରାଧ ପ୍ରସବ କରନ୍ତି।
ଗୀତସଂହିତା 7:14
କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ଯସ୍ତ ଥାଆନ୍ତି। ସମାନେେ ଗୋପନ ଯୋଜନା କରନ୍ତି ଓ ମିଥ୍ଯା ମଧ୍ଯ କହନ୍ତି।
ଯାକୁବଙ୍କ ପତ୍ 1:15
ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ଯୁକୁ ଜନ୍ମ ଦିଏ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5:4
ସେ ସମ୍ପତ୍ତି କ'ଣ ବିକ୍ରୀ ପୂର୍ବରୁ ତୁମ୍ଭର ନଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ଯ କ'ଣ ତୁମ୍ଭ ଅଧିକାର ରେ ନଥିଲା? ତବେେ ତୁମ୍ଭେ ମନ ଭିତ ରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ବାରା ତୁମ୍ଭେ ମନୁଷ୍ଯମାନଙ୍କ ଆଗ ରେ ମିଥ୍ଯା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ବରଙ୍କୁ ମିଥ୍ଯା କହିଲ।
ନାହୂମ 1:5
ସଦାପ୍ରଭୁ ଆସିବେ ଏବଂ ପର୍ବତଗୁଡିକ ଭୟ ରେ ଥରିବେ ଏବଂ ପାହାଡଗୁଡିକ ତରଳି ଯିବେ। ସଦାପ୍ରଭୁଙ୍କ ଆଗମନ ରେ ପୃଥିବୀ ମଧ୍ଯ ଭୟ ରେ ଥରିବ। ବିଶ୍ବର ସମସ୍ତ ବ୍ଯକ୍ତି ଭୟ ରେ ଥରିବେ।
ଯିଶାଇୟ 37:23
ମାତ୍ର ତୁମ୍ଭେ କାହାକୁ ଅପମାନିତ ଓ ନିନ୍ଦା କରିଛ ? କାହା ବିରୁଦ୍ଧ ରେ ତୁମ୍ଭେ ନିଜର ଅଭିଯୋଗ ବାଢ଼ିଛ ? ପୁଣି ଗର୍ବ ରେ ଦୃଷ୍ଟି ଉର୍ଦ୍ଧ୍ବକୁ କରିଅଛ। ଏସବୁ ଇଶ୍ରାୟେଲ ପବିତ୍ର ସ୍ବରୂପ ବିରୁଦ୍ଧ ରେ ନୁହେଁ କି ?
ଯିଶାଇୟ 31:8
ଏହା ସତ୍ଯ ସଦେିନ ଅଶୂର ଖଡ୍ଗ ରେ ପତିତ ହବେ। ମାତ୍ର ତାହା ମନୁଷ୍ଯର ଖଡ୍ଗ ନୁହେଁ। ଅଶୂର ସମ୍ପୂର୍ଣ୍ଣ ବିନଷ୍ଟ ହବେ ମାତ୍ର ତାହା ମନୁଷ୍ଯ ଖଡ୍ଗ ରେ ନୁହେଁ। ପୁଣି ସେ ଖଡ୍ଗ ରେ ସମ୍ମୁଖରୁ ପଳାଯନ କରିବ। ତା'ର ୟୁବକମାନେ କ୍ରୀତଦାସ ହବେେ।
ଯିଶାଇୟ 30:30
ପୁଣି ସଦାପ୍ରଭୁ ତାଙ୍କ କୋରଧର ପ୍ରଚଣ୍ଡତା ଉଚ୍ଚସ୍ବର ରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କୋରଧ ରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ଯ ସମସ୍ତ ଜିନିଷ ଭସ୍ମ କରି ଦବେେ। ପୁଣି ସଦାପ୍ରଭୁଙ୍କର କୋରଧ ଝଡ଼, ତାଫୋନ ଓ ଶିଳାବୃଷ୍ଟି ତୁଲ୍ଯ ହବେ।
ଯିଶାଇୟ 29:5
ତୁମ୍ଭର ଶତ୍ରୁଗଣ ସୂକ୍ଷ୍ମଧୂଳି ସଦୃଶ ଅଗଣିତ ହବେେ। ନିଷ୍ଠୁର ଲୋକମାନଙ୍କର ଗହଳି ତୁଷ ତୁଲ୍ଯ ହବେ ଓ ଏସବୁ ନିମିଷକରେ ଘଟିବ।
ଯିଶାଇୟ 26:18
ଆମ୍ଭମାନେେ ଗର୍ଭ ବଦନୋ ପାଇଅଛୁ, କିନ୍ତୁ ବ୍ଯଥିତା ହାଇେ ବାଯୁ ଜନ୍ମ ଦଇେଛୁ। ଆମ୍ଭମାନେେ ଦେଶର ଉଦ୍ଧାର ସାଧନ କରି ନାହୁଁ କି ନଗରବାସୀ ଭୂମିଷ୍ଠ ହାଇେ ନାହାଁନ୍ତି।
ଯିଶାଇୟ 17:13
ନାନା ଦେଶୀଯ ଲୋକମାନେ ସହେି ତରଙ୍ଗ ସଦୃଶ ହବେେ। ପରମେଶ୍ବର ସମାନଙ୍କେୁ ନିଷ୍ଠୁର ବାଣୀ ଶୁଣାଇବେ। ତେଣୁ ସମାନେେ ପଳାଯନ କରିବେ। ବାଯୁ ରେ ଧୂଳି ଉଡ଼ିଲା ପରି, ଘୂର୍ଣ୍ଣିବାତ୍ଯା ରେ ଧୂଳି ଉଡ଼ିଲା ପରି ସମାନେେ ତାଡ଼ିତ ହବେେ।
ଯିଶାଇୟ 10:7
ମାତ୍ର ମୁଁ ଅଶୂରକୁ ବ୍ଯବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମାେ ପାଇଁ ଏକ ଅସ୍ତ୍ର। ଅଶୂର କବଳେ ଲୋକମାନଙ୍କୁ ଧ୍ବଂସ କରିବାକୁ ଇଚ୍ଛାକରେ। ସେ କବଳେ ଅନକେ ଗୋଷ୍ଠୀକୁ ଧ୍ବଂସ କରିବାକୁ ମନ୍ତ୍ରଣା କରେ।
ଯିଶାଇୟ 8:9
ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହୁଅ, ମାତ୍ର ତୁମ୍ଭମାନେେ ପରାସ୍ତ ହବେ। ହେ ଦୂର ଦେଶୀଯ ଲୋକମାନେ, ତୁମ୍ଭମାନେେ ଧ୍ଯାନପୂର୍ବକ ଶୁଣ। ତୁମ୍ଭମାନେେ ୟୁଦ୍ଧପାଇଁ ପ୍ରସ୍ତୁତ ହେଲବେି ତୁମ୍ଭମାନେେ ପରାଜିତ ହବେ।
ଯିଶାଇୟ 5:24
ସସହିସଲାକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ।ସସମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବଲରସପାଛିସହାଇଯିଲବ,ସଯପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିସରସପାଡ଼ି ଭସ୍ମସହାଇୟାଏ।ସଯପରି ବୃକ୍ଷର ମୂଳ ସଢିୟାଇ ଧୂଳିସହାଇୟାଏଓ ପୁଷ୍ପ ଅଗ୍ନିସର ଭସ୍ମୀଭୂତସହାଇ ତା'ର ପାଉଁଶ ପବନସର ଉଡ଼ିୟାଏସସହିପରିସସମାନଙ୍କର ବଂଶଧର ଧ୍ବଂସ ପାଇଯିଲବ।
ଯିଶାଇୟ 1:31
ଶକ୍ତିଶାଳୀ ମାନବ ଶୁଷ୍କ କାଠି ସଦୃଶ ହବେେ ଏବଂ ସମାନଙ୍କେର କର୍ମ ଅଗ୍ନିକଣା ସଦୃଶ ହବେ। ସହେି ବଳବାନ୍ ଲୋକମାନେ ଓ ସମାନଙ୍କେର କର୍ମ ସବୁ ଅଗ୍ନି ରେ ପୋଡ଼ି ଦବେେ। ସହେି ଅଗ୍ନିକୁ କହେି ନିର୍ବାପିତ କରିପାରିବେ ନାହିଁ।
ଗୀତସଂହିତା 83:5
ହେ ପରମେଶ୍ବର, ସମାନେେ ସମାନଙ୍କେର ଯୋଜନାରେ ଏକତ୍ରୀତ ହାଇେଛନ୍ତି। ସମାନେେ ତୁମ୍ଭ ବିରୁଦ୍ଧରେ ୟୁଦ୍ଧ କରିବା ପାଇଁ ଏକ ଚୁକ୍ତି କରିଛନ୍ତି।
ଗୀତସଂହିତା 2:1
କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?
ଆୟୁବ ପୁସ୍ତକ 15:35
ଦୁଷ୍ଟ ବୁଦ୍ଧି ଲୋକମାନେ ସବୁବେଳେ ଅନ୍ୟର ମନ୍ଦ ବୁଦ୍ଧି ପାଞ୍ଚିଥାନ୍ତି, କିପରି ଅନ୍ୟର କ୍ଷତି କରି ତାକୁ ବିପଦ ରେ ପକାଇବେ। ସମାନେେ ସବୁବେଳେ ଯୋଜନା କରୁଥାନ୍ତି କିପରି ଲୋକମାନଙ୍କୁ ଠକି ହବେ।