Acts 9:36 ଟାବୀଥା ନାମକ ଜଣେ ଶିଷ୍ଯା ଯାଫୋ ନଗର ରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ।
Acts 9:36 in Other Translations
King James Version (KJV) Now there was at Joppa a certain disciple named Tabitha, which by interpretation is called Dorcas: this woman was full of good works and almsdeeds which she did.
American Standard Version (ASV) Now there was at Joppa a certain disciple named Tabitha, which by interpretation is called Dorcas: this woman was full of good works and almsdeeds which she did.
Bible in Basic English (BBE) Now there was at Joppa a certain disciple named Tabitha, that is, Dorcas: this woman was given to good works and acts of mercy at all times.
Darby English Bible (DBY) And in Joppa there was a certain female disciple, by name Tabitha, which being interpreted means Dorcas. She was full of good works and alms-deeds which she did.
World English Bible (WEB) Now there was at Joppa a certain disciple named Tabitha, which when translated, means Dorcas.{"Dorcas" is Greek for "Gazelle."} This woman was full of good works and acts of mercy which she did.
Young's Literal Translation (YLT) And in Joppa there was a certain female disciple, by name Tabitha, (which interpreted, is called Dorcas,) this woman was full of good works and kind acts that she was doing;
at
Ἐν
en
ane
Joppa
Ἰόππῃ
ioppē
ee-OPE-pay
Now
δέ
de
thay
a certain
τις
tis
tees
there was
ἦν
ēn
ane
disciple
μαθήτρια
mathētria
ma-THAY-tree-ah
named
ὀνόματι
onoma
OH-noh-ma
Tabitha,
Ταβιθά
tabitha
ta-vee-THA
which
ἣ
hos
ose
by interpretation
διερμηνευομένη
diermēneuō
thee-are-may-NAVE-oh
is called
λέγεται
legō
LAY-goh
Dorcas:
Δορκάς·
dorkas
thore-KAHS
this woman
αὕτη
houtos
OO-tose
was
ἦν
ēn
ane
full
πλήρης
plērēs
PLAY-rase
of good
ἀγαθῶν
agathos
ah-ga-THOSE
works
ἔργων
ergon
ARE-gone
and
καὶ
kai
kay
almsdeeds
ἐλεημοσυνῶν
eleēmosynē
ay-lay-ay-moh-SYOO-nay
which
ὧν
hos
ose
she did.
ἐποίει
poieō
poo-A-oh
Read Full Chapter :
Acts 9
Cross Reference
ଦିତୀୟ ବଂଶାବଳୀ 2:16
ଆଉ ଆମ୍ଭେ ଲିବାନୋନ୍ରୁ କାଠ କାଟି ଆଣିବୁ। ତୁମ୍ଭେ ଯେତେ ପରିମାଣର କାଠଗଣ୍ଡି ଚାହଁ, ତାହା ଆମ୍ଭେ କାଟି ଆଣିପାରିବୁ। ସମୁଦ୍ର ଦଇେ କାଠଭଳୋ ରେ, କାଠଗଣ୍ଡିଗୁଡ଼ିକ ଆମ୍ଭେ ଜାଫୋକୁ ଆଣିବୁ। ତା'ପରେ ତୁମ୍ଭେ ସେ କାଠଗଣ୍ଡିଗୁଡ଼ିକୁ ୟିରୁଶାଲମକୁ ନଇୟିବେ।
ଏଜ୍ରା 3:7
ସମାନେେ ପାରସ୍ଯର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋନଠାରୁ ୟାଫୋସ୍ଥିତ ସମୁଦ୍ରତୀର ପର୍ୟ୍ଯନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀଯ ଓ ସୋରୀଯ ଲୋକମାନଙ୍କୁ ଖାଦ୍ୟ, ପାନୀଯ ଓ ତୈଳ ଦେଲେ।
ଯୂନସ 1:3
ୟୂନସ ପରମେଶ୍ବରଙ୍କ କଥା ମାନିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟିବାକୁ ଚେଷ୍ଟା କଲା। ସେ ୟୋଫୋକୁ ଗ୍ଭଲିଗଲା। ସେ ଦେଖିଲା ଗୋଟିଏ ନେ ୗକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦଇେ ସହେି ନେ ୗକା ରେ ୟାତ୍ରା କଲା। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂ ରଇେ ଗଲା।
ଯିହୋଶୂୟ 19:46
ମଯେର୍କୋନ୍, ରକ୍କୋନ ଓ ୟାଫୋର ସମକ୍ସ୍ଟଖସ୍ଥ ଅଞ୍ଚଳ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:8
ତାହାହିଁ ଆମ୍ଭର ଭରସା। ଏହି ଶିକ୍ଷା ବିଶ୍ବାସ ଯୋଗ୍ଯ ଅଟେ।
ଯୋହନଲିଖିତ ସୁସମାଚାର 15:5
ମୁଁ ଦ୍ରାକ୍ଷାଲତା ଓ ତୁମ୍ଭମାନେେ ଶାଖା। ଯେଉଁ ଲୋକ ମାେ'ଠା ରେ ରହେ ଓ ମୁଁ ତାଠା ରେ ରହେ, ସହେି ଲୋକ ପ୍ରଚୁର ଫଳ ଫଳେ। କିନ୍ତୁ ମାେ ବିନା ସେ କିଛି କରି ପାରିବ ନାହିଁ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:10
ଆମ୍ଭେ ଯାହା, ତାହା କବଳେ ପରମେଶ୍ବରଙ୍କ ଦ୍ବାରା ହାଇେଅଛୁ। ଆମ୍ଭେ ଯେପରି ଭଲ କାମ କରିପାରୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧିଅରେ ନୂତନ ବ୍ଯକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ଯ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସହେି ଭଲକାମ କରି ଜୀବନଯାପନ କରିବା।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:11
ତୁମ୍ଭେ ପରମେଶ୍ବରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ଯ ରେ ଯୀଶୁଖ୍ରୀଷ୍ଟଙ୍କ ସାହାୟ୍ଯ ରେ ଅନକେ ଉତ୍ତମ କାମ କରିବ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:10
ଯେପରି ତୁମ୍ଭମାନେେ ପ୍ରଭୁଙ୍କୁ ଗୌରବ ଆରିଲା ଭଳି ଓ ପ୍ରେତ୍ୟକକ ଢ଼ଙ୍ଗ ରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟଗୁଡ଼ିକ ବ୍ଯବହାର କରି ଜୀବନ-ଯାପନ କରିବ ; ଯେପରି ତୁମ୍ଭମାନେେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ବର ବିଷୟକ ଜ୍ଞାନ ରେ ବିକାଶ ଲାଭ କରିବ ;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:10
ସମଗ୍ର ମାକିଦନିଆର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭମାନେେ ପ୍ରକୃତ ରେ ଭଲ ପାଅ। ହେ ଭାଇଭଉଣୀମାନେ ଆମ୍ଭେ ଏବେ, ସମାନଙ୍କେୁ ଅଧିକରୁ ଅଧିକ ଭଲ ପାଇବାରୁ ତୁମ୍ଭମାନଙ୍କୁ ଉତ୍ସାହିତ କରୁଛୁ।
ହିତୋପଦେଶ 5:19
ସେ ପ୍ ରମେିକା ହରିଣୀ ଓ ରୂପବତୀ ବାଉଟି ପରି ତା'ର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ। ଆଉ ତା'ର ପ୍ ରମେ ରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:10
ସେ ଜୀବନ ରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘ ରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ବରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟ ରେ ପଡ଼ିଥିବା ଲୋକଙ୍କୁ ସାହାୟ୍ଯ କରିବା ଓ ନିଜ ଜୀବନ ରେ ସମସ୍ତ ପ୍ରକାରର ଭଲ କାମ କରିବା।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:7
ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତଜୀବନ ପାଇବୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:21
ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !
ଯାକୁବଙ୍କ ପତ୍ 1:27
ପରମେଶ୍ବର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା : ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନବୋ ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ବର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:9
ମୁଁ ଏହା ମଧ୍ଯ ଚା ହେଁ ଯେ ସ୍ତ୍ରୀ ଲୋକମାନେ ଏପରି ପୋଷାକ ପିନ୍ଧନ୍ତୁ, ଯାହା ସମାନଙ୍କେ ପାଇଁ ଉପୟୁକ୍ତ। ଉତ୍ତମ ମନୋଭାବ ସହିତ ସମ୍ମାନନୀୟ ଭାବରେ ନିଜକୁ ସଜାନ୍ତୁ। ନିଜକୁ ସୁନ୍ଦର ଦଖାଇବୋ ଲାଗି ବେଶୀ ବାନ୍ଧନ୍ତୁ ନାହିଁ, ସୁନା, ରତ୍ନ ଓ ଦାମିକା ଲୁଗାର ବ୍ଯବହାର କରନ୍ତୁ ନାହିଁ।
ପରମଗୀତ 2:9
ମାହେର ପ୍ରିଯତମ ଏକ ହରିଣ ଓ ଏକ ତରୁଣ ମୃଗତୁଲ୍ଯ। ଦେଖ, ସେ ଝରକା ଦଇେ ଅନାଇ ଅଛନ୍ତି, ପ୍ରାଚୀର ପେଛ ଠିଆ ହାଇେଛନ୍ତି। ସେ ଜାଲି ପରତା ବାଟେ ଆପଣାକୁ ଦଖାେଉ ଅଛନ୍ତି।
ପରମଗୀତ 3:5
ହେ ୟିରୁଶାଲମ ଚତୁପାଶର୍ବର କ୍ଷେତ୍ରସବୁ, କ୍ଷେତ୍ରର ହରିଣ ଓ କୃଷ୍ଣସାର ମୃଗଗଣର ନାମ ରେ ପ୍ରତିଜ୍ଞା କର। ଉଚିତ୍ ସମୟ ନ ହବୋ ୟାଏଁ ତୁମ୍ଭମାନେେ ପ୍ ରମେକୁ ଜାଗ୍ରତ କର ନାହିଁ।
ପରମଗୀତ 8:14
ହେ ମାରେ ପ୍ରିଯତମ, ଚଞ୍ଚଳ ହୁଅ। ସୁଗନ୍ଧିମଯ ପର୍ବତ ଶ୍ ରଣେୀ ଉପ ରେ ତୁମ୍ଭେ ମୃଗ ବା ହରିଣ ଶାବକ ତୁଲ୍ଯ ହୁଅ।
ଯୋହନଲିଖିତ ସୁସମାଚାର 15:8
ତୁମ୍ଭମାନେେ ପ୍ରଚୁର ଫଳ ଉତ୍ପାଦନା କର ଓ ମାରେ ଶିଷ୍ଯ ବୋଲି ଦର୍ଶାଇ ଦିଅ। ଏହା ଦ୍ବାରା ମାରେ ପରମପିତା ଗୌରବ ପାଇବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:4
କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଚାହିଁଲେ ଏବଂ ଭୟ ରେ କହିଲେ, ମହାଶୟ, ଆପଣ କ'ଣ ଚ଼ାହାଁନ୍ତି?
ରେରିତମାନଙ୍କ କାର୍ଯ୍ୟର ବିବରଣ 10:31
ସେ କହିଲେ, 'କର୍ଣ୍ଣୀଲିୟ, ପରମେଶ୍ବର ତୁମ୍ଭର ପ୍ରାର୍ଥନା ଶୁଣିଛନ୍ତି ଓ ତୁମ୍ଭେ ଗରିବମାନଙ୍କୁ ଦଇେଥିବା ଦାନ ମନେ ରଖିଛନ୍ତି।