Ezekiel 28:3
ଏବଂ ତୁମ୍ଭେ ଭାବୁଛ ଯେ, ତୁମ୍ଭେ ଦାନିୟେଲଠାରୁ ଅଧିକ ଜ୍ଞାନୀ, ସମସ୍ତ ନିଗୂଢ଼ କଥା ଲୋକମାନଙ୍କଠାରୁ ତୁମ୍ଭେ ଜାଣିପାରିବ।
Ezekiel 28:3 in Other Translations
King James Version (KJV)
Behold, thou art wiser than Daniel; there is no secret that they can hide from thee:
American Standard Version (ASV)
behold, thou art wiser than Daniel; there is no secret that is hidden from thee;
Bible in Basic English (BBE)
See, you are wiser than Daniel; there is no secret which is deeper than your knowledge:
Darby English Bible (DBY)
behold, thou art wiser than Daniel! nothing secret is obscure for thee;
World English Bible (WEB)
behold, you are wiser than Daniel; there is no secret that is hidden from you;
Young's Literal Translation (YLT)
Lo, thou `art' wiser than Daniel, No hidden thing have they concealed from thee.
| Behold, | הִנֵּ֥ה | hinnē | hee-NAY |
| thou | חָכָ֛ם | ḥākām | ha-HAHM |
| art wiser | אַתָּ֖ה | ʾattâ | ah-TA |
| than Daniel; | מִדָּֽנִאֵ֑ל | middāniʾēl | mee-da-nee-ALE |
| no is there | כָּל | kāl | kahl |
| secret | סָת֖וּם | sātûm | sa-TOOM |
| that they can hide | לֹ֥א | lōʾ | loh |
| from thee: | עֲמָמֽוּךָ׃ | ʿămāmûkā | uh-ma-MOO-ha |
Cross Reference
ଦାନିଏଲ 5:11
ତୁମ୍ଭ ରାଜ୍ଯ ରେ ଜଣେ ଲୋକ ଅଛନ୍ତି, ଯାହାଙ୍କ ଅନ୍ତର ରେ ପବିତ୍ର ଦବଗେଣ ଆତ୍ମା ବିରାଜିତ। ପୁଣି ତୁମ୍ଭ ପିତାଙ୍କ ସମୟରେ ଦବଗେଣର ଜ୍ଞାନତୁଲ୍ଯ ବୁଦ୍ଧି ଓ ଜ୍ଞାନଦୀପ୍ତି ତାଙ୍କଠା ରେ ପ୍ରକାଶିତ ହାଇେଥିଲା। ଆଉ ତୁମ୍ଭର ପିତା ରାଜା ନବୂଖଦ୍ନିତ୍ସର ତାଙ୍କୁ ମନ୍ତ୍ରଜ୍ଞ, ଗଣକ କଲଦୀଯ ଓ ଶୁଭାଶୁଭବାଦୀମାନଙ୍କ ଉପ ରେ ପ୍ରଧାନ କରି ନିୟୁକ୍ତ କରିଥିଲେ।
ଦାନିଏଲ 1:20
ଆଉ ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀଯ ଯେ କୌଣସି ବିଷଯ ରେ ରାଜା ସହେି ଗ୍ଭରି ୟୁବକଙ୍କୁ ପଗ୍ଭରୁଥିଲେ, ସମାନେେ ବିଜ୍ଞ ଉତ୍ତର ଦେଉଥିଲେ। ରାଜା ସମଗ୍ର ରାଜ୍ଯ ରେ ସମସ୍ତ ମନ୍ତ୍ରଜ୍ଞ ଓ ଗଣକମାନଙ୍କ ଅପେକ୍ଷା ସମାନେେ ଦଶଗୁଣ ଅଧିକ ଜ୍ଞାନୀ ବୋଲି ଜାଣିଲେ।
ଦାନିଏଲ 2:22
ସେ ଗଭୀର ଓ ଗୁପ୍ତ ବିଷଯ ସବୁ ପ୍ରକାଶ କରିପାରନ୍ତି। ଯେ ହତେୁ ଜ୍ଯୋତି ତାଙ୍କ ନିକଟରେ ବାସ କରେ। ଅନ୍ଧକାର ରେ ଯାହା ଅଛି ସେ ଜାଣନ୍ତି।
ଯିଖରିୟ 9:2
ଏହା ମଧ୍ଯ ସତ୍ଯ ଯେ, ହମାତ୍, ସୋର ଓ ସୀଦୋନ ସୀମା ରେ ଅବସ୍ଥିତ ଅଟେ। କାରଣ ସମାନେେ ଅତି ବୁଦ୍ଧିମାନ। ସୋର ନିଜ ପାଇଁ ଦୂର୍ଗ ନିର୍ମାଣ କଲା।
ଦାନିଏଲ 2:47
ତତ୍ପ ରେ ଦାନିୟେଲଙ୍କୁ ରାଜା କହିଲେ, ମୁଁ ଜାଣେ ତୁମ୍ଭର ପରମେଶ୍ବର ସମସ୍ତ ଈଶ୍ବରଗଣର ପରମେଶ୍ବର ଓ ରାଜଗଣର ସଦାପ୍ରଭୁ ଓ ଯେ ଗୁପ୍ତ ବିଷଯଗୁଡିକର ପ୍ରକାଶକୁ ଆଣନ୍ତି। କାରଣ ତୁମ୍ଭେ ମାେତେ ଏହି ନିଗୂଢ କଥା ପ୍ରକାଶ କରିବାକୁ ସମର୍ଥ ଅଟ।
ଦାନିଏଲ 2:27
ଦାନିୟେଲ ରାଜାଙ୍କୁ ଉତ୍ତର ଦଇେ କହିଲା, ମହାରାଜ, ଆପଣ ଯେଉଁ ନିଗୃଢ କଥା ପଗ୍ଭରି ଅଛନ୍ତି, ତାହା ବିଦ୍ବାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରଜ୍ଞ ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁ ରେ ପ୍ରକାଶ କରି ପାରନ୍ତି ନାହିଁ।
ଗୀତସଂହିତା 25:14
ସଦାପ୍ରଭୁ ସର୍ବଦା ଗୁପ୍ତ ବିଷଯ ସବୁ ତାଙ୍କର ଅନୁୟୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ଯବସ୍ଥା ସବୁ ସମାନଙ୍କେୁ ନିଯମ ପ୍ରଦାନ କରନ୍ତି।
ଆୟୁବ ପୁସ୍ତକ 15:8
ତୁମ୍ଭେ ପରମେଶ୍ବରଙ୍କ ଗୋପନ ଯୋଜନା ବିଷଯ ରେ କିଛି ଜାଣ କି ? ତୁମ୍ଭେ କ'ଣ ନିଜକୁ ଏକମାତ୍ର ଜ୍ଞାନୀ ବୋଲି ଭାବୁଛ ?
ପ୍ରଥମ ରାଜାବଳୀ 10:3
ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନ ଉତ୍ତର କଲେ। ତାଙ୍କୁ ଉତ୍ତର କରିବାକୁ ଶଲୋମନଙ୍କ ନିମନ୍ତେ କୌଣସି ପ୍ରଶ୍ନ କଠିନ ନଥିଲା।
ପ୍ରଥମ ରାଜାବଳୀ 4:29
ପରମେଶ୍ବର ଶ ଲୋମନଙ୍କୁ ଅତିଶଯ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା।