Genesis 1:9 in Oriya

Oriya Oriya Bible Genesis Genesis 1 Genesis 1:9

Genesis 1:9
ଏହାପରେ ପରମେଶ୍ବର କହିଲେ, ଆକାଶମଣ୍ଡଳ ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନ ରେ ସଂଗୃହିତ ହେଉ। ୟଦ୍ବାରା ଭୂମି ଶୁଖିଲା ଦଖାୟିବେ। ଏବଂ ଏହିପରି ହେଲା।

Genesis 1:8Genesis 1Genesis 1:10

Genesis 1:9 in Other Translations

King James Version (KJV)
And God said, Let the waters under the heaven be gathered together unto one place, and let the dry land appear: and it was so.

American Standard Version (ASV)
And God said, Let the waters under the heavens be gathered together unto one place, and let the dry land appear: and it was so.

Bible in Basic English (BBE)
And God said, Let the waters under the heaven come together in one place, and let the dry land be seen: and it was so.

Darby English Bible (DBY)
And God said, Let the waters under the heavens be gathered together to one place, and let the dry [land] appear. And it was so.

Webster's Bible (WBT)
And God said, Let the waters under the heaven be gathered into one place, and let the dry land appear: and it was so.

World English Bible (WEB)
God said, "Let the waters under the sky be gathered together to one place, and let the dry land appear," and it was so.

Young's Literal Translation (YLT)
And God saith, `Let the waters under the heavens be collected unto one place, and let the dry land be seen:' and it is so.

And
God
וַיֹּ֣אמֶרwayyōʾmerva-YOH-mer
said,
אֱלֹהִ֗יםʾĕlōhîmay-loh-HEEM
Let
the
waters
יִקָּו֨וּyiqqāwûyee-ka-VOO
under
הַמַּ֜יִםhammayimha-MA-yeem
the
heaven
מִתַּ֤חַתmittaḥatmee-TA-haht
be
gathered
together
הַשָּׁמַ֙יִם֙haššāmayimha-sha-MA-YEEM
unto
אֶלʾelel
one
מָק֣וֹםmāqômma-KOME
place,
אֶחָ֔דʾeḥādeh-HAHD
and
let
the
dry
וְתֵרָאֶ֖הwĕtērāʾeveh-tay-ra-EH
appear:
land
הַיַּבָּשָׁ֑הhayyabbāšâha-ya-ba-SHA
and
it
was
וַֽיְהִיwayhîVA-hee
so.
כֵֽן׃kēnhane

Cross Reference

ପିତରଙ୍କ ଦିତୀୟ ପତ୍ର 3:5
ସୁଦୂର ଅତୀତ ରେ କ'ଣ ଘଟିଥିଲା, ସମାନେେ ତାହା ମନେ ପକାଇବା ପାଇଁ ଇଚ୍ଛା କରନ୍ତି ନାହିଁ। ଆକାଶମଣ୍ଡଳ ଥିଲା, ପରମେଶ୍ବର ପାଣିରୁ ଓ ପାଣି ଦ୍ବାରା ଜଗତକୁ ସୃଷ୍ଟି କଲେ। ପରମେଶ୍ବରଙ୍କ ବାକ୍ଯ ଦ୍ବାରା ଏହା ସାଧିତ ହେଲା।

ଯିରିମିୟ 5:22
ନିଶ୍ଚିତଭାବରେ ତୁମ୍ଭମାନେେ ଆମ୍ଭକୁ ଭୟ କରିବାର କାରଣ ଅଛି, ସଦାପ୍ରଭୁ କହନ୍ତି। ହଁ, ତୁମ୍ଭମାନେେ ଆମ୍ଭ ସମ୍ମୁଖ ରେ ଭୟ ରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ର ରେ ଢ଼େଉ ଉେଠ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘାରେ ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।

ଗୀତସଂହିତା 95:5
ସକଳ ସମୁଦ୍ର ତାଙ୍କର, ସେ ସଗେୁଡ଼ିକ ସୃଷ୍ଟି କରିଛନ୍ତି। ଏବଂ ସ୍ଥଳଭାଗଗୁଡ଼ିକ ମଧ୍ଯ ପରମେଶ୍ବର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।

ଗୀତସଂହିତା 33:7
ପରମେଶ୍ବର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରୀତ କଲେ। ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:6
ଯେ ନିତ୍ଯଜୀବିତ, ଯେ ଆକାଶ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମ ରେ ସହେି ସ୍ବର୍ଗଦୂତ ଶପଥକରି କହିଲେ, ଆଉ ଅଧିକ ବିଳମ୍ବ ହବେ ନାହିଁ।

ଯୂନସ 1:9
ୟୂନସ ସହେି ନାବିକମାନଙ୍କୁ କହିଲେ, ମୁଁ ଜଣେ ହିବ୍ରୁ ଏବଂ ସଦାପ୍ରଭୁଙ୍କୁ ଉପାସନା କରେ ୟିଏକି ସ୍ବର୍ଗର ପରମେଶ୍ବର। ସହେି ହେଉଛନ୍ତି ପରମେଶ୍ବର ୟିଏକି ସମୁଦ୍ର ଓ ଦେଶର ସୃଷ୍ଟିକର୍ତ୍ତା।

ଉପଦେଶକ 1:7
ନଦୀ ସବୁ ସମୁଦ୍ରକୁ ବହିୟାନ୍ତି। ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ। ନଦୀସବୁ ନିଜ ନିଜ ଗମନ ସ୍ଥାନକୁ ପୁନର୍ବାର ଗମନ କରେ।

ହିତୋପଦେଶ 8:28
ସେ ମେଘକୁ ଆକାଶ ରେ ଝୁଲାଇଲେ, ଯେତବେେଳେ ସେ ସମୁଦ୍ରର ଉତ୍ସକୁ ପୂର୍ଣ୍ଣ କଲେ।

ଗୀତସଂହିତା 136:5
ପରମେଶ୍ବରଙ୍କର ପ୍ରଶଂସା କର ୟିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

ଗୀତସଂହିତା 24:1
ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।

ଆୟୁବ ପୁସ୍ତକ 38:8
ଆୟୁବ, କିଏ ସମୁଦ୍ରକୁ ବନ୍ଦ କରିବା ପାଇଁ ଫାଟକ ବନ୍ଦ କଲା, ଯେତବେେଳେ ଏହା ଗଭୀର ଭାବରେ ପୃଥିବୀ ରେ ପ୍ରବାହିତ ହେଲା ?

ଆୟୁବ ପୁସ୍ତକ 26:10
ପରମେଶ୍ବର ସମୁଦ୍ର ରେ ଆକାଶ ଓ ପୃଥିବୀ ମଧିଅରେ ଦିଗବଳଯ ସୃଷ୍ଟି କରନ୍ତି। ଯେଉଁଠା ରେ ଆଲୋକ ଓ ଅନ୍ଧକାର ପରସ୍ପର ସହିତ ମିଳିତ ହୁଅନ୍ତି।

ଗୀତସଂହିତା 104:5
ହେ ପରମେଶ୍ବର, ତୁମ୍ଭେ ପୃଥିବୀର ଭିତ୍ତିପ୍ରସ୍ତର ଏପରି ସ୍ଥାପନ କରିଛ ୟେ ତାହା ମୂଳରୁ କବେେ ଧକ୍କା ହବେ ନାହିଁ।

ଗୀତସଂହିତା 104:3
ପରମେଶ୍ବର ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ। ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଛ। ତୁମ୍ଭେ ବାଯୁ ରୂପକ ପକ୍ଷ ଦ୍ବାରା ଆକାଶରେ ଗମନାଗମନ କରୁଛ।

ଆୟୁବ ପୁସ୍ତକ 26:7
ପରମେଶ୍ବର ଉତ୍ତର ଆକାଶ ବିସ୍ତାର କରନ୍ତି, ଶୂନ୍ଯ ସ୍ଥାନ ରେ ପରମେଶ୍ବର ପୃଥିବୀକୁ ଶୂନ୍ଯ ରେ ଟଙ୍ଗାଇ ରଖନ୍ତି।