Genesis 13:4
ସହେି ସ୍ଥାନ ରେ ପୂର୍ବରୁ ଅବ୍ରାମ ଏକ ୟଜ୍ଞବଦେୀ ନିର୍ମାଣ କରିଥିଲେ। ତେଣୁ ସଠାେରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା କଲେ।
Genesis 13:4 in Other Translations
King James Version (KJV)
Unto the place of the altar, which he had make there at the first: and there Abram called on the name of the LORD.
American Standard Version (ASV)
unto the place of the altar, which he had made there at the first: and there Abram called on the name of Jehovah.
Bible in Basic English (BBE)
To the place where he had made his first altar, and there Abram gave worship to the name of the Lord.
Darby English Bible (DBY)
to the place of the altar that he had made there at the first. And there Abram called on the name of Jehovah.
Webster's Bible (WBT)
To the place of the altar, which he had made there at the first: and there Abram called on the name of the LORD.
World English Bible (WEB)
to the place of the altar, which he had made there at the first. There Abram called on the name of Yahweh.
Young's Literal Translation (YLT)
unto the place of the altar which he made there at the first, and there doth Abram preach in the name of Jehovah.
| Unto | אֶל | ʾel | el |
| the place | מְקוֹם֙ | mĕqôm | meh-KOME |
| of the altar, | הַמִּזְבֵּ֔חַ | hammizbēaḥ | ha-meez-BAY-ak |
| which | אֲשֶׁר | ʾăšer | uh-SHER |
| he had made | עָ֥שָׂה | ʿāśâ | AH-sa |
| there | שָׁ֖ם | šām | shahm |
| first: the at | בָּרִֽאשֹׁנָ֑ה | bāriʾšōnâ | ba-ree-shoh-NA |
| and there | וַיִּקְרָ֥א | wayyiqrāʾ | va-yeek-RA |
| Abram | שָׁ֛ם | šām | shahm |
| called | אַבְרָ֖ם | ʾabrām | av-RAHM |
| name the on | בְּשֵׁ֥ם | bĕšēm | beh-SHAME |
| of the Lord. | יְהוָֽה׃ | yĕhwâ | yeh-VA |
Cross Reference
ଆଦି ପୁସ୍ତକ 12:7
ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:18
ଆତ୍ମାଙ୍କ ସାହାୟ୍ଯ ରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ବରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।
ଯିରିମିୟ 29:12
ତେଣୁ ତୁମ୍ଭମାନେେ ଆମ୍ଭକୁ ଆହ୍ବାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ଯାନ ଦବୋ।
ଗୀତସଂହିତା 107:15
ସମାନେେ ସଦାପ୍ରଭୁଙ୍କର କରୁଣା ପ୍ରମେ ପାଇଁ ତାଙ୍କୁ ଧନ୍ଯବାଦ କରନ୍ତୁ। ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି ବୋଲି।
ଗୀତସଂହିତା 116:2
ମୁଁ ତାଙ୍କୁ ଭଲ ପାଏ ଯେତବେେଳେ ସେ ମାେ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ଯୁବରଣ କଲା ପୂର୍ବରୁ ଉତ୍ତର ଦେଲେ।
ଗୀତସଂହିତା 145:18
ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି, ଯେଉଁମାନେ ତାଙ୍କୁ ସାହାୟ୍ଯ ପାଇଁ ଡ଼ାକନ୍ତି।
ଯିଶାଇୟ 58:9
ସେତବେେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡ଼ାକିବ ଓ ସେ ଉତ୍ତର ଦବେେ। ତୁମ୍ଭେ ଆର୍ତ୍ତସ୍ବର ରେ କହିବ, ଆଉ ସେ ଉତ୍ତର ଦବେେ, ଆମ୍ଭେ ଏଠା ରେ ଉପସ୍ଥିତ ଅଛୁ।'
ସିଫନିୟ 3:9
ତା'ପ ରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସମାନେେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସମାନେେ ସମସ୍ତେ ଏକତ୍ରୀତ ହାଇେ ଆମ୍ଭକୁ ଉପାସନା କରିବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:2
କରିନ୍ଥଠା ରେ ଥିବା ପରମେଶ୍ବରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟଯୀଶୁଙ୍କଠା ରେ ପବିତ୍ର କରାଯାଇଛନ୍ତି ସମାନଙ୍କେ ନିକଟକୁ ଏହି ପତ୍ର ଲଖାେ ଯାଉଅଛି। ତୁମ୍ଭମାନେେ ଈଶ୍ବରଙ୍କ ପବିତ୍ର ଲୋକ ହବୋ ନିମନ୍ତେ ଆହୂତ ହାଇେଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ସର୍ବତ୍ର ଯେଉଁମାନେ ବିଶ୍ବାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ବାସୀଙ୍କ ସହିତ ତୁମ୍ଭମାନେେ ଆହୂତ ହାଇେଅଛ।
ଗୀତସଂହିତା 107:1
ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। କାରଣ ସେ ମହାନ୍। ତାଙ୍କର ଦୟା ଅନନ୍ତକାଳସ୍ଥାଯୀ।
ଗୀତସଂହିତା 84:10
ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ବରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହବୋ ଭଲ।
ଗୀତସଂହିତା 65:1
ହେ ସିୟୋନର ପରମେଶ୍ବର, ତୁମ୍ଭେ ପ୍ରଶଂସିତ ହବୋର ହକ୍ଦାର। ଆମ୍ଭମାନେେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ।
ଗୀତସଂହିତା 42:1
ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
ଆଦି ପୁସ୍ତକ 35:1
ପରମେଶ୍ବର ଯାକୁବକୁ କହିଲେ, ବୈଥଲକେୁ ୟାଅ, ସଠାେରେ ବାସକର ଏବଂ ସଠାେରେ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳି ଉତ୍ସର୍ଗ କରିବା ପାଇଁ ଏକ ୟଜ୍ଞବଦେୀ ସ୍ଥାପନ କର। ୟିଏ ତୁମ୍ଭ ଭାଇ ଏଷୌଠାରୁ ତୁମ୍ଭର ପଳାଯନ ବେଳେ ଆର୍ବିଭାବ ହାଇେଥିଲେ।
ଆଦି ପୁସ୍ତକ 13:18
ତେଣୁ ଅବ୍ରାମ ତାଙ୍କର ତମ୍ବୁକୁ ସ୍ଥାନାନ୍ତର କଲେ। ସେ ହିବ୍ରୋଣ ନିକଟସ୍ଥ ମମ୍ରି ରେ ଆଲୋନ୍ ବୃକ୍ଷମୂଳକୁ ୟାଇ ସଠାେରେ ବାସ କଲେ। ସହେି ସ୍ଥାନ ରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା ପାଇଁ, ଗୋଟିଏ ୟଜ୍ଞବଦେୀ ସ୍ଥାପନ କଲେ।
ଗୀତସଂହିତା 26:8
ହେ ସଦାପ୍ରଭୁ, ମୁଁ ତୁମ୍ଭର ଉପାସନା ମନ୍ଦିରକୁ ଭଲପାଏ ଓ ତୁମ୍ଭର ଗୌରବର ତମ୍ବୁକୁ ଭଲପାଏ।
ଗୀତସଂହିତା 84:1
ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ ବାସ୍ତବରେ ସୁନ୍ଦର ଅଟେ।
ଗୀତସଂହିତା 107:8
ସମାନେେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ଯବାଦ କରିବା ଉଚିତ୍ କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।
ଗୀତସଂହିତା 116:17
ମୁଁ ତୁମ୍ଭକୁ ଏକ ଧନ୍ଯବାଦାର୍ଥକ ବଳି ଦବେି। ମୁଁ ସଦାପ୍ରଭୁଙ୍କର ନାମକୁ ଡ଼ାକିବି।
ଆଦି ପୁସ୍ତକ 4:26
ଶେଥର ଏକ ପୁତ୍ର ଥିଲା, ସେ ତା'ର ନାମ ଦଇେଥିଲେ ଈନୋଶ। ଏହି ସମୟରେ ମନୁଷ୍ଯମାନେ ସଦାପ୍ରଭୁଙ୍କର ପ୍ରାର୍ଥନା କରିବାକୁ ଆରମ୍ଭ କଲେ।