Habakkuk 2:12 in Oriya

Oriya Oriya Bible Habakkuk Habakkuk 2 Habakkuk 2:12

Habakkuk 2:12
ଧିକ୍ ତୁମ୍ଭମାନଙ୍କୁ, ଯେଉଁମାନେ ଲୋକମାନଙ୍କୁ ମାରି ନଗର ନିର୍ମାଣ କରିଛ ଏବଂ ଦୁଷ୍ଟତା ରେ ସହର ପ୍ରତିଷ୍ଠା କରିଛ।

Habakkuk 2:11Habakkuk 2Habakkuk 2:13

Habakkuk 2:12 in Other Translations

King James Version (KJV)
Woe to him that buildeth a town with blood, and stablisheth a city by iniquity!

American Standard Version (ASV)
Woe to him that buildeth a town with blood, and establisheth a city by iniquity!

Bible in Basic English (BBE)
A curse on him who is building a place with blood, and basing a town on evil-doing!

Darby English Bible (DBY)
Woe to him that buildeth a town with blood, and establisheth a city by unrighteousness!

World English Bible (WEB)
Woe to him who builds a town with blood, and establishes a city by iniquity!

Young's Literal Translation (YLT)
Wo `to' him who is building a city by blood, And establishing a city by iniquity.

Woe
ה֛וֹיhôyhoy
to
him
that
buildeth
בֹּנֶ֥הbōneboh-NEH
a
town
עִ֖ירʿîreer
blood,
with
בְּדָמִ֑יםbĕdāmîmbeh-da-MEEM
and
stablisheth
וְכוֹנֵ֥ןwĕkônēnveh-hoh-NANE
a
city
קִרְיָ֖הqiryâkeer-YA
by
iniquity!
בְּעַוְלָֽה׃bĕʿawlâbeh-av-LA

Cross Reference

ମୀଖା 3:10
ଲୋକମାନଙ୍କ ରକ୍ତ ରେ ସିଯୋନକୁ ତୁମ୍ଭେ ଗଢିଛ ଓ ଅଧର୍ମ ଦ୍ବାରା ୟିରୁଶାଲମକୁ ନିର୍ମାଣ କରିଛ।

ନାହୂମ 3:1
ଘାତକମାନଙ୍କର ନଗରୀକୁ ଧିକ୍। ନୀନିବୀ ଏକ ମିଥ୍ଯା ନଗରୀ, ଚୋରି ଓ ମୃତ୍ଯୁ ୟନ୍ତ୍ରଣା ରେ ପରିପୂର୍ଣ୍ଣ ଅଟେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:6
ମୁଁ ସହେି ସ୍ତ୍ରୀ ଲୋକକୁ ପରମେଶ୍ବରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟ ରେ ସମାନଙ୍କେର ସାକ୍ଷ୍ଯ ଦଇେଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି।

ଯୋହନଲିଖିତ ସୁସମାଚାର 11:47
ତା'ପରେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସମାନେେ କହିଲେ, ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛି।

ଦାନିଏଲ 4:27
ତେଣୁ ହେ ମହାରାଜ, ଆପଣ ମାରେ ଉପଦେଶ ଗ୍ରହଣ କରନ୍ତୁ। ଆପଣ ଧାର୍ମିକତା ବଳ ରେ ପାପରାଶି ଦୂର କରନ୍ତୁ ଓ ଦରିଦ୍ରମାନଙ୍କୁ ଦୟା ଦଖାଇେ ଆପଣା ଅଧର୍ମ ସକଳ ଦୂର କରନ୍ତୁ। ତାହା ହେଲେ ଆପଣଙ୍କର ଆପଣଙ୍କର ସଫଳତା ଓ ଶାନ୍ତିର କାଳ ବୃଦ୍ଧି ପାଇବ।

ଯିହିଜିକଲ 24:9
ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ' ସହେି ରକ୍ତପୂର୍ଣ୍ଣ ନଗରୀ ସହିତ ଏହା ଖରାପ ହବୋକୁ ଯାଉଛି। ମୁଁ ନିଆଁ ପାଇଁ ପ୍ରଚୁର କାଠ ସଜାଇବି।

ଯିରିମିୟ 22:13
ଯିହାୟୋକୀମ ଜଣେ ଅଧର୍ମୀ ରାଜା ଥିଲେ ୟିଏ କି ଅଧର୍ମ ରେ ଆପଣା ଗୃହ ଓ ଅନ୍ଯାଯ ରେ ଆପଣା କୋଠରୀମାନ ନିର୍ମାଣ କରେ, ୟିଏ ବିନା ମୂଲ୍ଯ ରେ ଆପଣା ପ୍ରତିବେଶୀକି ସବୋ କରାଏ ଓ ତାଙ୍କୁ କିଛି ବତନେ ଦିଏ ନାହିଁ।

ପ୍ରଥମ ରାଜାବଳୀ 16:34
ତାଙ୍କ ସମୟରେ ବୈଥଲେୀର ହୀଯଲେ ଯିରୀହାେ ନଗର ପୁନର୍ବାର ନିର୍ମାଣ କଲେ। ସଦାପ୍ରଭୁ ନୂନର ପୁତ୍ର ଯିହାଶୂେୟଙ୍କ ଦ୍ବାରା ଯାହା କହିଥିଲେ ତାହା ହିଁ ଘଟିଲା। ଯେତବେେଳେ ସେ ନଗର ରେ ଭିତ୍ତିମୂଳ ସ୍ଥାପନ କଲେ ତାଙ୍କର ପ୍ରଥମପୁତ୍ର ଅବୀରାମ ମଲା ଓ ଯେତବେେଳେ ନଗରର ଫାଟକ ସ୍ଥାପିତ ହେଲା। ତାଙ୍କର ସାନ ପୁତ୍ର ସଗୂବର ମୃତ୍ଯୁ ହେଲା।

ଯିହୋଶୂୟ 6:26
ସହେି ସମୟରେ ୟିହୋଶୂଯ ଏହି ପ୍ରତିଜ୍ଞା କରିଥିଲେ, ଯେ କହେି ଯିରୀହାେ ନଗର ପକ୍ସ୍ଟନଃ ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ଦ୍ବାରା ଶାପଗ୍ରସ୍ତ ହବେ, ସେ ଆପଣା ଜେଷ୍ଠ ପକ୍ସ୍ଟତ୍ରର ମୃତକ୍ସ୍ଟ୍ଯ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପକ୍ସ୍ଟତ୍ରର ମୃତକ୍ସ୍ଟ୍ଯ ସହିତ ତହିଁର ଦ୍ବାରମାନ ସ୍ଥାପନ କରିବ।

ଆଦି ପୁସ୍ତକ 4:11
ଭୂମିରେ ତୁମ୍ଭ ଭାଇର ରକ୍ତ ଢ଼ାଳିଲ। ସେଥିପାଇଁ ତୁମ୍ଭେ ଅଭିଶପ୍ତ ହେଲ ଏବଂ ତୁମ୍ଭକୁ ଭୂମିରୁ ବାହାର କରାୟିବ।