Haggai 2:21 in Oriya

Oriya Oriya Bible Haggai Haggai 2 Haggai 2:21

Haggai 2:21
ଯିହୁଦାର ଶାସକ ୟିରୁଦ୍ଦାବିଲଙ୍କ ନିକଟକୁ ୟାଅ। ଆମ୍ଭେ ପୃଥିବୀ ଓ ସ୍ବର୍ଗକୁ ଥରାଇ ଦବୋ।

Haggai 2:20Haggai 2Haggai 2:22

Haggai 2:21 in Other Translations

King James Version (KJV)
Speak to Zerubbabel, governor of Judah, saying, I will shake the heavens and the earth;

American Standard Version (ASV)
Speak to Zerubbabel, governor of Judah, saying, I will shake the heavens and the earth;

Bible in Basic English (BBE)
Say to Zerubbabel, ruler of Judah, I will make a shaking of the heavens and the earth,

Darby English Bible (DBY)
Speak to Zerubbabel, governor of Judah, saying, I will shake the heavens and the earth;

World English Bible (WEB)
"Speak to Zerubbabel, governor of Judah, saying, 'I will shake the heavens and the earth.

Young's Literal Translation (YLT)
`Speak unto Zerubbabel governor of Judah, saying: I am shaking the heavens and the earth,

Speak
אֱמֹ֕רʾĕmōray-MORE
to
אֶלʾelel
Zerubbabel,
זְרֻבָּבֶ֥לzĕrubbābelzeh-roo-ba-VEL
governor
פַּֽחַתpaḥatPA-haht
of
Judah,
יְהוּדָ֖הyĕhûdâyeh-hoo-DA
saying,
לֵאמֹ֑רlēʾmōrlay-MORE
I
אֲנִ֣יʾănîuh-NEE
shake
will
מַרְעִ֔ישׁmarʿîšmahr-EESH

אֶתʾetet
the
heavens
הַשָּׁמַ֖יִםhaššāmayimha-sha-MA-yeem
and
the
earth;
וְאֶתwĕʾetveh-ET
הָאָֽרֶץ׃hāʾāreṣha-AH-rets

Cross Reference

ହଗୟ 1:1
ପାରସ୍ଯ ରାଜା ଦାରିଯାବସଙ୍କର ରାଜତ୍ବର ଦ୍ବିତୀୟ ବର୍ଷର ଛଅମାସର ପ୍ରଥମ ଦିବସ ରେ ହାଗଯ ପରମେଶ୍ବରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀଯଲଙ୍କେ ପୁତ୍ର ୟିରୁଦ୍ଦାବିଲ ଓ ୟିହୋଷାଦଙ୍କ ପୁତ୍ର ଯିହାଶୂେୟଙ୍କ ପାଇଁ ଥିଲା। ୟିରୁଦ୍ଦାବିଲ ଯିହୁଦାର ଦଶାେଧ୍ଯକ୍ଷ ଓ ଯିହାଶୂେୟ ଜଣେ ମହାନ୍ ଯାଜକ ଥିଲେ। ଭବିଷ୍ଯଦ୍ବକ୍ତା ହାଗଯଙ୍କ ଦ୍ବାରା କୁହାୟାଇଥିବା ବାର୍ତ୍ତା ଏହାହିଁ ଅଟେ।

ଏଜ୍ରା 5:2
ତେଣୁ ଶଲ୍ଟୀଯଲରେ ପୁତ୍ର ସରୁଦ୍ଦାବିଲ ଓ ୟୋଷାଦକର ପୁତ୍ର ଯେଶଯ ଉଠି ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବାକୁ ଲାଗିଲେ। ଆଉ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତାମାନେ ସମାନଙ୍କେ ସଙ୍ଗେ ରହି ସାହାର୍ୟ୍ଯ କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:17
ତା'ପରେ ସପ୍ତମ ଦୂତ ତାହାଙ୍କ ପାତ୍ରକୁ ବାଯୁ ରେ ଢ଼ାଳିଲେ ଓ ମନ୍ଦିର ଭିତରୁ ସିଂହାସନଠାରୁ ଗୋଟିଏ ଉଚ୍ଚ ସ୍ବର ଆସିଲା। ସହେି ସ୍ବର କହିଲା, ଏହା ସମାପ୍ତ ହେଲା।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:26
ଆଗରୁ ଯେତବେେଳେ ସେ କହିଲେ, ତାହା ପୃଥିବୀକୁ କମ୍ପାଇ ଥିଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରିଛନ୍ତି, ଆଉ ଥରେ ମୁଁ କମ୍ପାଇବି କବଳେ ପୃଥିବୀକୁ ନୁହେଁ ବରଂ ମୁଁ ସ୍ବର୍ଗକୁ ମଧ୍ଯ କମ୍ପାଇବି।327

ଯିଖରିୟ 4:6
ସେ କହିଲେ, ଏହା ୟିରୁଦ୍ଦାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, 'ଏହା ପରାକ୍ରମ କି ବଳଦ୍ବାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।' ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି।

ହଗୟ 2:6
କାହିଁକି? କାରଣ ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଛନ୍ତି। ଅଳ୍ପ ସମୟ ପ ରେ ଆମ୍ଭେ ପୁନର୍ବାର କମ୍ପନ ସୃଷ୍ଟି କରିବା। ସ୍ବର୍ଗ, ମର୍ତ୍ତ୍ଯ, ଜଳ ଓ ସ୍ଥଳ ରେ କମ୍ପନ ଆଣିବା।

ହଗୟ 1:14
ତା'ପ ରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷଯ ରେ ଲୋକମାନଙ୍କୁ ଉତ୍ତଜେିତ କଲେ। ଯିହୁଦାର ଶାସକ ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲଙ୍କୁ ଓ ମହାୟାଜକ ୟିହୋଷାଦକଙ୍କ ପୁତ୍ର ଯିହାଶୂେୟଙ୍କୁ ମଧ୍ଯ ସଦାପ୍ରଭୁ ଉତ୍ତଜେିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷଯ ରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତଜେିତ କଲେ। ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।

ଯୋୟେଲ 3:16
ପୁଣି ସଦାପ୍ରଭୁ ପରମେଶ୍ବର ସିୟୋନରୁ ଚିତ୍କାର କରିବେ, ସେ ୟିରୁଶାଲମରୁ ମଧ୍ଯ ଚିତ୍କାର କରିବେ। ସହେି ଚିତ୍କାର ରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ମଦାପ୍ରଭୁ ପରମେଶ୍ବର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହବେ। ସେ ମଧ୍ଯ ଇଶ୍ରାୟେଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହବେେ।

ଯିହିଜିକଲ 38:19
ଆଉ ମୁଁ ମାରେଅନ୍ତଜର୍‌ବାଳା ଓ କୋରଧାଗ୍ନି ରେ ପ୍ରତିଜ୍ଞା କରେ, ଇଶ୍ରାୟେଲ ରେ ଭୟଙ୍କର ଭୂମିକମ୍ପ ହବେ।

ଯିହିଜିକଲ 26:15
ମାରେ ପ୍ରଭୁ ସଦାପ୍ରଭୁ ସୋରରୁ ଏହି କଥା କହନ୍ତି, ତୁମ୍ଭର ପତନର ଶବ୍ଦ ରେ ଭୂମଧ୍ଯସାଗରସ୍ଥ ଦ୍ବୀପସମୂହ କମ୍ପିତ ହବେ। ଏହା ଘଟିବ ଯେତବେେଳେ ଆହତ ଲୋକମାନେ ଭୟ ରେ ବିଳାପ କରିବେ ଓ ସମାନଙ୍କେୁ ସଂହାର କରାୟିବ।

ଗୀତସଂହିତା 46:6
ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ଯମାନେ ଭୟରେ କମ୍ପି ଉଠନ୍ତି। ସହେି ରାଜ୍ଯସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହବେ।

ଏଜ୍ରା 2:2
ଏହି ଲୋକମାନେ ସରୁଦ୍ଦାବିଲ, ଯଶୂେଯ, ନିହିମଯା, ସରାଯ, ରିଯଲୋଯ, ମର୍ଦ୍ଦଖଯ, ବିଲଶନ, ମିସ୍ପର, ଦିଗ୍ବଯ, ରହୂମ୍ ଓ ବାନା ସଙ୍ଗେ ଫରେି ଆସିଲେ। ଇଶ୍ରାୟେଲୀୟ ବଂଶୀଯ ପୁରୁଷମାନଙ୍କର ସଂଖ୍ଯା ଏହିପରି ଥିଲା।

ପ୍ରଥମ ବଂଶାବଳୀ 3:19
ପଦାଯଙ୍କର ପୁତ୍ରମାନେ ଥିଲେ ସରୁଦ୍ଦାବଲେ ଓ ଶିମିଯି। ସରୁବ୍ବାବିଲଙ୍କର ପୁତ୍ରମାନେ ଥିଲେ ମଶୂଲ୍ଲମ ଓ ହନାନିଯ। ଶ ଲୋମୀତ ସମାନଙ୍କେର ଭଉଣୀ ଥିଲେ।