Hebrews 1:2
କିନ୍ତୁ ଏହି ଶଷେ ସମୟରେ ପରମେଶ୍ବର ଆପଣା ପୁତ୍ରଙ୍କ ଦ୍ବାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ବାରା ସାରା ବିଶ୍ବ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସହେି ପୁତ୍ର ପରମେଶ୍ବରଙ୍କ ମହିମା ପ୍ରକାଶ କରନ୍ତି।
Hebrews 1:2 in Other Translations
King James Version (KJV)
Hath in these last days spoken unto us by his Son, whom he hath appointed heir of all things, by whom also he made the worlds;
American Standard Version (ASV)
hath at the end of these days spoken unto us in `his' Son, whom he appointed heir of all things, through whom also he made the worlds;
Bible in Basic English (BBE)
But now, at the end of these days, it has come to us through his Son, to whom he has given all things for a heritage, and through whom he made the order of the generations;
Darby English Bible (DBY)
at the end of these days has spoken to us in [the person of the] Son, whom he has established heir of all things, by whom also he made the worlds;
World English Bible (WEB)
has at the end of these days spoken to us by his Son, whom he appointed heir of all things, through whom also he made the worlds.
Young's Literal Translation (YLT)
in these last days did speak to us in a Son, whom He appointed heir of all things, through whom also He did make the ages;
| Hath in | ἐπ' | ep | ape |
| these | ἐσχάτων | eschatōn | ay-SKA-tone |
| last | τῶν | tōn | tone |
| ἡμερῶν | hēmerōn | ay-may-RONE | |
| days | τούτων | toutōn | TOO-tone |
| spoken | ἐλάλησεν | elalēsen | ay-LA-lay-sane |
| us unto | ἡμῖν | hēmin | ay-MEEN |
| by | ἐν | en | ane |
| his Son, | υἱῷ | huiō | yoo-OH |
| whom | ὃν | hon | one |
| appointed hath he | ἔθηκεν | ethēken | A-thay-kane |
| heir | κληρονόμον | klēronomon | klay-roh-NOH-mone |
| of all things, | πάντων, | pantōn | PAHN-tone |
| by | δι' | di | thee |
| whom | οὗ | hou | oo |
| also | καὶ | kai | kay |
| he made | τοὺς | tous | toos |
| the | αἰῶνας | aiōnas | ay-OH-nahs |
| worlds; | ἐποίησεν, | epoiēsen | ay-POO-ay-sane |
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 8:6
କିନ୍ତୁ ଆମ୍ଭ ପାଇଁ ଜଣେ ପରମେଶ୍ବର ଅଛନ୍ତି। ସେ ଆମ୍ଭର ପରମପିତା। ସମସ୍ତ ବିଷୟ ତାହାଙ୍କଠାରୁ ଆ ସେ, ଓ ଆମ୍ଭେ ତାହାଙ୍କ ପାଇଁ ଜୀବିତ ଅଛୁ। ପ୍ରଭୁ କବଳେ ଜଣେ। ସେ ଯୀଶୁଖ୍ରୀଷ୍ଟ ଅଟନ୍ତି। ପ୍ରେତ୍ୟକକ ବିଷୟ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ନିର୍ମିତ, ଓ ସେ ଆମ୍ଭମାନଙ୍କୁ ଜୀବନ ଦଇେଛନ୍ତି।
ଯୋହନଲିଖିତ ସୁସମାଚାର 1:3
ତାହାଙ୍କ ଦ୍ବାରା ସବୁ କିଛି ସୃଷ୍ଟି ହାଇେଛି। ଏହି ସଂସାର ରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ବାରା ସୃଷ୍ଟି ହାଇେ ନାହିଁ।
ମାଥିଉଲିଖିତ ସୁସମାଚାର 28:18
ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।
ଯୋହନଲିଖିତ ସୁସମାଚାର 1:14
ସହେି ବାକ୍ଯ ମନୁଷ୍ଯ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସହେି ବାକ୍ଯ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ।
ପିତରଙ୍କ ପ୍ରଥମ ପତ୍ 1:20
ଜଗତ ଆରମ୍ଭ ହବୋ ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହାଇେଥିଲେ। କିନ୍ତୁ ଏହି ଶଷେ ସମୟରେ ତୁମ୍ଭ ନିମନ୍ତେ ସେ ଜଗତ ରେ ପ୍ରକାଶିତ ହେଲେ।
ଯୋହନଲିଖିତ ସୁସମାଚାର 3:16
ହଁ, ପରମେଶ୍ବର ଏ ପୃଥିବୀକୁ ଏତେ ପ୍ ରମେ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ବ୍ଯକ୍ତି, ବିନାଶ ହବେେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।
ମାଥିଉଲିଖିତ ସୁସମାଚାର 21:38
କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତ ରେ କୁହା କୁହି ହେଲେ, 'ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦବୋ, ଏହି ସମ୍ପତ୍ତି ଆମ୍ଭର ହାଇଯେିବ।'
ମାଥିଉଲିଖିତ ସୁସମାଚାର 26:63
ଯୀଶୁ କିନ୍ତୁ ଚୁପ୍ ରହିଲେ।
ଯୋହନଲିଖିତ ସୁସମାଚାର 1:17
ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।
ମାଥିଉଲିଖିତ ସୁସମାଚାର 17:5
ପିତର ଏକଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ବଳ ମେଘଖଣ୍ଡ ଆସି ସମାନଙ୍କେୁ ଢ଼ାଙ୍କି ଦଲୋ। ମେଘମଧ୍ଯରୁ ଆକାଶବାଣୀ ହେଲା, ଏ ହେଉଛନ୍ତି ମାରେ ପୁତ୍ର ଯାହାଙ୍କୁ ମୁଁ ପ୍ ରମେ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।
ଯୋହନଲିଖିତ ସୁସମାଚାର 13:3
ପରମପିତା ଯୀଶୁଙ୍କୁ ସବୁ ବିଷୟ ରେ କ୍ଷମତା ଦଇେଥିଲେ। ଯୀଶୁ ଏହା ଜାଣିଥିଲେ। ସେ ପରମେଶ୍ବରଙ୍କଠାରୁ ଆସିଛନ୍ତି, ବୋଲି ମଧ୍ଯ ଜାଣିଥିଲେ। ସେ ତାହାଙ୍କ ପାଖକୁ ଫରେିଯାଉଛନ୍ତି ବୋଲି ମଧ୍ଯ ଜାଣିଥିଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2:3
ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବ ହଳୋ କଲେ, ଆମ୍ଭେ ମଧ୍ଯ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ଯକ୍ତି, ୟିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟ ରେ କହିଲେ। ଯେଉଁମାନେ ଶୁଣିଲେ, ସମାନେେ ଆମ୍ଭକୁ ଏହାର ସତ୍ଯତା ପ୍ରମାଣ କରି ଦଖାଇେ ଦେଲେ। ଆଶ୍ଚର୍ୟ୍ଯ କର୍ମ, ନାନାଦି ଚିହ୍ନ ଓ ଅନକେ ପ୍ରକାରର ଅଦ୍ଭୁତ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:17
ଆମ୍ଭେ ଯଦି ପରମେଶ୍ବରଙ୍କର ସନ୍ତାନ, ତା ହେଲେ ପରମେଶ୍ବର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ବରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ଯ ଏହି ଆଶୀର୍ବାଦ ପାଇବୁ। କାନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହା ହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ଯ ମହିମାର ଅଧିକାରୀ ହବୋ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:4
ସେ ଦାଉଦଙ୍କ ବଂଶ ରେ ମନୁଷ୍ଯ ରୂପରେ ଜନ୍ମ ହାଇେଥିଲେ। କିନ୍ତୁ, ପବିତ୍ର ଆତ୍ମା ଦ୍ବାରା ପୁନରୁତ୍ଥାନର ଫଳ ସ୍ବରୂପ ସେ ମହାନ ଶକ୍ତି ସହିତ ପରମେଶ୍ବରଙ୍କର ପୁତ୍ର ରୂପେ ଘୋଷିତ ହେଲେ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:9
ଖ୍ରୀଷ୍ଟ ପରମେଶ୍ବରଙ୍କ ବାଧ୍ଯ ହେଲେ, ତେଣୁ ପରମେଶ୍ବର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ବର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 1:5
ଆହୁରି ମଧ୍ଯ ସେ କୌଣସି ସ୍ବର୍ଗଦୂତଙ୍କୁ କହି ନ ଥିଲେ ଯେ :
ଏବ୍ରୀମାନଙ୍କ ନିକଟକୁ ପତ୍ର 1:8
କିନ୍ତୁ ପରମେଶ୍ବର ନିଜ ପୁତ୍ର ବିଷୟ ରେ କୁହନ୍ତି :
ଏବ୍ରୀମାନଙ୍କ ନିକଟକୁ ପତ୍ର 2:8
ଓ ପ୍ରେତ୍ୟକକ ବିଷୟ ତା' ନିୟନ୍ତ୍ରଣ ରେ ରଖିଅଛ। ଗୀତସଂହିତା 8:4-6
ଏବ୍ରୀମାନଙ୍କ ନିକଟକୁ ପତ୍ର 11:3
ବିଶ୍ବାସ ଦ୍ବାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ବର ନିଜ ଆଜ୍ଞା ବଳ ରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟଗୁଡ଼ିକର ସୃଷ୍ଟି ଅଦୃଶ୍ଯ ବିଷୟ ଦ୍ବାରା ହାଇେଛି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:4
କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହବୋରୁ ପରମେଶ୍ବର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ଯବସ୍ଥା ଅଧିନ ରେ ଜୀବନଯାପନ କରୁଥିଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:25
କିନ୍ତୁ ଯେତେ ଦିନ ପର୍ୟ୍ଯନ୍ତ ପରମେଶ୍ବର ସମସ୍ତ ଶତ୍ରୁଙ୍କୁ ଖ୍ରୀଷ୍ଟଙ୍କ ପଦତଳେ ନ ରଖିଛନ୍ତି, େସତଦେିନ ପର୍ୟ୍ଯନ୍ତ ଖ୍ରୀଷ୍ଟ ରାଜତ୍ବ କରିବେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:10
ପରମେଶ୍ବରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ସ୍ବର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ବରୂପ ହବେେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:20
ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:9
ପରମେଶ୍ବରଙ୍କ ଗୁପ୍ତ ସତ୍ଯକୁ ସମସ୍ତଙ୍କୁ କହିବା ଦାଯିତ୍ବ ପରମେଶ୍ବର ମାେତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ଯ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କ ଭିତ ରେ ଗୁପ୍ତ ରହିଥିଲା।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:16
ତାହାଙ୍କର ଶକ୍ତି ରେ ସମସ୍ତ ବିଷୟଗୁଡ଼ିକର ଉତ୍ପତ୍ତି ସ୍ବର୍ଗର ଓ ପୃଥିବୀର ବିଷୟ, ଦୃଶ୍ଯ ଓ ଅଦୃଶ୍ଯ ବିଷୟ ସବୁ, ସମସ୍ତ ଆଧ୍ଯାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
ଏବ୍ରୀମାନଙ୍କ ନିକଟକୁ ପତ୍ର 5:8
ଯୀଶୁ ପରମେଶ୍ବରଙ୍କ ପୁତ୍ର ଥିଲେ। ତଥାପି ଦୁଃଖ ଭୋଗ ଦ୍ବାରା ଆଜ୍ଞା ବହତା ଶିଖିଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7:3
କହେି ହେଲେ ମଲ୍କୀଷଦକଙ୍କେ ପିତା କି ମାତାଙ୍କ ବିଷୟ ରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କବେେ ଜନ୍ମଗ୍ରହଣ କଲେ, ଓ କବେେ ମଲେ ତା'ମଧ୍ଯ କହେି ଜାଣନ୍ତି ନାହିଁ। ମଲ୍କୀଷଦକେ ପରମେଶ୍ବରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହାଇେ ରହିଛନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:26
ଯଦି ଖ୍ରୀଷ୍ଟ ନିଜକୁ ଅନକେ ଥର ସମର୍ପଣ କରି ଥାଆନ୍ତେ, ତା' ହେଲେ ଜଗତ ସୃଷ୍ଟି ହବୋ ଦିନଠାରୁ ତାହାଙ୍କୁ ଅନକେ ଥର ଯାତନା ସହିବାକୁ ପଡ଼ିଥାନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ୟୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ବାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।
ପିତରଙ୍କ ଦିତୀୟ ପତ୍ର 3:3
ପ୍ରଥମେ, ଶଷେ ଦିନଗୁଡ଼ିକରେ କ'ଣ କ'ଣ ଘଟିବ, ସଗେୁଡ଼ିକ ବୁଝିବା ତୁମ୍ଭର ଦରକାର। ଲୋକେ ତୁମ୍ଭକୁ ପରିହାସ କରିବେ। ସମାନେେ ନିଜ ଇଚ୍ଛା ରେ ମନ୍ଦ କାର୍ୟ୍ଯ କରି ଜୀବନଧାରଣ କରିବେ।
ଦିତୀୟ ବିବରଣ 4:30
ଯେତବେେଳେ ତୁମ୍ଭମାନେେ ବିପଦ ରେ ପଡିବ ଓ ଏହି ସମସ୍ତ ତୁମ୍ଭମାନଙ୍କର ଉପରେ ଘଟିବ ସେତବେେଳେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟକକ୍ସ୍ଟ ଫରେିବ ଓ ତାଙ୍କର ସମସ୍ତ ଅନକ୍ସ୍ଟଶାସନ ମାନିବ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:36
ପରମେଶ୍ବର ଇଶ୍ରାୟେଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଚ଼ାର ପଠାଇଥିଲେ। ସେ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ତାହାଙ୍କର ଶାନ୍ତି ସୁସମାଚ଼ାର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:17
ମୁଁ ଶଷେ ସମୟରେ ସମସ୍ତଙ୍କ ଉପରେ ମାରେ ଆତ୍ମା ଢ଼ାଳି ଦବେି। ଯାହାଦ୍ବାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ଯତ ବାଣୀ କହିପାରିବେ। ତୁମ୍ଭମାନଙ୍କର ୟୁବକମାନେ ଦର୍ଶନ ପାଇବେ ଓ ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ।
ଯୋହନଲିଖିତ ସୁସମାଚାର 17:2
ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ହଇେଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦଇେଛ, ସେସମସ୍ତଙ୍କୁ ସହେି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।
ଯିଶାଇୟ 45:18
ସଦାପ୍ରଭୁ ହିଁ ପରମେଶ୍ବର, ସେ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା, ସେ ପୃଥିବୀର ମଧ୍ଯ ନିର୍ମାଣକାରୀ, ସେ ଏହାକୁ ସ୍ଥାପନ କଲେ, ସେ ତାକୁ ଶୂନ୍ଯପରି ସୃଷ୍ଟି କଲେ ନାହିଁ। ସେ ତାକୁ ବସତି ପାଇଁ ସ୍ଥାପନ କଲେ। ତେଣୁ ତାଙ୍କ ବିନା ଅନ୍ୟ ପରମେଶ୍ବର କହେି ନାହାଁନ୍ତି।
ଯିଶାଇୟ 45:12
ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ପୃଥିବୀସ୍ଥ ସମସ୍ତ ବାସିନ୍ଦାଙ୍କୁ ସୃଷ୍ଟି କରିଅଛୁ। ଆମ୍ଭ ସ୍ବହସ୍ତ ନିର୍ମିତ ଆକାଶମଣ୍ଡଳକୁ ବିସ୍ତାର କରିଅଛୁ ଓ ତହିଁରେ ସକଳ ସୈନ୍ଯସାମନ୍ତଙ୍କୁ ଆମ୍ଭେ ଆଜ୍ଞା ଦଇେଅଛୁ।
ଯିଶାଇୟ 44:24
ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢିଛନ୍ତି।ସସ ଏହା କୁହନ୍ତି, ଆମ୍ଲଭ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଲଭ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତସକହି ନାହିଁ।
ଯିଶାଇୟ 9:6
ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'
ଯିଶାଇୟ 2:2
ଶଷେ ଦିନ ରେ ଏହା ହିଁ ଘଟିବ। ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖର ରେ ହବେ। ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧିଅରେ ଉଚ୍ଚତର ହବେ। ସମସ୍ତ ଗୋଷ୍ଠୀର ଲୋକମାନେ ସୋର୍ତ ସଦୃଶ ସଠାେକୁ ଧାବିତ ହବେେ।
ହିତୋପଦେଶ 8:22
ସଦାପ୍ରଭୁ ନିଜ ଗତିର ଆରମ୍ଭ ରେ, ତାଙ୍କ କର୍ମ ସକଳର ପୂର୍ବ ରେ ମାେତେ ଅଧିକାର କରିଥିଲେ।
ଗୀତସଂହିତା 2:6
ସିୟୋନ ହେଉଛି ମାରେ ପବିତ୍ର ପର୍ବତ। ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।
ଦିତୀୟ ବିବରଣ 31:29
ମୁ ଜାଣେ ମାରେ ମୃତକ୍ସ୍ଟ୍ଯ ପରେ ତୁମ୍ଭମାନେେ ଅତିଶଯ ଦକ୍ସ୍ଟର୍ନୀତିଗ୍ରସ୍ଥ ହବେ। ତୁମ୍ଭମାନେେ ମାରେ ନିର୍ଦ୍ଦେଶୀତ ପଥରକ୍ସ୍ଟ ବିଚକ୍ସ୍ଟ୍ଯତ ହବେ। ଭବିଷ୍ଯତ ରେ ତୁମ୍ଭମାନଙ୍କ ପାଇଁ ବହକ୍ସ୍ଟତ ଅମଙ୍ଗଳ ହବେ। କାରଣ ତୁମ୍ଭମାନେେ ଏହି କର୍ମମାନ କରିବ, ଯାହା ତାଙ୍କ ଦୃଷ୍ଟି ରେ ମନ୍ଦ। ତୁମ୍ଭମାନେେ ଦକ୍ସ୍ଟଷ୍କର୍ମ କରି ତାଙ୍କୁ କୋର୍ଧାନ୍ବିତ କରିବ।
ଦିତୀୟ ବିବରଣ 18:15
ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ଯଦ୍ ବକ୍ତଙ୍କକ୍ସ୍ଟ ପଠାଇବେ। ଏହି ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ବାଛିବେ। ସେ ମାେ ତକ୍ସ୍ଟଲ୍ଯ ହବେ। ତୁମ୍ଭମାନେେ ସହେି ଭବିଷ୍ଯଦ୍ ବକ୍ତାଙ୍କ କଥାକକ୍ସ୍ଟ ପାଳନ କରିବ।
ଗଣନା ପୁସ୍ତକ 24:14
ବର୍ତ୍ତମାନ ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛ। ଦୟାକରି ଆସ, ଏହି ଲୋକମାନେ ତୁମ୍ଭ ଲୋକମାନଙ୍କୁ କ'ଣ କହିବେ, ତାହା ମୁଁ ତୁମ୍ଭକୁ କହିବି।
ଆଦି ପୁସ୍ତକ 49:1
ଏହାପରେ ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆପଣା ନିକଟକୁ ଡ଼କାଇଲେ। ସେ କହିଲେ, ହେ ମାରେ ପୁତ୍ରଗଣ, ମାେ ନିକଟକୁ ଆସ। ଭବିଷ୍ଯତ କଥା ମୁଁ ତୁମ୍ଭକୁ କହିବି।
ଯିଶାଇୟ 53:10
ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାଯୁ ହବେେ ଓ ତାହାଙ୍କ ହସ୍ତ ରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହବେ।
ଯିରିମିୟ 30:24
ପୁଣି ସଦାପ୍ରଭୁଙ୍କର ମନର ଅଭିପ୍ରାଯ ସଫଳ ଓ ସିଦ୍ଧ ନ ହବୋ ପର୍ୟ୍ଯନ୍ତ ତାଙ୍କର ପ୍ରଜ୍ବଳିତ କୋର୍ଧ ପଶମିତ ହବେ ନାହିଁ। ତୁମ୍ଭମାନେେ ଅନ୍ତିମ ସମୟରେ ତାହା ବୁଝିବ।
ଯୋହନଲିଖିତ ସୁସମାଚାର 16:15
ଯାହା ପରମପିତାଙ୍କର ତାହା ସବୁ କିଛି ମାରେ। ସେଥିପାଇଁ ମୁଁ କହିଲି, ପବିତ୍ରଆତ୍ମା ମାଠାରୁେ ସବୁ ନଇେ ତୁମ୍ଭକୁ କହିବେ।
ଯୋହନଲିଖିତ ସୁସମାଚାର 15:15
ମୁଁ ତୁମ୍ଭମାନଙ୍କୁ ବର୍ତ୍ତମାନ ସବେକ ବୋଲି କହୁନାହିଁ। ଜଣେ ସବେକ,ତାର ମୁନିବ କ'ଣ କରେ, ଜାଣେ ନାହିଁ। କିନ୍ତୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହୁଛି, କାରଣ ମୁଁ ପରମପିତାଙ୍କଠାରୁ ଯାହା ସବୁ ଶୁଣିଛି ତାହା କହିଛି।
ମାର୍କଲିଖିତ ସୁସମାଚାର 12:6
ଲୋକଟି ପାଖ ରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସହେି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶଷେ ବ୍ଯକ୍ତି ଥିଲା। ସେ କହିଲା, 'କୃଷକମାନେ ମାରେ ପୁଅକୁ ନିଶ୍ଚୟ ସମ୍ମାନ ଦବେେ।'
ମାର୍କଲିଖିତ ସୁସମାଚାର 1:1
ଏହା ପରମେଶ୍ବରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ।
ମାଥିଉଲିଖିତ ସୁସମାଚାର 3:17
ସେତବେେଳେ ଆକାଶରୁ ଏହି ବାଣୀ ହେଲା: ଏ ମାରେ ପ୍ରୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ ରମେ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।
ମୀଖା 4:1
ଭବିଷ୍ଯତ ରେ ସଦାପ୍ରଭୁଙ୍କ ଗୃହ, ପର୍ବତର ଉଚ୍ଚତମ ପର୍ବତ ଶିଖର ଉପ ରେ ସ୍ଥାପିତ ହବେ। ଏହା ସମସ୍ତ ପର୍ବତଗୁଡିକ ଅପେକ୍ଷା ଉଚ୍ଚତର ହବେ। ଲଗାତାର ଗୋଷ୍ଠୀଗଣ ଷୋର୍ତ ପରି ସଠାେକୁ ଯାଉଥିବେ।
ହୋଶେୟ 3:5
ତା'ପ ରେ ଇଶ୍ରାୟେଲର ଲୋକମାନେ ଫରେି ଆସିବେ। ତା'ପ ରେ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଓ ରାଜା ଦାଉଦଙ୍କୁ ଖାଜେିବେ। ଶଷଦେିବସ ରେ, ସମାନେେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦବୋକୁ ଆସିବେ।
ଦାନିଏଲ 10:14
ଏବେ ଭବିଷ୍ଯତ ରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ବୁଝାଇ ଦବୋପାଇଁ ମୁଁ ଆସିଅଛି। କାରଣ ଏହି ଦର୍ଶନ ଭବିଷ୍ଯତ ବିଷଯ ରେ ଅଟେ।'
ଦାନିଏଲ 2:28
ମାତ୍ର ସ୍ବର୍ଗସ୍ଥ ପରମେଶ୍ବର ହିଁ କବଳେ ନିଗୂଢ ବିଷଯମାନ ପ୍ରକାଶ କରି ପାରିବେ। ଆଉ ପରବର୍ତ୍ତୀ ସମୟରେ ଯାହା ଯାହା ଘଟିବ ତାହା ମଧ୍ଯ ପରମେଶ୍ବର ନବୂଖଦ୍ନିତ୍ସଙ୍କୁ ଜଣାଇ ଅଛନ୍ତି। ଏହିସବୁ ଆପଣଙ୍କ ସ୍ବପ୍ନ ଥିଲା ଏବଂ ଏହି ଗୁଡିକୁ ଆପଣ ବିଛଣା ରେ ଶୋଇଥିଲା ବେଳେ ଦେଖିଲେ।
ଯିହିଜିକଲ 38:16
ତୁମ୍ଭେ ଇଶ୍ରାୟେଲ ବିରୁଦ୍ଧ ରେ ମାରେ ଲୋକ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିବ ଏବଂ ଦେଶକୁ ମେଘତୁଲ୍ଯ ଆଚ୍ଛାଦନ କରିବ। ସହେି ଭବିଷ୍ଯତ ଦିନଗୁଡ଼ିକରେ, ମୁଁ ତୁମ୍ଭକୁ ମାେ ଦେଶ ବିରୁଦ୍ଧ ରେ ଆଣିବି, ଯାହା ଫଳ ରେ ଦେଶଗୁଡ଼ିକ ମାେତେ ଜାଣି ପାରିବେ। ଯେତବେେଳେ ମାରେ ପବିତ୍ରତା ତୁମ୍ଭ ମାଧ୍ଯମ ରେ ସମାନଙ୍କେୁ ଉପସ୍ଥିତି ରେ ଦଖାଇବେି।'
ଯିରିମିୟ 48:47
ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶଷେକାଳ ରେ ପୁନର୍ବାର ମାୟୋବକୁ ବନ୍ଦୀତ୍ବ ସ୍ଥାନରୁ ଫରୋଇ ଆଣିବା।
ଯିହୂଦାଙ୍କ ପତ୍ର 1:18
ପ୍ ରରେିତମାନେ ତୁମ୍ଭକୁ କହିଥିଲେ, ଶଷେ କାଳ ରେ ପରମେଶ୍ବରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ। ଏହି ଲୋକମାନେ କବଳେ ନିଜ ଇଚ୍ଛା ଅନୁସାରେ ପରମେଶ୍ବରଙ୍କ ବିରୁଦ୍ଧ ରେ କାର୍ୟ୍ଯ କରନ୍ତି।
ଯୋହନଲିଖିତ ସୁସମାଚାର 3:25
ଯୋହନଙ୍କର କେତକେ ଶିଷ୍ଯଙ୍କର ସହିତ ଜଣେ ୟିହୁଦୀଙ୍କର ୟୁକ୍ତିତର୍କ ହେଲା। ସମାନେେ ତାହାଙ୍କ ସହିତ ଧର୍ମ ସଂକ୍ତାନ୍ତୀୟ ଶୁଚିକରଣ ବିଷୟ ରେ ତର୍କ କରୁଥିଲେ।