Isaiah 43:15 in Oriya

Oriya Oriya Bible Isaiah Isaiah 43 Isaiah 43:15

Isaiah 43:15
ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କର ଧର୍ମସ୍ବରୂପ, ଇଶ୍ରାୟେଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁଁ।

Isaiah 43:14Isaiah 43Isaiah 43:16

Isaiah 43:15 in Other Translations

King James Version (KJV)
I am the LORD, your Holy One, the creator of Israel, your King.

American Standard Version (ASV)
I am Jehovah, your Holy One, the Creator of Israel, your King.

Bible in Basic English (BBE)
I am the Lord, your Holy One, the Maker of Israel, your King.

Darby English Bible (DBY)
I [am] Jehovah, your Holy One, the Creator of Israel, your King.

World English Bible (WEB)
I am Yahweh, your Holy One, the Creator of Israel, your King.

Young's Literal Translation (YLT)
I `am' Jehovah, your Holy One, Creator of Israel, your King.'

I
אֲנִ֥יʾănîuh-NEE
am
the
Lord,
יְהוָ֖הyĕhwâyeh-VA
One,
Holy
your
קְדֽוֹשְׁכֶ֑םqĕdôšĕkemkeh-doh-sheh-HEM
the
creator
בּוֹרֵ֥אbôrēʾboh-RAY
of
Israel,
יִשְׂרָאֵ֖לyiśrāʾēlyees-ra-ALE
your
King.
מַלְכְּכֶֽם׃malkĕkemmahl-keh-HEM

Cross Reference

ଯିଶାଇୟ 43:1
ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:7
ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ :

ମାଥିଉଲିଖିତ ସୁସମାଚାର 25:34
ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।

ହବକକୂକ 1:12
ତା'ପ ରେ ହବକୂକ୍ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ। ତୁମ୍ଭ ଏକମାତ୍ର ପବିତ୍ର ଅଟ, ୟିଏ କବେେ ଅନ୍ତର୍ହିତ କରିବ ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ବିଗ୍ଭର କରିବା ପାଇଁ ନିୟୁକ୍ତି କଲ କି? ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦବୋ ପାଇଁ ତୁମ୍ଭେ ସମାନଙ୍କେୁ ପଠାଇଲ କି?

ଯିରିମିୟ 51:5
ଇଶ୍ରାୟେଲ ଓ ଯିହୁଦାର ଲୋକମାନେ ସୈନ୍ଯାଧିପତି ସଦାପ୍ରଭୁଙ୍କ ଦ୍ବାରା ପରିତ୍ଯକ୍ତ ହାଇେ ନାହାଁନ୍ତି। ସମାନେେ ଯଦିଓ ତାଙ୍କର ବିରୁଦ୍ଧାଚରଣ କରି ତାଙ୍କୁ ପରିତ୍ଯାଗ କରିଛନ୍ତି, ତଥାପି ସେ ଧର୍ମସ୍ବରୂପ ସମାନଙ୍କେୁ ପରିତ୍ଯାଗ କରି ନାହାଁନ୍ତି।

ଯିଶାଇୟ 48:17
ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ଇଶ୍ରାୟେଲର ଧର୍ମସ୍ବରୂପ ଏହି କଥା କୁହନ୍ତି,

ଯିଶାଇୟ 45:11
ସଦାପ୍ରଭୁ ଯେ ଇଶ୍ରାୟେଲର ଧର୍ମସ୍ବରୂପ ଓ ନିର୍ମାଣ କର୍ତ୍ତା, ସେ ଏହି କଥା କୁହନ୍ତି,

ଯିଶାଇୟ 43:21
ସହେି ଲୋକମାନଙ୍କୁ ଆମ୍ଭର ପ୍ରଶଂସାଗାନ କରିବାକୁ ଆମ୍ଭେ ସୃଷ୍ଟି କରିଅଛୁ।

ଯିଶାଇୟ 43:7
ଆମ୍ଭ ନାମ ରେ ଖ୍ଯାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍େଥ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ଯକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।'

ଯିଶାଇୟ 43:3
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ଇଶ୍ରାୟେଲ ଧର୍ମସ୍ବରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ଯ ସ୍ବରୂପ ରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କ୍ରୁଶ୍ ଓ ଶିବାଦେଶ ଦଇେଅଛୁ।

ଯିଶାଇୟ 41:16
ତୁମ୍ଭେ ସମାନଙ୍କେୁ କୁଲା ରେ ଉଡ଼ାଇଲେ ବାଯୁ ସମାନଙ୍କେୁ ଉଡ଼ାଇ ଦବେ ଓ ଘୂର୍ଣ୍ଣିବାଯୁ ସମାନଙ୍କେୁ ଛିନ୍ନ ଭିନ୍ନ କରି ପକାଇବ। ପୁଣି ତୁମ୍ଭେ ସଦାପ୍ରଭୁଙ୍କଠା ରେ ଉଲ୍ଲାସ କରିବ ଓ ଇଶ୍ରାୟେଲର ଧର୍ମସ୍ବରୂପଙ୍କଠା ରେ ଗର୍ବ କରିବ।'

ଯିଶାଇୟ 41:14
ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।

ଯିଶାଇୟ 40:25
ତେଣୁ ସହେି ପବିତ୍ର ସ୍ବରୂପ କୁହନ୍ତି, ଆମ୍ଭେ କ'ଣ କାହା ସହିତ ତୁଳନୀଯ ହାଇପୋରିବା ? କାରଣ କହେି ଆମ୍ଭ ସହିତ ସମାନ ନୁହେଁ।

ଯିଶାଇୟ 33:22
ତୁମ୍ଭମାନେେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭମାନେେ ତୁମ୍ଭର ଜାହାଜକୁ ଖାଲିବୋକୁ କ୍ଷମ ହବେ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ଯବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ।

ଯିଶାଇୟ 30:11
ତୁମ୍ଭମାନେେ ପଥରୁ ବାହାରି ୟାଅ, ବାଟ ଛାଡ଼ି ଦିଅ। ଇଶ୍ରାୟେଲର ଧର୍ମସ୍ବରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।'

ଗୀତସଂହିତା 74:12
ହେ ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହେଉଅଛ। ଏହି ଦେଶରେ ବହୁତ ୟୁଦ୍ଧରେ ଜିତିବାରେ ଆମ୍ଭକୁ ସାହାୟ୍ଯ କରିଛ।