Isaiah 8:10 in Oriya

Oriya Oriya Bible Isaiah Isaiah 8 Isaiah 8:10

Isaiah 8:10
ତୁମ୍ଭମାନେେ ୟୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ ମଧ୍ଯ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହବେ ନାହିଁ। ତୁମ୍ଭର ସୈନ୍ଯମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହବେ। କାହିଁକି ଏହା ଘଟିବ। କାରଣ ପରମେଶ୍ବର ଆମ୍ଭମାନଙ୍କ ସହିତ ଅଛନ୍ତି।

Isaiah 8:9Isaiah 8Isaiah 8:11

Isaiah 8:10 in Other Translations

King James Version (KJV)
Take counsel together, and it shall come to nought; speak the word, and it shall not stand: for God is with us.

American Standard Version (ASV)
Take counsel together, and it shall be brought to nought; speak the word, and it shall not stand: for God is with us.

Bible in Basic English (BBE)
Let your designs be formed, and they will come to nothing; give your orders, and they will not be effected: for God is with us.

Darby English Bible (DBY)
Settle a plan, and it shall come to nought; speak a word, and it shall not stand: for ùGod is with us.

World English Bible (WEB)
Take counsel together, and it shall be brought to nothing; speak the word, and it shall not stand: for God is with us.

Young's Literal Translation (YLT)
Take counsel, and it is broken, Speak a word, and it doth not stand, Because of Emmanu-El!'

Take
עֻ֥צוּʿuṣûOO-tsoo
counsel
עֵצָ֖הʿēṣâay-TSA
nought;
to
come
shall
it
and
together,
וְתֻפָ֑רwĕtupārveh-too-FAHR
speak
דַּבְּר֤וּdabbĕrûda-beh-ROO
word,
the
דָבָר֙dābārda-VAHR
and
it
shall
not
וְלֹ֣אwĕlōʾveh-LOH
stand:
יָק֔וּםyāqûmya-KOOM
for
כִּ֥יkee
God
עִמָּ֖נוּʿimmānûee-MA-noo
is
with
us.
אֵֽל׃ʾēlale

Cross Reference

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:31
ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।

ଆୟୁବ ପୁସ୍ତକ 5:12
ପରମେଶ୍ବର ମନ୍ଦ ଓ ଚତୁର ଲୋକର କାମନାକୁ ବ୍ଯର୍ଥ କରନ୍ତି ଏବଂ ସମାନଙ୍କେୁ ସଫଳତା ଦିଅନ୍ତି ନାହିଁ।

ଦିତୀୟ ଶାମୁୟେଲ 17:23
ଏହାପରେ ଅହୀଥୋଫଲ ଯେତବେେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନକ୍ସ୍ଟସା ରେ ଗଲାନାହିଁ, ସେ ତାଙ୍କ ଗଧ ଉପରେ ଚଢି ତାଙ୍କର ନିଜ ନଗରକକ୍ସ୍ଟ ଫରେିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହାଇେ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବର ରେ କବର ପାଇଲା।

ଯିରିମିୟଙ୍କ ବିଳାପ 3:37
ପ୍ରଭୁଙ୍କର ଆଜ୍ଞା ନ ହେଲେ, ଜଣେ ଯାହା କହିବାର ଘଟେ ନାହିଁ।

ଯିଶାଇୟ 7:5
ଅରାମ, ଇଫ୍ରଯିମ ଏବଂ ରମଲୀଯଙ୍କର ପୁତ୍ର ଏକତ୍ରସହାଇ ତୁମ୍ଭ ବିରୁଦ୍ଧସର ଷଡୟନ୍ତ୍ର କରୁଛନ୍ତି।ସସମାଲନ କହିଲଲ,

ହିତୋପଦେଶ 21:30
ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।

ଗୀତସଂହିତା 46:7
ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।

ଦିତୀୟ ବଂଶାବଳୀ 13:12
ପରମେଶ୍ବର ସ୍ବଯଂ ଆମ୍ଭମାନଙ୍କ ସହିତ ରହିଛନ୍ତି। ସେ ଆମ୍ଭମାନଙ୍କର ଶାସକ ଅଟନ୍ତି, ଆଉ ତାଙ୍କର ଯାଜକମାନେ ଆମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧର ଆହ୍ବାନ ରୂପେ ପରମେଶ୍ବରଙ୍କ ଯାଜକମାନେ ତାଙ୍କର ତୂରୀ ବଜାନ୍ତି। ହେ ଇଶ୍ରାୟେଲର ଲୋକମାନେ, ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ବିରୁଦ୍ଧ ରେ ୟୁଦ୍ଧ କର ନାହିଁ। ତୁମ୍ଭମାନେେ କବେେ ସଫଳ ହବେ ନାହିଁ।

ଦିତୀୟ ଶାମୁୟେଲ 15:31
ଜଣେ ଲୋକ ଦାଉଦଙ୍କକ୍ସ୍ଟ କହିଲେ, ଅବଶା ଲୋମଙ୍କର ଚକ୍ରାନ୍ତକାରୀମାନଙ୍କ ସହିତ ଅହୀଥୋଫଲ ଅଛି। ତା'ପରେ ଦାଉଦ ପ୍ରାର୍ଥନା କଲେ, ହେ ମାରେ ସଦାପ୍ରଭୁ, ଦୟାକରି ଅହୀଥୋଫଲର ଉପଦେଶକକ୍ସ୍ଟ ଅଦରକାରୀ କର।

ଗୀତସଂହିତା 83:3
ସମାନେେ ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ଗୁପ୍ତ ମନ୍ତ୍ରଣା କରନ୍ତି। ତୁମ୍ଭର ଶତ୍ରୁଗଣ ତୁମ୍ଭ ପ୍ରିଯ ଲୋକମାନଙ୍କ ବିରୁଦ୍ଧରେ ଯୋଜନା କରୁଛନ୍ତି।

ଯିଶାଇୟ 7:14
ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।

ଯିଶାଇୟ 8:8
ସହେି ଜଳରାଶି ଯିହୁଦା ପର୍ୟ୍ଯନ୍ତ ମାଡ଼ିୟିବ ଓ ଯିହୁଦାର କଣ୍ଠ ପର୍ୟ୍ଯନ୍ତ ବ୍ଯାପିବ। ପରିଶଷେ ରେ ତା'କୁ ବୁଡ଼ାଇ ଦବେ।

ଗୀତସଂହିତା 46:1
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:13
ଯଦି ତୁମ୍ଭମାନେେ ତୁମ୍ଭ ପାପପୂର୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ଯବହାର କର, ତା ହେଲେ ତୁମ୍ଭମାନେେ ଆତ୍ମିକ ରୂପରେ ମରିୟିବ। କିନ୍ତୁ ଯଦି ତୁମ୍ଭମାନେେ ଆତ୍ମାଙ୍କୁ ଶରୀର ମାଧ୍ଯମ ରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ଯବହାର କର, ତା' ହେଲେ ତୁମ୍ଭମାନେେ ପ୍ରକୃତ ଜୀବନ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:38
ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ କହୁଛି, ଏହି ଲୋକମାନଙ୍କଠାରୁ ଦୂର ରେ ରୁହ। ସମାନଙ୍କେୁ ଏକୁଟିଆ ଛାଡ଼ିଦିଅ। ଯଦି ସମାନଙ୍କେର ମନ୍ତ୍ରଣା ବା ଏହି କାମ ମନୁଷ୍ଯମାନଙ୍କ ପକ୍ଷରୁ ହାଇେଥାଏ, ତବେେ ତାହା ବିଫଳ ହବେ।

ମାଥିଉଲିଖିତ ସୁସମାଚାର 28:20
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।

ଯିଶାଇୟ 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।

ଗୀତସଂହିତା 33:10
ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ଯର୍ଥ କରି ପାରନ୍ତି। ସେ ସମାନଙ୍କେ ସମସ୍ତ ଯୋଜନାକୁ ବ୍ଯର୍ଥ କରି ପାରନ୍ତି।

ଯିହୋଶୂୟ 1:5
ମୁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମାଶାେ ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କହେି ସମର୍ଥ ହାଇେ ପାରିବେ ନାହିଁ। ମୁ ତୁମ୍ଭକୁ ଛାଡିବି ନାହିଁ। ମୁ ତୁମ୍ଭକୁ ପରିତ୍ଯାଗ କରିବି ନାହିଁ।

ଦିତୀୟ ବିବରଣ 20:1
ଯେତବେେଳେ ତୁମ୍ଭେ ଆପଣା ଶତୃମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭମାନେେ ତାଙ୍କର ଅନକେ ଅଶ୍ବାରୋହୀ, ରଥା ରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ଯକ ସୈନ୍ଯ ଥାନ୍ତି, ତବେେ ତୁମ୍ଭମାନେେ ସମାନଙ୍କେୁ ଭୟ କରିବାର କିଛି ନାହିଁ କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସହେି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ଯରକ୍ସ୍ଟ ବାହାରକରି ଆଣିଛନ୍ତି।

ଗୀତସଂହିତା 2:1
କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?

ଗୀତସଂହିତା 46:11
ସହେି ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରଯ ସ୍ଥଳ।

ଯିଶାଇୟ 9:6
ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'

ମାଥିଉଲିଖିତ ସୁସମାଚାର 1:23
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)

ଯୋହନଙ୍କ ପ୍ରଥମ ପତ୍ର 4:4
ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।

ଦିତୀୟ ଶାମୁୟେଲ 17:4
ଏ କଥା ଅବଶା ଲୋମ ଓ ତାଙ୍କର ସମସ୍ତ ଇଶ୍ରାୟେଲର ନତେୃବର୍ଗମାନଙ୍କର ମନକକ୍ସ୍ଟ ପାଇଲା।