English
Jeremiah 8:7 ଚିତ୍ର
ଏପରିକି ଆକାଶର ପକ୍ଷୀଗଣ ନିଜ ନିଜ ନିରୂପିତ ସମୟ ଜାଣନ୍ତି। ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି। ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିଯମ ଜାଣନ୍ତି ନାହିଁ।