Job 14:18 in Oriya

Oriya Oriya Bible Job Job 14 Job 14:18

Job 14:18
ପର୍ବତ ସବୁ ଭାଙ୍ଗିପଡ଼ି ଚୂନା ହାଇୟୋଆନ୍ତେ, ବଡ଼ ପଥର ଖଣ୍ଡମାନ ଭାଙ୍ଗି ଚୂନା ହାଇେ ବିଛାଡ଼ି ହାଇେ ପଡ଼ନ୍ତେ।

Job 14:17Job 14Job 14:19

Job 14:18 in Other Translations

King James Version (KJV)
And surely the mountains falling cometh to nought, and the rock is removed out of his place.

American Standard Version (ASV)
But the mountain falling cometh to nought; And the rock is removed out of its place;

Bible in Basic English (BBE)
But truly a mountain falling comes to dust, and a rock is moved from its place;

Darby English Bible (DBY)
And indeed a mountain falling cometh to nought, and the rock is removed out of its place;

Webster's Bible (WBT)
And surely the mountain falling cometh to naught, and the rock is removed out of its place.

World English Bible (WEB)
"But the mountain falling comes to nothing; The rock is removed out of its place;

Young's Literal Translation (YLT)
And yet, a falling mountain wasteth away, And a rock is removed from its place.

And
surely
וְ֭אוּלָםwĕʾûlomVEH-oo-lome
the
mountain
הַרharhahr
falling
נוֹפֵ֣לnôpēlnoh-FALE
cometh
to
nought,
יִבּ֑וֹלyibbôlYEE-bole
rock
the
and
וְ֝צ֗וּרwĕṣûrVEH-TSOOR
is
removed
יֶעְתַּ֥קyeʿtaqyeh-TAHK
out
of
his
place.
מִמְּקֹמֽוֹ׃mimmĕqōmômee-meh-koh-MOH

Cross Reference

ଆୟୁବ ପୁସ୍ତକ 18:4
ଆୟୁବ, ତୁମ୍ଭର ରାଗ କବଳେ ତୁମ୍ଭକୁ ଆଘାତ କରିବ। କବଳେ ତୁମ୍ଭ ପାଇଁ କ'ଣ ଲୋକେ ପୃଥିବୀକୁ ପରିତ୍ଯାଗ କରିବେ ? ତୁମ୍ଭେ କ'ଣ ଭାବୁଛ ତୁମ୍ଭକୁ ସନ୍ତୁଷ୍ଟ କରିବା ପାଇଁ ପରମେଶ୍ବର ପର୍ବତକୁ ଘୁଞ୍ଚାଇ ଦବେେ?

ଯିରିମିୟ 4:24
ମୁଁ ପର୍ବତମାଳାକୁ ଅନାଇ ଦେଖିଲି ସଗେୁଡ଼ିକ କିତ ହେଉଥିଲେ ଓ ଉପପର୍ବତଗୁଡ଼ିକ ଦୋହଲୁଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:11
ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:8
ଦ୍ବିତୀୟ ସ୍ବର୍ଗଦୂତ ତୂରୀ ବଜାଇଲା ପରେ ଗୋଟିଏ ବୃହତ୍ ଜ୍ବଳନ୍ତା ପର୍ବତ ପରି ଦିଶୁଥିବା ଏକ ବସ୍ତ୍ର ସମୁଦ୍ର ରେ ପଡ଼ିଲା। ଏହାଦ୍ବାରା ସମୁଦ୍ରର ଏକ ତୃତୀଯାଂଶ ଜଳ ରକ୍ତ ରେ ପୂର୍ଣ୍ଣ ହାଇଗେଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:14
ଆକାଶ ଭାଗଭାଗ ହାଇଗେଲା ଓ ଚର୍ମପତ୍ର ଭଳି ଗୁଡ଼ଇେ ହାଇଗେଲା। ପର୍ବତ ଓ ଦ୍ବୀପସମୂହ ନିଜନିଜ ସ୍ଥାନରୁ ସ୍ଥାନଚ୍ଯୁତ ହାଇଗେଲେ।

ମାଥିଉଲିଖିତ ସୁସମାଚାର 27:51
ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ୟ୍ଯନ୍ତ ଚିରିଯାଇ ଦୁଇଖଣ୍ଡ ହାଇଗେଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟି ଗଲା,

ଯିଶାଇୟ 64:1
ତୁମ୍ଭେ ଯଦି ଆକାଶକୁ ବିଦୀର୍ଣ୍ଣ କରି ପୃଥିବୀକୁ ଆସନ୍ତ, ତବେେ ସବୁ କିଛି ପରିବର୍ତ୍ତନ ହୁଅନ୍ତା ଓ ପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖ ରେ ପ୍ରବାହିତ ହୁଅନ୍ତେ।

ଯିଶାଇୟ 54:10
ସଦାପ୍ରଭୁ ଯେ କି ତୁମ୍ଭପ୍ରତି କରୁଣା କରିଅଛନ୍ତି କୁହନ୍ତି : ଯଦିଓ ପର୍ବତଗୁଡ଼ିକ ବିଚଳିତ ହାଇେ ଘୁଞ୍ଚିଯିବେ ; ଉପପର୍ବତଗୁଡ଼ିକ ଟଳି ପଡ଼ିବେ, ତଥାପି ଆମ୍ଭର ଦୟା ତୁମ୍ଭଠାରୁ ଦୂ ରଇେ ୟିବ ନାହିଁ କିମ୍ବା ଆମ୍ଭର ଶାନ୍ତିର ବ୍ଯବସ୍ଥା ଟଳିବ ନାହିଁ।'

ଯିଶାଇୟ 41:15
ଦେଖ, ମୁଁ ତୁମ୍ଭକୁ ତୀକ୍ଷ୍ମ ଛୁରିକା ବିଶିଷ୍ଟ ଏକ ନୂଆ ଶସ୍ଯ-ମର୍ଦ୍ଦନ ୟନ୍ତ୍ର ସ୍ବରୂପ କରିବି, ତୁମ୍ଭେ କୃଷକ ଶସ୍ଯକୁ ମର୍ଦ୍ଦନ କଲାପରି ପର୍ବତଗୁଡ଼ିକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗୁଡ଼ିକୁ ଭୂଷି ତୁଲ୍ଯ କରିବ।

ଯିଶାଇୟ 40:12
କିଏ ନିଜର ହସ୍ତ ପାପୁଲି ରେ ସମୁଦ୍ର ଜଳରାଶି ମାପିଅଛି ? କିଏ ନିଜର ହସ୍ତ ଚାଖଣ୍ଡ ରେ ଅନନ୍ତ ଆକାଶକୁ କଳନା କରିଅଛି ? ପୁଣି କିଏ ଗୌଣୀ ରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି ? କିଏ ପର୍ବତଗୁଡି଼କୁ ନିକିତି ରେ ଓ ଉପପର୍ବତକୁ ତରାଜୁ ରେ ତଉଲି ଅଛି ?

ଗୀତସଂହିତା 102:25
ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ। ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।