Job 22:22
ତାହାଙ୍କ ଶିକ୍ଷା ଗ୍ରହଣ କର। ସେ ଯାହା କହୁଛନ୍ତି ତା' ପ୍ରତି ଧ୍ଯାନ ଦିଅ।
Job 22:22 in Other Translations
King James Version (KJV)
Receive, I pray thee, the law from his mouth, and lay up his words in thine heart.
American Standard Version (ASV)
Receive, I pray thee, the law from his mouth, And lay up his words in thy heart.
Bible in Basic English (BBE)
Be pleased to take teaching from his mouth, and let his words be stored up in your heart.
Darby English Bible (DBY)
Receive, I pray thee, instruction from his mouth, and lay up his words in thy heart.
Webster's Bible (WBT)
Receive, I pray thee, the law from his mouth, and lay up his words in thy heart.
World English Bible (WEB)
Please receive instruction from his mouth, And lay up his words in your heart.
Young's Literal Translation (YLT)
Receive, I pray thee, from His mouth a law, And set His sayings in thy heart.
| Receive, | קַח | qaḥ | kahk |
| I pray thee, | נָ֣א | nāʾ | na |
| the law | מִפִּ֣יו | mippîw | mee-PEEOO |
| mouth, his from | תּוֹרָ֑ה | tôrâ | toh-RA |
| and lay up | וְשִׂ֥ים | wĕśîm | veh-SEEM |
| his words | אֲ֝מָרָ֗יו | ʾămārāyw | UH-ma-RAV |
| in thine heart. | בִּלְבָבֶֽךָ׃ | bilbābekā | beel-va-VEH-ha |
Cross Reference
ଆୟୁବ ପୁସ୍ତକ 23:12
ମୁଁ ସବୁବେଳେ ପରମେଶ୍ବରଙ୍କ ଆଦେଶ ମାନିଛି। ମୁଁ ପରମେଶ୍ବରଙ୍କ ମୁଖରୁ ନିସୃତ ବାଣୀକୁ ମାରେ ପ୍ରିଯ ଖାଦ୍ୟଠାରୁ ଅଧିକ ଭଲ ପାଇଛି।
ଯିରିମିୟ 15:16
ତୁମ୍ଭର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ଯ ଦ୍ବାରା ମାରେ ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ଯାଧିପତି ସଦାପ୍ରଭୁ ପରମେଶ୍ବର, ମୁଁ ତୁମ୍ଭ ନାମ ରେ ଖ୍ଯାତ ଅଟେ।
ହିତୋପଦେଶ 4:21
ମାରେ ବାକ୍ଯ ପ୍ରତି ବିମୁଖ ହୁଅ ନାହିଁ। ମାରେ ବାକ୍ଯସବୁ ସର୍ବଦା ସ୍ମରଣ କର।
ହିତୋପଦେଶ 4:4
ମାରେ ପିତା ମାେତେ ଏହି ଶିକ୍ଷାସବୁ ଶିଖାଇଥିଲେ। ସେ ମାେତେ କହିଲେ, ମାରେ କଥାସବୁ ମନରେଖ, ମାରେ ଆଜ୍ଞା ମାନ ତୁମ୍ଭେ ବଞ୍ଚିବ।
ଗୀତସଂହିତା 119:11
ମୁଁ ମାେ ହୃଦଯରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚଯ କରି ରଖିଅଛି, ୟପରେି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।
ଦିତୀୟ ବିବରଣ 6:6
ଏବଂ ମୁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା କରୁଅଛି, ତୁମ୍ଭମାନେେ ତାହାକକ୍ସ୍ଟ ଆପଣା ହୃଦଯ ରେ ରଖିବ।
ଦିତୀୟ ବିବରଣ 4:1
ବର୍ତ୍ତମାନ ହେ ଇଶ୍ରାୟେଲ ମୁ ଯେଉଁ ନିଯମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭମାନେେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଦବେେ, ତହିଁଯରେ ପ୍ରବେଶ କରି ତାହା ଅଧିକାର କରିବ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:1
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।
ଲୂକଲିଖିତ ସୁସମାଚାର 2:51
ଯୀଶୁ ସମାନଙ୍କେ ସହିତ ନାଜରିତକୁ ଗଲେ। ସେ ବାପାମାଆଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମାଆ ତଥାପି ଏହି ସବୁ କଥା ନିଜ ମନ ଭିତ ରେ ରଖି ଚିନ୍ତା କରୁଥିଲେ।
ଲୂକଲିଖିତ ସୁସମାଚାର 2:19
କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତ ରେ ଗୋପନ ରଖି ନିରନ୍ତର ଚିନ୍ତା କରିବାକୁ ଲାଗିଲେ।
ମାଥିଉଲିଖିତ ସୁସମାଚାର 13:52
ତା'ପରେ ଯୀଶୁ କହିଲେ, ସ୍ବର୍ଗରାଜ୍ଯ ବିଷୟ ରେ ଜାଣିଥିବା ପ୍ରେତ୍ୟକକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି। ଯେ କି ଭଣ୍ଡାର ରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।
ମାଥିଉଲିଖିତ ସୁସମାଚାର 12:35
ଗୋଟିଏ ଭଲ ଲୋକର ମନ ରେ ଭଲ କଥା ସଞ୍ଚିତ ହାଇେ ରହିଥାଏ, ସେ କହିବା ବେଳେ ତା'ର ମନରୁ ଭଲ କଥା ବାହରି ଆ ସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତ ରେ ଖରାପ କଥା ସବୁ ସଞ୍ଚିତ ହାଇେ ରହିଥାଏ। ସେ କହିବା ବେଳେ ତା' ମନ ଭିତରୁ ଖରାପ କଥା ବାହରିଥାଏ। ତେଣୁ ସେ ଖରାପ କଥା କୁ ହେ।
ହିତୋପଦେଶ 2:1
ହେ ମାରେ ପୁତ୍ର, ମାରେବାକ୍ଯ ଗ୍ରହଣ କର। ମାରେ ନିର୍ଦ୍ଦେଶ ମନେ କର।