Job 35:8 in Oriya

Oriya Oriya Bible Job Job 35 Job 35:8

Job 35:8
ଆୟୁବ ତୁମ୍ଭେ କରୁଥିବା ଭଲ ଓ ମନ୍ଦ କାର୍ୟ୍ଯସବୁ ତୁମଭଳି ଲୋକମାନଙ୍କୁ ଆକ୍ରାନ୍ତ କରେ। ସେ ସବୁ ପରମେଶ୍ବରଙ୍କ ସାହାୟ୍ଯ ବା କ୍ଷତି କରେ ନାହିଁ।

Job 35:7Job 35Job 35:9

Job 35:8 in Other Translations

King James Version (KJV)
Thy wickedness may hurt a man as thou art; and thy righteousness may profit the son of man.

American Standard Version (ASV)
Thy wickedness `may hurt' a man as thou art; And thy righteousness `may profit' a son of man.

Bible in Basic English (BBE)
Your evil-doing may have an effect on a man like yourself, or your righteousness on a son of man.

Darby English Bible (DBY)
Thy wickedness [may affect] a man as thou [art], and thy righteousness a son of man.

Webster's Bible (WBT)
Thy wickedness may hurt a man as thou art: and thy righteousness may profit the son of man.

World English Bible (WEB)
Your wickedness may hurt a man as you are; And your righteousness may profit a son of man.

Young's Literal Translation (YLT)
For a man like thyself `is' thy wickedness, And for a son of man thy righteousness.

Thy
wickedness
לְאִישׁlĕʾîšleh-EESH
man
a
hurt
may
כָּמ֥וֹךָkāmôkāka-MOH-ha
as
thou
רִשְׁעֶ֑ךָrišʿekāreesh-EH-ha
righteousness
thy
and
art;
וּלְבֶןûlĕbenoo-leh-VEN
may
profit
the
son
אָ֝דָ֗םʾādāmAH-DAHM
of
man.
צִדְקָתֶֽךָ׃ṣidqātekātseed-ka-TEH-ha

Cross Reference

ଆଦି ପୁସ୍ତକ 12:2
ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:24
'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'

ଯୂନସ 1:12
ୟୂନସ ସହେି ନାବିକମାନଙ୍କୁ କହିଲେ, ମୁଁ ଜାଣେ, ମୁଁ ଭୂଲ୍ କରିଛି, ସେଥିପାଇଁ ସମୁଦ୍ର ରେ ଝଡ ଆସିଲା। ତେଣୁ ତୁମ୍ଭମାନେେ ମାେତେ ସମୁଦ୍ରକୁ ଫିଙ୍ଗି ଦିଅ, ତହିଁରେ ସମୁଦ୍ର ଶାନ୍ତ ହାଇଯେିବ।

ଯିହିଜିକଲ 22:30
ପୁଣି ଦେଶ ଯେପରି ବିନଷ୍ଟ ନ ହବେ ସେଥିପାଇଁ ଯେ ସୁଦୃଢ଼ ପ୍ରାଚୀର କରିପାରିବ ଓ ଫାଟ ସ୍ଥାନ ରେ ଆମ୍ଭ ସମ୍ମୁଖ ରେ ଦେଶ ସପକ୍ଷ ରେ ଠିଆ ହବେ, ଏପରି ଏକ ଲୋକକୁ ଆମ୍ଭେ ଅନ୍ବଷେଣ କଲୁ। ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।

ଉପଦେଶକ 9:18
ୟୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ। ମାତ୍ର ଜଣେ ପାପୀ ଅନକେ ମଙ୍ଗଳ ନାଶ କରିପା ରେ।

ଗୀତସଂହିତା 106:30
କିନ୍ତୁ ପୀନହସ୍ ପରମେଶ୍ବରଙ୍କୁ ପ୍ରାର୍ଥନା କଲେ ଏବଂ ପରମେଶ୍ବର ତା'ର ମହାମାରୀ ଦୂର କଲେ।

ଗୀତସଂହିତା 106:23
ପରମେଶ୍ବର ଚାହିଁଥିଲେ ସହେି ଲୋକମାନଙ୍କୁ ସଂପୂର୍ଣ୍ଣ ଧ୍ବଂସ କରିବାକୁ କିନ୍ତୁ ମାଶାେ ତାହାଙ୍କ ମନୋନୀତ ବ୍ଯକ୍ତି ତାଙ୍କର କୋପ ଫରୋଇବା ନିମନ୍ତେ ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ, ସେଥିପାଇଁ ପରମେଶ୍ବର ସମାନଙ୍କେୁ ବିନାଶ କଲେ ନାହିଁ।

ଆୟୁବ ପୁସ୍ତକ 42:8
ତେଣୁ ବର୍ତ୍ତମାନ ଇଲୀଫସ୍ ସାତାଟେି ଷଣ୍ଢ ଓ ସାତାଟେି ମେଣ୍ଢା ନଇେ ମାେ ଭୃତ୍ଯ ଆୟୁବ ପାଖକୁ ୟାଅ। ତାହା ବଧକରି ନିଜ ପାଇଁ ହାମବେଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦବୋ। ତା'ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦବୋ ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ ବୋଧ। ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ଯ ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।

ଯିହୋଶୂୟ 22:20
ମନରେଖ ସରହରେ ପକ୍ସ୍ଟତ୍ର ଆଖନ, ବର୍ଜିତ ବସ୍ତ୍ର ବିଷଯ ରେ ସତ୍ଯ ଲଂଘନ କରନ୍ତେ ଇଶ୍ରାୟେଲର ସମସ୍ତ ମଣ୍ତଳିକି କୋରଧ ସଦାପ୍ରଭୁଙ୍କର ପଡିଲା, କବଳେ ସହେି ଜଣେ ବ୍ଯକ୍ତି ସଦାପ୍ରଭୁଙ୍କର ନିଯମ ଭଙ୍ଗ କଲା କିନ୍ତୁ ସମସ୍ତ ଇଶ୍ରାୟେଲଗଣ ତା'ର ଦଣ୍ତ ଭୋଗିଲେ। ଆଖନ କବଳେ ତା'ର ପାପ ପାଇଁ ମଲା। ଏବଂ ତା'ର ପାପ ପାଇଁ ବହକ୍ସ୍ଟତ ଲୋକ ମଧ୍ଯ ମୃତକ୍ସ୍ଟ୍ଯବରଣ କଲେ।

ଯିହୋଶୂୟ 7:1
କିନ୍ତୁ ଇଶ୍ରାୟେଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ଯ ନଷ୍ଟ ସମ୍ବନ୍ଧୀଯ ଆଦେଶ ମାନିଲେ ନାହିଁ। ସଠାେରେ ଜଣେ ୟିହକ୍ସ୍ଟଦା ଗୋଷ୍ଠୀବର୍ଗୀଯ ଲୋକ ଥିଲେ, ଯାହାର ନାମ ଆଖନ୍। ସେ କର୍ମିର ପକ୍ସ୍ଟତ୍ର ଥିଲା ଏବଂ କର୍ମି ଜିମୀର ପକ୍ସ୍ଟତ୍ର ଥିଲା। ଯାହା ଧ୍ବଂଶ କରିବାର ଥିଲା, ସେଥିରକ୍ସ୍ଟ କିଛି ଆଖନ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ଉପରେ କୋରଧିତ ହେଲେ।

ଆଦି ପୁସ୍ତକ 19:29
ଏହିରୂପେ ସହେି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ବର ଅବ୍ରହାମକୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗର ରେ ବାସ କରିଥିଲେ। ସହେି ନଗର ରେ ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ଯରୁ ବାହାର କରୁଥିଲେ।

ଆଦି ପୁସ୍ତକ 18:24
ଯଦି ପଚାଶ ଜଣ ଧାର୍ମିକ ଲୋକ ସହେି ନଗର ରେ ଥାନ୍ତି, ତୁମ୍ଭେ କ'ଣ କରିବ?ତୁମ୍ଭେ କ'ଣ ସମ୍ପୁର୍ଣରୂପେ ସହେି ଦେଶକୁ ଧ୍ବଂସ କରିବ?ପଚ଼ାଶ ଜଣ ଧାର୍ମିକଙ୍କ ସକା ସେ କଣ ସହେି ସ୍ଥାନ ରକ୍ଷା ନକରି ସଂହାର କରିବେ?

ଏବ୍ରୀମାନଙ୍କ ନିକଟକୁ ପତ୍ର 11:7
କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।