Job 36:11 in Oriya

Oriya Oriya Bible Job Job 36 Job 36:11

Job 36:11
ଯଦି ସହେି ଲୋକମାନେ ପରମେଶ୍ବରଙ୍କ କଥା ଶୁଣନ୍ତି ଓ ତାଙ୍କୁ ମାନନ୍ତି, ତା' ହେଲେ ପରମେଶ୍ବର ତାଙ୍କୁ ସଫଳ କରାଇବେ ଏବଂ ସମାନେେ ସୁଖ ଶାନ୍ତି ରେ ଜୀବନ କଟାଇବେ।

Job 36:10Job 36Job 36:12

Job 36:11 in Other Translations

King James Version (KJV)
If they obey and serve him, they shall spend their days in prosperity, and their years in pleasures.

American Standard Version (ASV)
If they hearken and serve `him', They shall spend their days in prosperity, And their years in pleasures.

Bible in Basic English (BBE)
If they give ear to his voice, and do his word, then he gives them long life, and years full of pleasure.

Darby English Bible (DBY)
If they hearken and serve [him], they shall accomplish their days in prosperity, and their years in pleasures.

Webster's Bible (WBT)
If they obey and serve him, they shall spend their days in prosperity, and their years in pleasures.

World English Bible (WEB)
If they listen and serve him, They shall spend their days in prosperity, And their years in pleasures.

Young's Literal Translation (YLT)
If they do hear and serve, They complete their days in good, And their years in pleasantness.

If
אִֽםʾimeem
they
obey
יִשְׁמְע֗וּyišmĕʿûyeesh-meh-OO
and
serve
וְֽיַ֫עֲבֹ֥דוּwĕyaʿăbōdûveh-YA-uh-VOH-doo
spend
shall
they
him,
יְכַלּ֣וּyĕkallûyeh-HA-loo
days
their
יְמֵיהֶ֣םyĕmêhemyeh-may-HEM
in
prosperity,
בַּטּ֑וֹבbaṭṭôbBA-tove
and
their
years
וּ֝שְׁנֵיהֶ֗םûšĕnêhemOO-sheh-nay-HEM
in
pleasures.
בַּנְּעִימִֽים׃bannĕʿîmîmba-neh-ee-MEEM

Cross Reference

ଯିରିମିୟ 7:23
କବଳେ ଆମ୍ଭେ ଏତିକି ଆଜ୍ଞା କରିଥିଲୁ, 'ତୁମ୍ଭମାନେେ ଆମ୍ଭ ଆଜ୍ଞା ପାଳନ କରିବ, ଆମ୍ଭେ ତୁମ୍ଭର ପରମେଶ୍ବର ହବୋ ଓ ତୁମ୍ଭମାନେେ ଆମ୍ଭର ଲୋକ ହବେ। ଆମ୍ଭେ ଯେଉଁ ଆଜ୍ଞା କରିବୁ, ତୁମ୍ଭମାନେେ ସହେି ପଥରେ ଚାଲିଲେ ତୁମ୍ଭମାନଙ୍କର ମଙ୍ଗଳ ହବେ।'

ଯିରିମିୟ 26:13
ତେଣୁ ତୁମ୍ଭମାନେେ ନିଜ ନିଜ ଆଚରଣ ଓ କ୍ରିଯା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ପାଳନ କର। ତାହା ହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହବେେ।

ଦିତୀୟ ବିବରଣ 4:30
ଯେତବେେଳେ ତୁମ୍ଭମାନେେ ବିପଦ ରେ ପଡିବ ଓ ଏହି ସମସ୍ତ ତୁମ୍ଭମାନଙ୍କର ଉପରେ ଘଟିବ ସେତବେେଳେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟକକ୍ସ୍ଟ ଫରେିବ ଓ ତାଙ୍କର ସମସ୍ତ ଅନକ୍ସ୍ଟଶାସନ ମାନିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:7
ସେ ଯେପରି ନିଜେ ଭୋଗବିଳାସ ଓ ଆମାଦେ ପ୍ରମାଦେ ରେ ଜୀବନ ବିତାଇଛି, ସହେିପରି ତାହାକୁ ଅଧିକ ପରିମାଣ ରେ ୟନ୍ତ୍ରଣା ଓ ବ୍ଯଥା ଭୋଗିବାକୁ ଦିଆୟିବ। ସେ ନିଜେ ଗର୍ବ ରେ କ ହେ, ମୁଁ ରାଣୀ ପରି ସିଂହାସନ ରେ ବସିଛି। ମୁଁ ବିଧବା ନୁହେଁ, ମୁଁ କବେେ ଶାେକ କରିବି ନାହିଁ।

ଯାକୁବଙ୍କ ପତ୍ 5:5
ପୃଥିବୀ ରେ ତୁମ୍ଭ ଜୀବନ ବିଳାସପୂର୍ଣ୍ଣ ଥିଲା। ତୁମ୍ଭେ ଯାହା ଇଚ୍ଛା କରିଥିଲ, ତାହା ପୂରଣ କରି ନିଜକୁ ଆନନ୍ଦିତ କଲ। ତୁମ୍ଭେ ବଳି ଦିବସ ପାଇଁ ପ୍ରସ୍ତୁତ ଥିବା ଏକ ପଶୁପରି ନିଜକୁ ମାଟେ କଲ।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:8
ପରମେଶ୍ବର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ୟିବା ପାଇଁ ଡାକିଲେ। ପରମେଶ୍ବର ତାହାଙ୍କୁ ସହେି ଦେଶ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ବାସ ଦ୍ବାରା ମାନିଲେ, ଓ ସହେି ସ୍ଥାନ ପାଇଁ ପ୍ରସ୍ଥାନ କଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:17
ଅତୀତ ରେ ତୁମ୍ଭମାନେେ ପାପର ଦାସ ଥିଲ, ପାପ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ରଖିଥିଲା। କିନ୍ତୁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ, ଯେ ତୁମ୍ଭମାନଙ୍କୁ ଯାହା ଶିକ୍ଷା ଦିଆଗଲା ତାହା ତୁମ୍ଭମାନେେ ସମସ୍ତ ହୃଦୟର ସହିତ ପାଳନ କଲ।

ଯିଶାଇୟ 1:19
ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ଦବେ ଓ ମାରେ ଆଜ୍ଞାବହ ହବେ ତବେେ ତୁମ୍ଭମାନେେ ଦେଶ ରେ ଉତ୍ତମ ଫଳ ଭୋଗ କରିବ।

ଉପଦେଶକ 9:2
ଧାର୍ମିକ ଓ ଦୁଷ୍ଟପ୍ରତି, ଭଲ ଓ ମନ୍ଦ ପ୍ରତି, ଶୌଚ ଓ ଅ େଶୗଚ ପ୍ରତି, ଯେଉଁମାନେ ବଳିଦାନ କରୁଛନ୍ତି ଓ ଯେଉଁମାନେ କରୁ ନାହାନ୍ତି, ଉତ୍ତମ ଲୋକ ଓ ପାପୀ ପ୍ରତି, ଯେଉଁମାନେ ପରମେଶ୍ବରଙ୍କ ନିକଟରେ ପ୍ରତିଜ୍ଞା କରନ୍ତି ଓ ଯେଉଁମାନେ କରନ୍ତି ନାହିଁ, ପ୍ରେତ୍ୟକକଙ୍କ ପାଇଁ ସବୁକିଛି ସମାନ।

ଆୟୁବ ପୁସ୍ତକ 42:12
ସଦାପ୍ରଭୁ ଆୟୁବକୁ ଅଧିକ ଆଶୀର୍ବାଦ କଲେ, ତାହାଠାରୁ ମଧ୍ଯ ଅଧିକ ୟହା ତା'ର ପ୍ରଥମ ଥିଲା। ଆୟୁବ 14,000 ମେଣ୍ଢା, 6 ,000 ଓଟ, 1,000 ହଳ ବଳଦ, 1,000 ମାଈ ଗଧ ପାଇଲେ।

ଆୟୁବ ପୁସ୍ତକ 22:23
ତୁମ୍ଭେ ପରମେଶ୍ବରଙ୍କ ନିକଟକୁ ଫରେିଆସ। ସର୍ବଶକ୍ତିମାନ ପରମେଶ୍ବର ତୁମ୍ଭକୁ ପୁନଃସ୍ଥାପନ କରିବେ। କିନ୍ତୁ ତୁମ୍ଭେ ତୁମ୍ଭର ଘରୁ ଦୁଷ୍ଟତା ଦୂର କର।

ଆୟୁବ ପୁସ୍ତକ 22:21
ବର୍ତ୍ତମାନ ଆୟୁବ, ତୁମ୍ଭେ ପରମେଶ୍ବରଙ୍କ ନିକଟରେ ନିଜକୁ ସମର୍ପି ଦିଅ ତାଙ୍କ ସହିତ ଶାନ୍ତି ରେ ବାସ କର। ଏହା କଲେ ତୁମ୍ଭେ ଅନକେ ଭଲ ବସ୍ତୁ ପାଇବ।

ଆୟୁବ ପୁସ୍ତକ 21:11
ଦୁଷ୍ଟ ଲୋକମାନେ ସମାନଙ୍କେ ପିଲାମାନଙ୍କୁ ମେଣ୍ଢା ପରି ବାହାରକୁ ଖାଜେିବକୁ ପଠାନ୍ତି। ସହେି ପିଲାମାନେ ଚାରିଆଡ଼େ ନୃତ୍ଯ କରନ୍ତି।

ଆୟୁବ ପୁସ୍ତକ 11:13
କିନ୍ତୁ ଆୟୁବ ତୁମ୍ଭେ ଯଥାର୍ଥରୂପେ ଅନ୍ତରର ସହିତ ପରମେଶ୍ବରଙ୍କ ସବୋପାଇଁ ପ୍ରସ୍ତୁତ ହବୋ ଉଚିତ। ଏବଂ ତାଙ୍କ ଉପାସନା ପାଇଁ ତୁମ୍ଭର ଦୁଇହାତ ପ୍ରସାରିତ କର।