Job 36:5 in Oriya

Oriya Oriya Bible Job Job 36 Job 36:5

Job 36:5
ପରମେଶ୍ବର ଅତି ଶକ୍ତିଶାଳୀ କିନ୍ତୁ ସେ ଲୋକମାନଙ୍କୁ ଘୃଣା କରନ୍ତି ନାହିଁ। ପରମେଶ୍ବର ଅତ୍ଯନ୍ତ ଶକ୍ତିଶାଳୀ, ସେ ମଧ୍ଯ ଅତି ଜ୍ଞାନୀ।

Job 36:4Job 36Job 36:6

Job 36:5 in Other Translations

King James Version (KJV)
Behold, God is mighty, and despiseth not any: he is mighty in strength and wisdom.

American Standard Version (ASV)
Behold, God is mighty, and despiseth not any: He is mighty in strength of understanding.

Bible in Basic English (BBE)
Truly, God gives up the hard-hearted, and will not give life to the sinner.

Darby English Bible (DBY)
Lo, ùGod is mighty, but despiseth not [any]; mighty in strength of understanding:

Webster's Bible (WBT)
Behold, God is mighty, and despiseth not any: he is mighty in strength and wisdom.

World English Bible (WEB)
"Behold, God is mighty, and doesn't despise anyone. He is mighty in strength of understanding.

Young's Literal Translation (YLT)
Lo, God `is' mighty, and despiseth not, Mighty `in' power `and' heart.

Behold,
הֶןhenhen
God
אֵ֣לʾēlale
is
mighty,
כַּ֭בִּירkabbîrKA-beer
and
despiseth
וְלֹ֣אwĕlōʾveh-LOH
not
יִמְאָ֑סyimʾāsyeem-AS
mighty
is
he
any:
כַּ֝בִּ֗ירkabbîrKA-BEER
in
strength
כֹּ֣חַֽkōḥaKOH-ha
and
wisdom.
לֵֽב׃lēblave

Cross Reference

ଗୀତସଂହିତା 22:24
କାହିଁକି ? କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ଯକ୍ତିମାନଙ୍କୁ ହିଁ ସାହାୟ୍ଯ କରନ୍ତି। ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ। ସେ ସମାନଙ୍କେୁ ଘୃଣା କରନ୍ତି ନାହିଁ। ୟଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାୟ୍ଯ ପ୍ରାର୍ଥନା କରନ୍ତି, ସେ ସମାନଙ୍କେଠାରୁ ନିଜକୁ ଦୂରଇେ ରଖି ପାରିବେ ନାହିଁ।

ଯିରିମିୟ 10:12
ପରମେଶ୍ବର ସ୍ବପରାକ୍ରମ ରେ ପୃଥିବୀ ନିର୍ମାଣ କରିଅଛନ୍ତି। ସେ ନିଜର ଜ୍ଞାନଦ୍ବାରା ଜଗତ ସ୍ଥାପନ କରିଅଛନ୍ତି ଓ ନିଜ ବୁଦ୍ଧି ବଳ ରେ ପୃଥିବୀ ଉପ ରେ ଆକାଶମଣ୍ଡଳକୁ ବିସ୍ତାର କରିଅଛନ୍ତି।

ଗୀତସଂହିତା 147:5
ଆମ୍ଭର ପ୍ରଭୁ ଅତି ମହାନ୍ ଏବଂ ଶକ୍ତିମାନ୍। ତାଙ୍କର ବୁଝାମଣା ଅସୀମ।

ଗୀତସଂହିତା 138:6
ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ଯ ଅଟନ୍ତି। କିନ୍ତୁ ଏପର୍ୟ୍ଯନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି। କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି ଗର୍ବୀ ଲୋକମାନେ କ'ଣ କରୁଛନ୍ତି।

ଆୟୁବ ପୁସ୍ତକ 37:23
ସର୍ବଶକ୍ତିମାନ ପରମେଶ୍ବର ମହାନ ଅଟନ୍ତି। ଆମ୍ଭେ ପରମେଶ୍ବରଙ୍କୁ ବୁଝିପାରିବା ନାହିଁ। ସେ ପରମ ଶକ୍ତିଶାଳୀ କିନ୍ତୁ ସେ ଆମ୍ଭମାନଙ୍କ ପାଇଁ ବିଚାରବନ୍ତ ଓ ଧାର୍ମିକ। ସେ ଆମ୍ଭମାନଙ୍କୁ ଆଘାତ ଦବୋକୁ ଚାହାଁନ୍ତି ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:24
କିନ୍ତୁ ପରମେଶ୍ବରଙ୍କ ଦ୍ବାରା ଆହୂତ ଉଭୟ ୟିହୁଦୀ ଓ ଅଣଯିହୂଦୀମାନଙ୍କ ପାଇଁ ଖ୍ରୀଷ୍ଟ ପରମେଶ୍ବରଙ୍କ ଶକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ସ୍ବରୂପ ଅଟନ୍ତି।

ଯିରିମିୟ 32:19
ତୁମ୍ଭର ମନ୍ତ୍ରଣା ଓ କ୍ରିଯା ମହାନ୍। ତୁମ୍ଭେ ପ୍ରେତ୍ୟକକଙ୍କର କାର୍ୟ୍ଯକଳାପ ଲକ୍ଷ୍ଯ କର। ତୁମ୍ଭେ କ୍ରିଯାନୁସା ରେ ସମୁଚିତ ଫଳ ସମାନଙ୍କେୁ ପ୍ରଦାନ କର। ସୁକର୍ମ କରୁଥିବା ବ୍ଯକ୍ତି ପୁରସ୍କୃତ ଓ ଅଧର୍ମ କରୁଥିବା ବ୍ଯକ୍ତି ଦଣ୍ଡିତ ହୁଏ।

ଗୀତସଂହିତା 99:4
ଶକ୍ତିଶାଳୀ ରାଜା ନ୍ଯାଯ ବିଚାରକୁ ଭଲପାନ୍ତି। ହେ ପରମେଶ୍ବର, ତୁମ୍ଭେ ନ୍ଯାଯ ସ୍ଥାପନ କରିଛ। ତୁମ୍ଭେ ଇଶ୍ରାୟେଲର ନ୍ଯାଯ ଓ ୟଥାର୍ଥ ସାଧନ କରିଅଛ।

ଆୟୁବ ପୁସ୍ତକ 31:13
ମୁଁ ଯଦି ମାରେ କ୍ରୀତଦାସଙ୍କ ପ୍ରତି ନ୍ଯାଯ କରିବାକୁ ମନା କରିଥାଏ। ସେତବେେଳେ ମାେ ବିରୁଦ୍ଧ ରେ ସମାନଙ୍କେର ଅଭିଯୋଗ ଥାଏ।

ଆୟୁବ ପୁସ୍ତକ 26:12
ପରମେଶ୍ବର ନିଜ ଶକ୍ତି ବଳ ରେ ସମୁଦ୍ରକୁ ଶାନ୍ତ କରନ୍ତି। ତାଙ୍କ ଜ୍ଞାନ ବଳ ରେ ସମୁଦ୍ର ରାକ୍ଷସ ରାହବ କ୍ଷତାକ୍ତ ହୁଅନ୍ତି।

ଆୟୁବ ପୁସ୍ତକ 12:13
କିନ୍ତୁ ଜ୍ଞାନ ଓ ଶକ୍ତି ପରମେଶ୍ବରଙ୍କଠା ରେ ଅଛି। ସଦୁପଦେଶ ଓ ବୁଝିବା ଶକ୍ତି ତାଙ୍କର ଅଛି।

ଆୟୁବ ପୁସ୍ତକ 10:3
ଯେତବେେଳେ ପରମେଶ୍ବର, ମାେତେ ଆଘାତ କରନ୍ତି, ତାହା କ'ଣ ତୁମ୍ଭକୁ ଖୁସି କରେ ? ଏପରି ଦଖାଯାେଉଛି ଯେପରି ତୁମ୍ଭେ ଯାହାକୁ ଗଢ଼ିଛ, ତାହାର କୌଣସି ଯତ୍ନ ନେଉ ନାହଁ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକଙ୍କର ଯୋଜନା ରେ ଖୁସି।

ଆୟୁବ ପୁସ୍ତକ 9:19
ମୁଁ ପରମେଶ୍ବରଙ୍କୁ ପରାସ୍ତ କରିପାରିବି ନାହିଁ। ପରମେଶ୍ବର ଅତ୍ଯନ୍ତ ପରାକ୍ରମଶାଳୀ, ମୁଁ ତାଙ୍କୁ ନ୍ଯାଯାଳଯକୁ ନଇେ ପାରିବି ନାହିଁ। ଏବଂ ମାେ ପ୍ରତି ସଦଯ ହବୋକୁ ବାଧ୍ଯ କରିପାରିବି ନାହିଁ। କିଏ ତାଙ୍କୁ ନ୍ଯାଯାଳଯକୁ ଆସିବାକୁ ବାଧ୍ଯ କରିପାରିବ।

ଆୟୁବ ପୁସ୍ତକ 9:14
ତେଣୁ ମୁଁ ପରମେଶ୍ବରଙ୍କ ସହିତ ୟୁକ୍ତି କରିପାରିବି ନାହିଁ ଏବଂ ତାଙ୍କୁ କ'ଣ କହିବି ତାହା ମଧ୍ଯ ଜାଣି ନାହିଁ।