Job 9:25 in Oriya

Oriya Oriya Bible Job Job 9 Job 9:25

Job 9:25
ମାରେ ଦିନ ସବୁ ଶୀଘ୍ର ଗଡ଼ି ଚାଲିଛି ଜଣେ ଦୌଡ଼ାଳି ଭଳି। ମାରେ ଦିନ ସବୁ ଗଡ଼ି ଚାଲିଛି। ମାେ ଜୀବନ ରେ କୌଣସି ସୁଖ ନାହିଁ।

Job 9:24Job 9Job 9:26

Job 9:25 in Other Translations

King James Version (KJV)
Now my days are swifter than a post: they flee away, they see no good.

American Standard Version (ASV)
Now my days are swifter than a post: They flee away, they see no good,

Bible in Basic English (BBE)
My days go quicker than a post-runner: they go in flight, they see no good.

Darby English Bible (DBY)
And my days are swifter than a runner: they flee away, they see no good.

Webster's Bible (WBT)
Now my days are swifter than a post: they flee away, they see no good.

World English Bible (WEB)
"Now my days are swifter than a runner. They flee away, they see no good,

Young's Literal Translation (YLT)
My days have been swifter than a runner, They have fled, they have not seen good,

Now
my
days
וְיָמַ֣יwĕyāmayveh-ya-MAI
are
swifter
קַ֭לּוּqallûKA-loo
than
מִנִּיminnîmee-NEE
post:
a
רָ֑ץrāṣrahts
they
flee
away,
בָּֽ֝רְח֗וּbārĕḥûBA-reh-HOO
they
see
לֹאlōʾloh
no
רָא֥וּrāʾûra-OO
good.
טוֹבָֽה׃ṭôbâtoh-VA

Cross Reference

ଆୟୁବ ପୁସ୍ତକ 7:6
ମାରେ ଦିନଗୁଡ଼ିକ ଶୀଘ୍ର ଗଡ଼ିୟାଏ। ଏହା ତନ୍ତୀର ନଳୀଠାରୁ ଆହୁରି ଦ୍ରୁତଗାମୀ। ଶଷେ ରେ ଜୀବନଟା କୌଣସି ଆଶାର ପୂରଣ ବିନା ଶଷେ ହାଇୟୋଏ।

ଗୀତସଂହିତା 90:9
ତୁମ୍ଭର କୋର୍ଧ ଆମ୍ଭମାନଙ୍କ ଜୀବନକୁ ଶଷେ ଦିନ କରିଦଇେ ଆଣିଛି। ଆମ୍ଭେ ଆମ୍ଭର ବର୍ଷ ଅତିଶୀଘ୍ର ସମାପ୍ତ କରୁଥାଉ।

ଯାକୁବଙ୍କ ପତ୍ 4:14
ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କଣ ଘଟିବ ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ଯ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖିପାରିବ, ତାପରେ ସେ ଚାଲିଯାଏ।

ଏଷ୍ଟର ବିବରଣ 8:14
ତହିଁରେ ଦ୍ରୁତଗାମୀ ରାଜକୀଯ ଅଶ୍ବାରୁଢ ଦୂତମାନେ ରାଜାଙ୍କ ଆଜ୍ଞା ରେ ଶିଘ୍ର ଗ୍ଭଲିଗଲେ, ଏବଂ ଏହା ଶ୍ବଶନ ରାଜଧାନୀ ରେ ସହେି ଆଜ୍ଞା ପ୍ରକାଶିତ ହେଲା।

ଗୀତସଂହିତା 39:5
ହେ ସଦାପ୍ରଭୁ, ତୁମ୍ଭେ ମାେତେ ଗୋଟିଏ କ୍ଷଣସ୍ଥାଯୀ ଜୀବନ ଦଇେଛ। ମାରେ କ୍ଷଣସ୍ଥାଯୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ। ପ୍ରେତ୍ୟକକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ୟାହାକି ଖୁବ୍ ଶୀଘ୍ର ଭାସିୟାଏ, କହେି ଚିରଦିନ ବଞ୍ଚିରହେ ନାହିଁ।

ଗୀତସଂହିତା 39:11
ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସମାନଙ୍କେୁ ତୁମ୍ଭେ ଦଣ୍ଡ ଦିଅ। ଉଚିତ ଶିକ୍ଷା ଦବୋ ପାଇଁ ଓ ସତ୍ ମାର୍ଗରେ ୟିବା ପାଇଁ କୀଟ ୟପରେି ଲୁଗାକୁ ନଷ୍ଟ କରିଦିଏ, ସହେିଭଳି ତୁମ୍ଭେ ସହେି ବ୍ଯକ୍ତିଙ୍କର ମୂଲ୍ଯବାନ୍ ବସ୍ତୁକୁ ଧ୍ବଂସ କର। ହଁ, ଆମ୍ଭର ଜୀବନ ସବୁ ହେଉଛି, ଛୋଟିଆ ବାଦଲ ଖଣ୍ଡ ପରି ୟାହା ଖୁବ୍ ଶୀଘ୍ର ମଳାଇ ୟାଏ।

ଗୀତସଂହିତା 89:47
ଏହା ସ୍ମରଣ କର ୟେ, ମାରେ ଜୀବନ କେତେ କ୍ଷୀଣ। ତୁମ୍ଭେ ଆମ୍ଭକୁ ସୃଷ୍ଟି କରିଛ ଅଳ୍ପ ଦିନ ପାଇଁ, ଏହାପରେ ଆମ୍ଭେ ମରିବୁ।