Cross Reference
ଯିଶାଇୟ 55:2
ଅଖାଦ୍ୟ ପାଇଁ ତୁମ୍ଭମାନେେ କାହିଁକି ରୂପା ବ୍ଯଯ କରୁଅଛ। ପୁଣି ଯାହା ତୃପ୍ତିକର ନୁହେଁ ସେଥିପାଇଁ କାହିଁକି ପରିଶ୍ରମ କରୁଅଛ। ତେଣୁ ମନୋୟୋଗ ସହକା ରେ ଆମ୍ଭକଥା ଶୁଣ ଓ ଉତ୍ତମ ଦ୍ରବ୍ଯ ଭୋଜନ କର। ପୁଣି ପୁଷ୍ଟିକର ଦ୍ରବ୍ଯ ରେ ତୁମ୍ଭମାନଙ୍କର ଆତ୍ମାକୁ ସନ୍ତୁଷ୍ଟ ହବୋକୁ ଦିଅ।
ଯୋହନଲିଖିତ ସୁସମାଚାର 6:54
ଯେଉଁ ବ୍ଯକ୍ତି ମାେ ମାଂସ ଖାଏ ଓ ମାେ ରକ୍ତ ପିଏ, ସେ ଅନନ୍ତଜୀବନ ପାଏ। ମୁଁ ସହେି ଲୋକକୁ ଶଷେ ଦିନ ରେ ମୃତ୍ଯୁ ରୁ ଉେଠଇବି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:23
ପାପର ସ୍ବାଭାବିକ ପରିଣତି ମୃତ୍ଯୁ। କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତା ରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।
ଯୋହନଲିଖିତ ସୁସମାଚାର 6:40
ପ୍ରେତ୍ୟକକ ଲୋକ ୟିଏ ପୁତ୍ରଙ୍କୁ ଦେଖେ ଏବଂ ତାହାଙ୍କଠା ରେ ବିଶ୍ବାସ କରେ, ସେ ଅନନ୍ତ ଜୀବନ ଲାଭ କରେ। ମୁଁ ସେ ଲୋକକୁ ଶଷେ ଦିନ ରେ ଉତ୍ଥାପନ କରିବି। ଏହା ପରମପିତାଙ୍କର ଇଚ୍ଛା।
ଯୋହନଲିଖିତ ସୁସମାଚାର 6:51
ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ଯା ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତବେେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମାରେ ଶରୀର। ମୁଁ ମାରେଶରୀର ଦଇେ ଦବେି, ତଦ୍ବାରା ଜଗତର ଲୋକମାନେ ଜୀବନ ପାଇପାରିବେ।
ଯୋହନଲିଖିତ ସୁସମାଚାର 6:58
ମୁଁ ସହେି ଖାଦ୍ୟ ଭଳି ନୁହେଁ, ଯାହାକୁ ଆମ୍ଭ ପିତୃପୁରୁଷମାନେ ମରୁଭୂମିରେ ଖାଇଥିଲେ। ସମାନେେ ସେ ଖାଦ୍ୟ ଖାଇଲେ, କିନ୍ତୁ ଅନ୍ୟମାନଙ୍କ ପରି ସମାନେେ ମୃତ୍ଯୁବରଣ କଲେ। ମୁଁ ସ୍ବର୍ଗରୁ ଆସିଥିବା ଖାଦ୍ୟ। ଏହି ଖାଦ୍ୟ ଯେଉଁ ଲୋକ ଖାଏ ସେ ଅନନ୍ତକାଳ ପାଇଁ ଜୀବିତ ରହେ।
ଯୋହନଲିଖିତ ସୁସମାଚାର 10:28
ମୁଁ ନିଜ ମଷେମାନଙ୍କୁ ଅନନ୍ତ ଜୀବନ ଦିଏ। ସମାନେେ କଦାପି ମରିବେ ନାହିଁ। ସମାନଙ୍କେୁ ମାେ ହାତରୁ କହେି ଛଡଇେ ନଇେ ପାରିବେ ନାହିଁ।
ଯୋହନଲିଖିତ ସୁସମାଚାର 17:2
ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ହଇେଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦଇେଛ, ସେସମସ୍ତଙ୍କୁ ସହେି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:38
ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।
ଯୋହନଲିଖିତ ସୁସମାଚାର 5:36
କିନ୍ତୁ ମାେ ପାଖ ରେ ମାେ ସମ୍ବନ୍ଧ ରେ ଗୋଟିଏ ପ୍ରମାଣ ଅଛି, ଯାହା ଯୋହନଙ୍କ ପ୍ରମାଣଠାରୁ ଅଧିକ ମହତ୍ତ୍ବପୂର୍ଣ୍ଣ। ମୁଁ ଯାହା ସବୁ କରୁଛି, ତାହା ସବୁ ମାରେ ପ୍ରମାଣ। ପରମପିତା ମାେତେ ଏସବୁ କରିବା ପାଇଁ ଦଇେଥିଲେ। ଏହିସବୁ କାର୍ୟ୍ଯରୁ ଏହା ପ୍ରମାଣିତ ହୁଏ ଯେ ପରମପିତା ମାେତେ ପଠାଇଛନ୍ତି।
ହିତୋପଦେଶ 2:2
ଜ୍ଞାନକୁ ଶୁଣ ଏବଂ ବୁଝିବା ପାଇଁ ତୀକ୍ଷ୍ମ ମନ ପ୍ରଯୋଗ କର।
ମାଥିଉଲିଖିତ ସୁସମାଚାର 6:31
ଏଣୁ ଚିନ୍ତାଗ୍ରସ୍ତ ହାଇେ କୁହନାହିଁ ଯେ ଆମ୍ଭେ କ'ଣ ଖାଇବା, କ'ଣ ପିଇବା ବା କଣ ପିନ୍ଧିବା?
ମାଥିଉଲିଖିତ ସୁସମାଚାର 8:20
ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ଯପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।
ମାଥିଉଲିଖିତ ସୁସମାଚାର 17:5
ପିତର ଏକଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ବଳ ମେଘଖଣ୍ଡ ଆସି ସମାନଙ୍କେୁ ଢ଼ାଙ୍କି ଦଲୋ। ମେଘମଧ୍ଯରୁ ଆକାଶବାଣୀ ହେଲା, ଏ ହେଉଛନ୍ତି ମାରେ ପୁତ୍ର ଯାହାଙ୍କୁ ମୁଁ ପ୍ ରମେ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।
ମାର୍କଲିଖିତ ସୁସମାଚାର 1:11
ଆକାଶରୁ ବାଣୀ ହେଲା: ହେ ମାହେର ପୁତ୍ର, ମୁଁ ତୁମ୍ଭକୁ ପ୍ ରମେ କରେ, ମୁଁ ତୁମ୍ଭ ଉପରେ ବହୁତ ଖୁସି।
ମାର୍କଲିଖିତ ସୁସମାଚାର 9:7
ତା'ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡାଇ ପକାଇଲା। ମେଘ ଭିତରୁ ଏହି ଭଳି ବାଣୀ ଶୁଣା ଗଲା, ଏ ମାରେ ପୁତ୍ର, ମୁଁ ତାହାଙ୍କୁ ପ୍ ରମେ କରେ। ତୁମ୍ଭମାନେେ ତାହାଙ୍କ କଥା ମାନ।
ଲୂକଲିଖିତ ସୁସମାଚାର 3:22
ପବିତ୍ର ଆତ୍ମା ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ ଓ ସେ କପୋତ ପରି ଦହେ ଧାରଣ କରିଥିଲେ। ଆକାଶବାଣୀ ହେଲା: ତୁମ୍ଭେ ମାରେ ପ୍ରିୟ ପୁତ୍ର। ମୁଁ ତୁମ୍ଭ ଉପରେ ଅତ୍ଯନ୍ତ ସନ୍ତୁଷ୍ଟ।
ଲୂକଲିଖିତ ସୁସମାଚାର 4:18
ପ୍ରଭୁଙ୍କ ଆତ୍ମା ମାେ' ଠା ରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ପରମେଶ୍ବର ମାେତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହାଇେ ପାରିଛନ୍ତି, ଏହା ସମାନଙ୍କେୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖିପାରିବେ ବୋଲି ସମାନଙ୍କେୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦବୋକୁ
ଲୂକଲିଖିତ ସୁସମାଚାର 9:35
ସେତବେେଳେ ମେଘ ଭିତରୁ ଆକାଶବାଣୀ ହେଲା, ଏ ମାରେ ପୁତ୍ର। ଏହାଙ୍କୁ ମୁଁ ବାଛିଅଛି। ତାହାଙ୍କ କଥାର ବାଧ୍ଯ ହୁଅ।
ଲୂକଲିଖିତ ସୁସମାଚାର 10:40
ମାର୍ଥାକୁ ବହୁତ ଗୁଡାଏ କାମ କରିବାକୁ ପଡୁଥିବାରୁ ସେ ରାଗିଗଲା। ସେ ଯୀଶୁଙ୍କ ପାଖକୁ ଆସି କହିଲା, ପ୍ରଭୁ! ମାେ ଭଉଣୀ ଘରର ଯେ ସବୁ କାମ ମାେ ଉପରେ ଛାଡି ଦଇେଛି, ଏ ବିଷୟ ରେ କ'ଣ ଆପଣଙ୍କର ମନୋୟୋଗ ନାହିଁ? ଏଣୁ ତାହାକୁ କୁହନ୍ତୁ ଯେ ସେ ମାେତେ ସାହାୟ୍ଯ କରୁ।
ଯୋହନଲିଖିତ ସୁସମାଚାର 1:33
ଯୋହନ କହିଲେ, ଏସବୁ ଘଟିବାର ମୁଁ ଦେଖିଛି। ସ୍ବର୍ଗରୁ ଆତ୍ମା ଅବତରଣ କରିବାର ମୁଁ ଦେଖିଲି। ସହେି ଆତ୍ମା ଗୋଟିଏ କପୋତ ପରି ଦଖାେ ଯାଉଥିଲେ ଓ ଯୀଶୁଙ୍କ ଉପରେ ବସି ରହିଥିବାର ମୁଁ ଦେଖିଲି।
ଯୋହନଲିଖିତ ସୁସମାଚାର 3:33
ସେ କହୁଥିବା କଥା ଗୁଡିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ବର ଯାହା କହନ୍ତି ତାହା ସତ୍ଯ।
ଯୋହନଲିଖିତ ସୁସମାଚାର 4:13
ଯୀଶୁ ଉତ୍ତର ଦେଲେ, ପ୍ରେତ୍ୟକକ ଲୋକ ଏହି ଜଳ ପାନ କରିବା ପରେ ପୁଣି ତୃଷାର୍ତ୍ତ ହବେ।
ଯୋହନଲିଖିତ ସୁସମାଚାର 6:28
ଲୋକମାନେ ଯୀଶୁଙ୍କୁ ପଚାରିଲେ, ଆମ୍ଭେ କ'ଣ କ'ଣ କରିବା ଉଚିତ ବୋଲି ପରମେଶ୍ବର ଚାହାଁନ୍ତି?
ଯୋହନଲିଖିତ ସୁସମାଚାର 6:68
ଶିମାନେ ପିତର ଉତ୍ତର ଦେଲେ, ପ୍ରଭୁ, ଆମ୍ଭେ କାହା ପାଖକୁ ୟିବୁ? ତୁମ୍ଭ ପାଖ ରେ ଅନନ୍ତ ଜୀବନ ଅଛି।
ଯୋହନଲିଖିତ ସୁସମାଚାର 8:18
ମୁଁ ମାେ ନିଜ ସମ୍ବନ୍ଧ ରେ ଜଣେ ସାକ୍ଷୀ ଓ ମାେତେ ପଠାଇଥିବା ପରମପିତା ମାରେ ଆଉ ଜଣେ ସାକ୍ଷୀ।
ଯୋହନଲିଖିତ ସୁସମାଚାର 10:37
ମାରେ ପରମପିତା ଯାହା କରନ୍ତି, ମୁଁ ଯଦି ତାହା କରେ ନାହିଁ, ତବେେ ମୁଁ ଯାହା କୁ ହେ ତାହା ବିଶ୍ବାସ କର ନାହିଁ।
ଯୋହନଲିଖିତ ସୁସମାଚାର 11:25
ଯୀଶୁ ତାକୁ କହିଲେ, ମୁଁ ସହେି ପୁନରୁତ୍ଥାନ ଓ ଜୀବନ, ମାଠାେ ରେ ବିଶ୍ବାସ କରୁଥିବା ଲୋକ ମୃତ୍ଯୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ।
ଯୋହନଲିଖିତ ସୁସମାଚାର 11:42
ମୁଁ ଜାଣେ ଯେ, ତୁମ୍ଭେ ସବୁବେଳେ ମାେ କଥା ଶୁଣ। ମାତ୍ର ତୁମ୍ଭେ ମାେତେ ପଠାଇଛ ବୋଲି ଏଠା ରେ ଠିଆ ହାଇେଥିବା ଲୋକମାନେ ଯେପରି ବିଶ୍ବାସ କରିବେ , ସେଥିପାଇଁ ମୁଁ ଏହା କହିଲି।
ଯୋହନଲିଖିତ ସୁସମାଚାର 14:6
ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।
ଯୋହନଲିଖିତ ସୁସମାଚାର 15:24
ଯଦି ମୁଁ ସହେି କାର୍ୟ୍ଯ କରିନଥାନ୍ତି, ତବେେ ସମାନେେ ପାପଦ୍ବାରା ଦୋଷୀ ସାବ୍ଯସ୍ତ ହାଇନେଥାଆନ୍ତେ। କିନ୍ତୁ ସମାନେେ ମାରେ ସହେି ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ଦେଖିଛନ୍ତି। ତଥାପି ସମାନେେ ମାେତେ ଓ ପରମପିତାଙ୍କୁ ଘୃଣା କରନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:22
ହେ ଇଶ୍ରାୟେଲର ଲୋକମାନେ, ଏହି ସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ଯକ୍ତି ଥିଲେ। ଯାହାଙ୍କୁ ଈଶ୍ବର ପଠାଇ ଥିଲେ। ଯୀଶୁ ଯେଉଁ ସବୁ ଶକ୍ତିଶାଳୀ କାର୍ୟ୍ଯ ଏବଂ ଆଶ୍ଚର୍ୟ୍ଯ ଘଟଣା ସବୁ କରିଥିଲେ, ତାହାଦ୍ବାରା ପରମେଶ୍ବର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:11
ପରମେଶ୍ବର ଗ୍ରହଣ କରି ନଇେଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରାହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହବୋ ପୂର୍ବରୁ ପରମେଶ୍ବରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି ଓ ସୁନ୍ନତ ହାଇେ ନାହାଁନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରାହାମ ଅଟନ୍ତି। ସମାନେେ ବିଶ୍ବାସ କରନ୍ତି ଓ ଏହି କାରଣରୁ ସମାନେେ ପରମେଶ୍ବରଙ୍କ ପାଇଁ ଧାର୍ମିକ ବୋଲି ନିରୁପିତ ହୁଅନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:13
ଖାଦ୍ୟ ପଟେ ପାଇଁ ଓ ପଟେ ଖାଦ୍ୟ ପାଇଁ ଅଟେ। ଏ କଥା ଠିକ୍, କିନ୍ତୁ ପରମେଶ୍ବର ଏ ଦୁହିଁକୁ ନାଶ କରିବେ। ଶରୀର ୟୌନଗତ ପାପ ପାଇଁ ନୁହେଁ, ଏବଂ ପ୍ରଭୁଙ୍କ ପାଇଁ ଉଦ୍ଦିଷ୍ଟ, ଓ ପ୍ରଭୁ ଶରୀର ପାଇଁ ଅଟନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:29
ଭାଇ ଓ ଭଉଣୀମାନେ ! ମାରେ କହିବା କଥା ଯେ, ସମୟ ବହୁତ କମ୍ ଅଛି। ଅତଏବ, ଏହାପରେ, ଯେଉଁମାନଙ୍କର ପତ୍ନୀ ଅଛନ୍ତି ସମାନେେ ପ୍ରଭୁଙ୍କ ପାଇଁ ସମୟ ଦିଅନ୍ତୁ, ଯେପରି ସମାନଙ୍କେ ପତ୍ନୀ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:2
ଅନ୍ୟମାନେ ମାେତେ ପ୍ ରରେିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭମାନେେ ମାେତେ ପ୍ ରରେିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ ରରେିତ, ତୁମ୍ଭମାନେେ ଏଥିର ପ୍ରମାଣ ଅଟ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:24
ତୁମ୍ଭମାନେେ ଜାଣ ଯେ ଦୌଡ଼ ପ୍ରତିୟୋଗିତା ରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭମାନେେ ଯେପରି ଜିତିବ, ସେପ୍ରକାର ଦୌଡ଼।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:18
ଆମ୍ଭର ଆଖି ଦୃଶ୍ଯ ବିଷୟଗୁଡ଼ିକ ଉପରେ ନ ରହି, ଅଦୃଶ୍ଯ ବିଷୟ ଉପରେ କନ୍େଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦଖାେ ଯାଉଛି, ତାହା ଅସ୍ଥାଯୀ, ଓ ଯାହା ଅଦୃଶ୍ଯ, ତାହା ସମ୍ପୂର୍ଣ୍ଣ ଚିରସ୍ଥାଯୀ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:13
ପରମେଶ୍ବର ତୁମ୍ଭ ମଧିଅରେ କାର୍ୟ୍ଯ କରୁଛନ୍ତି। ତାହାଙ୍କୁ ସନ୍ତୁଷ୍ଟ କଲା ଭଳି କାର୍ୟ୍ଯ କରିବା ନିମନ୍ତେ ସେ ତୁମ୍ଭକୁ ଇଚ୍ଛାଶକ୍ତି ଦିଅନ୍ତି ଓ ତାହା ସାଧନ କରିବାକୁ ଶକ୍ତି ମଧ୍ଯ ଦିଅନ୍ତି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:29
ଖ୍ରୀଷ୍ଟ ମାେତେ ଦଇେଥିବା ମହାନ୍ ଶକ୍ତି ବଳ ରେ ସଂଘର୍ଷ କରି ମୁଁ ଏହି କାମଟି କରୁଛି। ଏହି ଶକ୍ତି ମାେ ଜୀବନ ରେ କାମ କରୁଛି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:22
ଏହି ଜାଗତିକ ନିୟମଗୁଡ଼ିକ ସହେିସବୁ ବିଷୟ ରେ ଅଟେ, ଯାହା କି ବ୍ଯବହାର ହବୋ ପରେ ନଷ୍ଟ ହାଇଯୋଆନ୍ତି। ସହେି ଆଦେଶ ଓ ଶିକ୍ଷାଗୁଡ଼ିକ ମନୁଷ୍ଯମାନଙ୍କଠାରୁ, ପରମେଶ୍ବରଙ୍କଠାରୁ ନୁହେଁ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:2
ସବୁବେଳେ ସହେି ସ୍ବର୍ଗର ବିଷୟଗୁଡ଼ିକ ଅନ୍ବଷେଣ କର, ମର୍ତ୍ତ୍ଯର ବିଷୟଗୁଡ଼ିକ ପାଇଁ ନୁହେଁ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:3
ଆମ୍ଭମାନଙ୍କର ପରମପିତା ପରମେଶ୍ବରଙ୍କୁ ଆମ୍ଭ ପ୍ରାର୍ଥନା ରେ ନିବଦନେ କଲା ବେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ବିଶ୍ବାସ ହତେୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ଯବାଦ ଦେଉ। ତୁମ୍ଭମାନେେ ତୁମ୍ଭମାନଙ୍କର ପ୍ ରମେ ହତେୁ ଯେଉଁ କାର୍ୟ୍ଯ କରିଛ, ସେଥିପାଇଁ ତାହାଙ୍କୁ ଧନ୍ଯବାଦ ଦେଉ। ଏବଂ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କ ଭରସା ହତେୁ ତୁମ୍ଭମାନେେ ଦୃଢ଼ ହାଇେ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ଯବାଦ ଅର୍ପଣ କରୁଛୁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:19
ସହେି ବାକ୍ଯଗୁଡ଼ିକ ସହେି ମୂଳଦୁଆ ଉପରେ ଲଖାେ ହାଇେଛି : ଯେଉଁମାନେ ପ୍ରଭୁଙ୍କର ଲୋକ, ସମାନଙ୍କେୁ ପ୍ରଭୁ ଜାଣନ୍ତି। ନିମ୍ନ ଲିଖିତ ଶଦ୍ଦଗୁଡିକ ମଧ୍ଯ ମୂଳ ଦୁଆ ଉପରେ ଲଖାଯାେଇଛି: ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ବାସ କରେ, ସେ ମନ୍ଦ କାମ ନ କରୁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4:11
ଅତଏବ, ଆମ୍ଭେ ପରମେଶ୍ବରଙ୍କ ସହେି ବିଶ୍ରାମସ୍ଥଳ ରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ଯକ। ପରମେଶ୍ବରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳ ରେ ପ୍ରବେଶ କରିପାରନ୍ତି ନାହିଁ, ସହେି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ଯରୁ କହେି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭମାନେେ ଯଥାସାଧ୍ଯ ପରିଶ୍ରମ କରିବା ଆବଶ୍ଯକ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:16
ସାବଧାନ ରୁହ ଯେପରି କହେି ହେଲେ ୟୌନ ବ୍ଯଭିଚାର ନ କରେ। ସାବଧାନ ରୁହ ଯେପରି କହେି ଏସେ ୗ ଭଳି ନ ହେଉ। ସେ ପରମେଶ୍ବରଙ୍କ ବିଷୟ ରେ ଚିନ୍ତା କରେ ନାହିଁ। ଏସେ ୗ ଜେଷ୍ଠପୁତ୍ର ଥିଲା, ଓ ସେ ତା' ପିତାଙ୍କଠାରୁ ସବୁକିଛି ଉତ୍ତରାଧିକାରୀ ଭାବରେ ପାଇଥାନ୍ତା। କିନ୍ତୁ ଥରକର ଭୋଜନ ବଦଳ ରେ ସେ ସବୁକିଛି ବିକ୍ରି କରି ଦଲୋ।
ଯାକୁବଙ୍କ ପତ୍ 1:11
ସୂର୍ୟ୍ଯ ଉଦୟ ହାଇେ ଅଧିକ ଉତ୍ତପ୍ତ କରେ। ସୂର୍ୟ୍ଯର ଉତ୍ତାପ ଚାରା ଗଛଟିକୁ ଶୁଖଇେ ଦିଏ। ଫୁଲ ଝଡ଼ି ଯାଏ। ସହେି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ଯ ଠିକ୍ ସହେିଭଳି। ସେ ତାହାର ବ୍ଯବସାୟ ଲାଗି ଯୋଜନା କରୁଥିବା ବେଳେ ମରିୟିବ।
ପିତରଙ୍କ ପ୍ରଥମ ପତ୍ 1:24
ଶାସ୍ତ୍ର କୁ ହେ :
ପିତରଙ୍କ ଦିତୀୟ ପତ୍ର 1:17
ଯେତବେେଳେ ପରମପିତା ପରମେଶ୍ବରଙ୍କ ଠାରୁ ଯୀଶୁ ସମ୍ମାନ ଓ ମହିମା ପାଇଥିଲେ, ସେତବେେଳେ ଯୀଶୁ ପିତା ପରମେଶ୍ବରଙ୍କ ମହାଗୌରବୟୁକ୍ତ ବାଣୀ ଶୁଣିଥିଲେ। ସହେି ସ୍ବର କହିଥିଲା : ଏ ମାରେପୁତ୍ର, ମୁଁ ତାହାକୁ ପ୍ ରମେ କରେ। ମୁଁ ତା' ଉପରେ ଅତି ପ୍ରସନ୍ନ।
ପିତରଙ୍କ ଦିତୀୟ ପତ୍ର 3:11
ମୁଁ କହିଲା ଭଳି, ଏପରି ଭାବରେ ସବୁ କିଛି ନଷ୍ଟ ହାଇଯେିବ। ଅତଏବ, ତୁମ୍ଭେ କିପରି ଲୋକ ହବୋ ଉଚିତ ? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ବରଙ୍କ ସବୋ କରିବା ଉଚିତ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:6
ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।
ଗୀତସଂହିତା 2:7
ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସହେି ନିଯମ ଘୋଷଣା କରୁଛି। ସଦାପ୍ରଭୁ ମାେତେ କହିଲେ, ଆଜିଠାରୁ ମୁଁ ତୁମ୍ଭର ପିତା ହେଲ ଓ ତୁମ୍ଭେ ମାରେ ପୁତ୍ର ହେଲ।
ଗୀତସଂହିତା 40:7
ତଣେୁ ମୁଁ କହିଲି, ମୁଁ ଉପସ୍ଥିତ ଅଛି, ମାେତେ ତୁମ୍ଭେ ନିଅ। ଏହା ମାେ ବିଷଯରେ ପୁସ୍ତକରେ ଲଖାୟୋଇଛି।
ଉପଦେଶକ 5:11
ଜଣେ ବ୍ଯକ୍ତିର ଯେତେ ଅଧିକ ସମ୍ପତ୍ତି ଅଛି, ତାହାର େସତେ ବନ୍ଧୁ ତା'ର ସମ୍ପତ୍ତି ଖର୍ଚ୍ଚ କରିବାକୁ ସାହାୟ୍ଯ କରନ୍ତି। ତେଣୁ ସହେି ଧନୀ ବ୍ଯକ୍ତିଟି ପ୍ରକୃତ ରେ କିଛି ଲାଭ ପାଏ ନାହିଁ। କବଳେ ସେ ନିଜ ସମ୍ପତ୍ତିକୁ ଦେଖେ।
ଉପଦେଶକ 6:7
ମନୁଷ୍ଯ ତା'ର ନିଜ ପଟେ ପାଇଁ ପରିଶ୍ରମ କରେ। କିନ୍ତୁ ସେ ସେଥି ରେ ସନ୍ତୁଷ୍ଟ ହୁଏ ନାହିଁ, କାହିଁକି?
ଯିଶାଇୟ 11:1
ଅନନ୍ତର ୟିଶଯର ଗଣ୍ଠିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା'ର ମୂଳରୁ ଶାଖା ବଢ଼ିବ,
ଯିଶାଇୟ 61:1
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ଯିରିମିୟ 15:16
ତୁମ୍ଭର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ଯ ଦ୍ବାରା ମାରେ ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ଯାଧିପତି ସଦାପ୍ରଭୁ ପରମେଶ୍ବର, ମୁଁ ତୁମ୍ଭ ନାମ ରେ ଖ୍ଯାତ ଅଟେ।
ହବକକୂକ 2:13
ସର୍ବଶକ୍ତିମାନ ସଦାପ୍ରଭୁ ସ୍ଥିର କରିଛନ୍ତି ଯେ ଅଗ୍ନି ସବୁ ଜିନିଷକୁ ପୋଡି଼ଦବେ ଯାହାସବୁ ଲୋକମାନେ ନିର୍ମାଣ କରିଥିଲେ। ସମାନଙ୍କେର ସହେି ସବୁ କାର୍ୟ୍ଯ ନିଷ୍ଫଳ ହବେ।
ମାଥିଉଲିଖିତ ସୁସମାଚାର 3:17
ସେତବେେଳେ ଆକାଶରୁ ଏହି ବାଣୀ ହେଲା: ଏ ମାରେ ପ୍ରୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ ରମେ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।
ମାଥିଉଲିଖିତ ସୁସମାଚାର 6:19
ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।
ଯିଶାଇୟ 42:1
ମାରଦୋସକୁ ଦେଖ। ମୁଁ ତାକୁ ମନୋନୀତ କରିଛି। ମାରେ ଚିତ୍ତ ତାହାଠା ରେ ସନ୍ତୁଷ୍ଟ। ମୁଁ ତାହା ଉପ ରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ଯଦେଶ ପ୍ରତି ନ୍ଯାଯ ବିଚାର କରିବ।