John 6:63 ଶରୀର ମନଷ୍ଯକୁ ଜୀବନଦାନ କରନୋହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।
John 6:63 in Other Translations
King James Version (KJV) It is the spirit that quickeneth; the flesh profiteth nothing: the words that I speak unto you, they are spirit, and they are life.
American Standard Version (ASV) It is the spirit that giveth life; the flesh profiteth nothing: the words that I have spoken unto you are spirit, are are life.
Bible in Basic English (BBE) The spirit is the life giver; the flesh is of no value: the words which I have said to you are spirit and they are life.
Darby English Bible (DBY) It is the Spirit which quickens, the flesh profits nothing: the words which I have spoken unto you are spirit and are life.
World English Bible (WEB) It is the spirit who gives life. The flesh profits nothing. The words that I speak to you are spirit, and are life.
Young's Literal Translation (YLT) the spirit it is that is giving life; the flesh doth not profit anything; the sayings that I speak to you are spirit, and they are life;
the
τὸ
ho
oh
spirit
πνεῦμά
pneuma
PNAVE-ma
It is
ἐστιν
esti
ay-STEE
τὸ
ho
oh
that quickeneth;
ζῳοποιοῦν
zōopoieō
zoh-oh-poo-A-oh
the
ἡ
ho
oh
flesh
σὰρξ
sarx
SAHR-ks
nothing:
οὐκ
ou
oo
profiteth
ὠφελεῖ
ōpheleō
oh-fay-LAY-oh
οὐδέν·
oudeis
oo-THEES
the
τὰ
ho
oh
words
ῥήματα
rhēma
RAY-ma
that
ἃ
hos
ose
I
ἐγὼ
egō
ay-GOH
speak
λαλῶ
laleō
la-LAY-oh
unto you,
ὑμῖν
hymin
yoo-MEEN
spirit,
πνεῦμά
pneuma
PNAVE-ma
are
ἐστιν
esti
ay-STEE
and
καὶ
kai
kay
life.
ζωή
zōē
zoh-A
are
ἐστιν
esti
ay-STEE
Read Full Chapter :
John 6
Cross Reference
ଯୋହନଲିଖିତ ସୁସମାଚାର 6:68
ଶିମାନେ ପିତର ଉତ୍ତର ଦେଲେ, ପ୍ରଭୁ, ଆମ୍ଭେ କାହା ପାଖକୁ ୟିବୁ? ତୁମ୍ଭ ପାଖ ରେ ଅନନ୍ତ ଜୀବନ ଅଛି।
ଗୀତସଂହିତା 119:93
ସଦାପ୍ରଭୁ ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ। କାରଣ ସମାନଙ୍କେ ଦ୍ବାରା ମାେତେ ତୁମ୍ଭେ ଜୀବିତ ରହିବାକୁ ଦିଅ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:17
ସୁସମାଗ୍ଭର ଶୁଣିଲେ ବିଶ୍ବାସ ହୁଏ ଓ ଜଣେ କିଏ ଖ୍ରୀଷ୍ଟଙ୍କ ବିଷୟ ରେ କହିଲେ ଲୋକେ ଶୁଣନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:45
ଶାସ୍ତ୍ର ରେ ଲଖାେ ଅଛି : ପ୍ରଥମ ମନୁଷ୍ଯ (ଆଦମ) ସଜୀବ ପ୍ରାଣୀ, କିନ୍ତୁ ଶଷେ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା।
ଦିତୀୟ ବିବରଣ 32:47
କବେବେି ଏପରି ଭାବ ନାହିଁ ଯେ, ଏହିସବୁ କଥା ମୂଲ୍ଯହୀନ ବୋଲି। ସେଥି ରେ ତୁମ୍ଭର ଜୀବନ ନିହିତ ଅଛି। ଏହି ଶିକ୍ଷା ଅନକ୍ସ୍ଟସରଣ କରି ତୁମ୍ଭମାନେେ ୟର୍ଦ୍ଦନ ସପୋରିସ୍ଥ ଯେଉଁ ଦେଶକକ୍ସ୍ଟ ଅଧିକାର କରିବାକୁ ଯାଉଅଛ, ସଠାେରେ ଦୀର୍ଘ୍ଯ ଜୀବନ ଲାଭ କରିବ।
ଗୀତସଂହିତା 119:50
ମୁଁ ଯେତବେେଳେ ଦୁଃଖରେ ଥିଲି, ତୁମ୍ଭେ ସେତବେେଳେ ମାେତେ ସାନ୍ତ୍ବନା ଦଇେଅଛ। ତୁମ୍ଭର ବାକ୍ଯସବୁ ମାେତେ ପୁନଃର୍ଜୀବିତ କରିଅଛି।
ଗୀତସଂହିତା 119:130
ତୁମ୍ଭର କଥାର ବିସ୍ତାରତା ମସ୍ତକର ଆ ଲୋକ ପ୍ରଦାନ କରେ। ଏପରି ଏହା ମୂର୍ଖ ଲୋକମାନଙ୍କୁ ମଧ୍ଯ ବୁଦ୍ଧିମାନ କରେ।
ଗୀତସଂହିତା 19:7
ପରମେଶ୍ବରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସଗେୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ଯବସ୍ଥାକୁ ବିଶ୍ବାସ କରାୟାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:6
ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସବେକ ହବୋ ପାଇଁ ଯୋଗ୍ଯ ବିବଚେିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ଯୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:25
ସହେି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍।
ଏବ୍ରୀମାନଙ୍କ ନିକଟକୁ ପତ୍ର 4:12
ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।
ପିତରଙ୍କ ପ୍ରଥମ ପତ୍ 1:23
ତୁମ୍ଭେ ପୁନର୍ଜନ୍ମ ଗ୍ରହଣ କରିଛ। ଏହି ନୂତନ ଜୀବନ ମରଣଶୀଳ ବିଷୟରୁ ଆସି ନାହିଁ କିନ୍ତୁ ଯାହା କିଛି କବେେ ମ ରେ ନାହିଁ, ସଠାରୁେ ଆସିଛି। ଯାହା ସବୁଦିନ ପାଇଁ ରୁ ହେ, ପରମେଶ୍ବରଙ୍କ ସହେି ଜୀବନ୍ତ ସୁସମାଚାର ଯୋଗୁଁ ତୁମ୍ଭେ ଆଉ ଥରେ ଜନ୍ମ ଗ୍ରହଣ କରିଛ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:2
ମୁଁ ଦୋଷୀ ବଲେି ବିଚାରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆତ୍ମାର ବ୍ଯବସ୍ଥା ଜୀବନ ଦିଏ ଓ ତାହା ମାେତେ ମୁକ୍ତ କରିଛି। ପାପ ଓ ମୃତ୍ଯୁ ଆଣୁଥିବା ବ୍ଯବସ୍ଥାରୁ ଏହା ମାେତେ ମୁକ୍ତ କରିଛି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:8
ଶାସ୍ତ୍ର କୁ ହେ: ପରମେଶ୍ବରଙ୍କ ଶିକ୍ଷା ତୁମ୍ଭ ପାଖ ରେ ଅଛି; ଏହା ତିମ୍ଭ ମୁଁହ ରେ ଓ ତିମ୍ଭ ହୃଦୟ ରେ ଅଛି। ଆମ୍ଭେ ଲୋକମାନଙ୍କୁ ଘାଷେଣା କରୁଥିବା ସହେି ଶିକ୍ଷାଟି ବିଶ୍ବାସର ଶିକ୍ଷା ଅଟେ।
ଯାକୁବଙ୍କ ପତ୍ 1:18
ସତ୍ଯ ବାକ୍ଯ ଦ୍ବାରା ସେ ଆମ୍ଭକୁ ଜୀବନ ଦାନ ଦବୋ ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ଯରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ବପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।
ପିତରଙ୍କ ପ୍ରଥମ ପତ୍ 3:18
ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:9
କିନ୍ତୁ ଶାସ୍ତ୍ରମାନଙ୍କ ରେ ଏହିପରି ଲଖାେ ଅଛି :
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:6
ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:15
ଜଣେ ମନୁଷ୍ଯ ସୁନ୍ନତ ହେଉ ବା ଅସୁନ୍ନତ ହେଉ, ସେଥି ରେ କିଛି ଗୁରୁତ୍ବ ନାହିଁ। କବଳେ ପରମେଶ୍ବରଙ୍କ ଦ୍ବାରା ସୃଷ୍ଟ ନୂତନ ମନୁଷ୍ଯ ହବୋ ଗୁରୁତ୍ବପୂର୍ଣ୍ଣ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:13
ତୁମ୍ଭମାନେେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ବରଙ୍କ ବାକ୍ଯ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ବରଙ୍କୁ ଅନବରତ ଧନ୍ଯବାଦ ଜଣାଉଛୁ। ଏହା ପ୍ରକୃତ ରେ ପରମେଶ୍ବରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଉପରେ ପଡ଼ିଛି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:8
ନିଜ ଶରୀର ସାଧନା ଅନକୋଂଶ ରେ ତୁମ୍ଭକୁ ସାହାୟ୍ଯ କରେ। କିନ୍ତୁ ପରମେଶ୍ବରଙ୍କ ଉପାସନା କରିବା ଦ୍ବାରା ତାହା ସମସ୍ତ ବିଷୟ ରେ ତୁମ୍ଭକୁ ସାହାୟ୍ଯ କରେ। ଏହା ବର୍ତ୍ତମାନର ଜୀବନ ରେ ଓ ଭବିଷ୍ଯତ ରେ ଜୀବନ ରେ ମଧ୍ଯ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:9
ନାନା ପ୍ରକାରର ଅଜଣା ଶିକ୍ଷା ଦ୍ବାରା ଭୁଲ ବାଟରେ ପରିଚାଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ବାରା ନୁହେଁ, ବରଂ ପରମେଶ୍ବରଙ୍କ ଅନୁଗଅହ ଦ୍ବାରା ଶକ୍ତିଶାଳୀ ହବୋ ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ବାରା କିଛି ସାହାୟ୍ଯ ମିଳେ ନାହିଁ।
ଆଦି ପୁସ୍ତକ 2:7
ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।
ଯୋହନଲିଖିତ ସୁସମାଚାର 12:49
ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦଇେଛି ତାହା ମାରେ ନୁହେଁ। ମାରେ ପ୍ ରରଣକେର୍ତ୍ତା ପରମପିତା ମାେତେ କ'ଣ କହିବାକୁ ଓ କ'ଣ ଉପଦେଶ ଦବୋକୁ ପଡିବ ତାହା କହିଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:27
ଅତଏବ, ଯେଉଁ ଲୋକ ରୋଟୀ ଓ ପ୍ରଭୁଙ୍କର ପିଆଲାରୁ ଅନୁଚିତ ଭାବରେ ଗ୍ରହଣ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତର ଅବମାନନା କରେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:25
ଯଦି ତୁମ୍ଭେ ବ୍ଯବସ୍ଥା ପାଳନ କରୁଛ, ତା ହେଲେ ତୁମ୍ଭର ସୁନ୍ନତ ହବୋର ମୂଲ୍ଯ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ଯବସ୍ଥା ଭଙ୍ଗ କରୁଛ ତା ହେଲେ ତୁମ୍ଭେ ସୁନ୍ନତ ନ ହବୋ ସହିତ ସମାନ।
ପିତରଙ୍କ ପ୍ରଥମ ପତ୍ 3:21
ସହେି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତସ୍ମ ନୁହେଁ। ମାତ୍ର ବାପ୍ତସ୍ମ ହେଉଛି, ପରମେଶ୍ବରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ଯୁରୁ ଜୀବିତ ହାଇେଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:1
ଅତଏବ ଯିହୂଦୀମାନଙ୍କଠା ରେ କଣ ଅଧିକ ଅଛି ଯାହା ଅନ୍ୟ ଲୋକମାନଙ୍କଠା ରେ ନାହିଁ? ଅସୁନ୍ନତ ହବୋ ରେ କଣ ବିଶଷେ ମୂଲ୍ଯ ଅଛି?