John 8:48
ୟିରୂଦୀମାନେ ଉତ୍ତର ଦେଲେ, ଆମ୍ଭମାନେେ କହୁଛୁ, ତୁମ୍ଭେ ଜଣେ ଶମିରୋଣୀୟ। ତୁମ୍ଭ ଭିତ ରେ ଗୋଟିଏ ଭୂତ ରହିଛି ଓ ସେ ତୁମ୍ଭକୁ ପାଗଳ କରି ଦଇେଛି। ଆମ୍ଭର ଏହି କଥା କ'ଣ ଠିକ୍ ନୁହେଁ କି?
John 8:48 in Other Translations
King James Version (KJV)
Then answered the Jews, and said unto him, Say we not well that thou art a Samaritan, and hast a devil?
American Standard Version (ASV)
The Jews answered and said unto him, Say we not well that thou art a Samaritan, and hast a demon?
Bible in Basic English (BBE)
The Jews said to him in answer, Are we not right in saying that you are of Samaria and have an evil spirit?
Darby English Bible (DBY)
The Jews answered and said to him, Say we not well that thou art a Samaritan and hast a demon?
World English Bible (WEB)
Then the Jews answered him, "Don't we say well that you are a Samaritan, and have a demon?"
Young's Literal Translation (YLT)
The Jews, therefore, answered and said to him, `Do we not say well, that thou art a Samaritan, and hast a demon?'
| Then | Ἀπεκρίθησαν | apekrithēsan | ah-pay-KREE-thay-sahn |
| answered | οὖν | oun | oon |
| the | οἱ | hoi | oo |
| Jews, | Ἰουδαῖοι | ioudaioi | ee-oo-THAY-oo |
| and | καὶ | kai | kay |
| said | εἶπον | eipon | EE-pone |
| unto him, | αὐτῷ | autō | af-TOH |
| Say | Οὐ | ou | oo |
| we | καλῶς | kalōs | ka-LOSE |
| not | λέγομεν | legomen | LAY-goh-mane |
| well | ἡμεῖς | hēmeis | ay-MEES |
| that | ὅτι | hoti | OH-tee |
| thou | Σαμαρείτης | samareitēs | sa-ma-REE-tase |
| art | εἶ | ei | ee |
| Samaritan, a | σύ, | sy | syoo |
| and | καὶ | kai | kay |
| hast | δαιμόνιον | daimonion | thay-MOH-nee-one |
| a devil? | ἔχεις | echeis | A-hees |
Cross Reference
ଯୋହନଲିଖିତ ସୁସମାଚାର 7:20
ଲୋକମାନେ କହିଲେ, ତୁମ୍ଭ ଭିତ ରେ ଗୋଟିଏ ଭୂତ ପ୍ରବେଶ କରି ତୁମ୍ଭକୁ ପାଗଳ କରିଦଇେଛି। ଆମ୍ଭ ତୁମ୍ଭକୁ ମାରିବାକୁ ଚେଷ୍ଟାକରୁ ନାହୁଁ।
ଯୋହନଲିଖିତ ସୁସମାଚାର 8:52
ଯିହୂଦୀମାନେ ଯୀଶୁଙ୍କୁ କହିଲେ, ଆମ୍ଭେ ବର୍ତ୍ତମାନ ଜାଣିଲୁ ଯେ, ତୁମ୍ଭ ଭିତ ରେ ଗୋଟିଏ ଭୂତ ଅଛି। ଏପରିକି ଅବ୍ରାହାମ ମରିଥିଲେ ଓ ଭବିଷ୍ଯଦ୍ବକ୍ତାମାନେ ମଧ୍ଯ ମରିଥିଲେ। କିନ୍ତୁ ତୁମ୍ଭେ କହୁଛ, 'ମାେ ଉପଦେଶ ମାନିବା ଲୋକ କଦାପି ମରିବ ନାହିଁ।'
ଯୋହନଲିଖିତ ସୁସମାଚାର 4:9
ସହେି ଶମିରୋଣୀଯା ସ୍ତ୍ରୀ ଜଣକ ତାହାଙ୍କୁ କହିଲା, ମୁଁ ଆଶ୍ଚର୍ୟ୍ଯ ହେଉଛି ଯେ ଆପଣ ମାେତେ ପାଣି ପିଇବାକୁ ମାଗୁଛନ୍ତି। ଆପଣ ଜଣେ ଯିହୂଦୀ ଓ ମୁଁ ଜଣେ ଶମିରୋଣୀଯା ସ୍ତ୍ରୀ। ଯିହୂଦୀମାନେ ଶମିରୋଣୀୟଙ୍କ ସହିତ ବନ୍ଧୁତା କରନ୍ତି ନାହିଁ।
ଯାକୁବଙ୍କ ପତ୍ 2:19
ତୁମ୍ଭେ ବିଶ୍ବାସ କର ଯେ, କବଳେ ଜଣେ ପରମେଶ୍ବର ଅଛନ୍ତି ; ଭଲ କଥା କିନ୍ତୁ ଭୂତମାନେ ମଧ୍ଯ ଏହା ବିଶ୍ବାସ କରନ୍ତି ଓ ଭୟ ରେ ଥରହର ହୁଅନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:13
ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ୟିବା ଉଚିତ। ଆମ୍ଭେ ମଧ୍ଯ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:3
ଖ୍ରୀଷ୍ଟ ମଧ୍ଯ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟାକରି ନଥିଲେ। ତାହାଙ୍କ ବିଷୟ ରେ ଶାସ୍ତ୍ର କୁ ହେ: ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସମାନେେ ମାରେ ବି ଅପମାନ କରିଛନ୍ତି।
ଯୋହନଲିଖିତ ସୁସମାଚାର 13:13
ତୁମେ ମାେତେ 'ଗୁରୁ' ଓ 'ପ୍ରଭୁ' କହୁଛ। ଅବଶ୍ଯ, ଏହା ଠିକ୍, କାରଣ ମୁଁ ତାହା ଅଟେ।
ଯୋହନଲିଖିତ ସୁସମାଚାର 10:20
ସମାନଙ୍କେ ମଧ୍ଯରୁ ଅନକେ ଯିହୂଦୀ କହିଲେ, ଜଣେ ଭୂତ ତା ଭିତରକୁ ଆସିଛି ଓ ତାହାଙ୍କୁ ପାଗଳ କରିଦଇେଛି। ଏ ଭଳି ଲୋକର କଥା ଶୁଣି ଲାଭ ନାହିଁ।
ମାଥିଉଲିଖିତ ସୁସମାଚାର 15:7
ତୁମ୍ଭେ ସବୁ କପଟୀ। ୟିଶାଇୟ ତୁମ୍ଭମାନଙ୍କ ବିଷୟ ରେ ଠିକ୍ ଭାବରେ ଏହି ଭବିଷ୍ଯଦ୍ବାଣୀ କହିଥିଲେ।
ମାଥିଉଲିଖିତ ସୁସମାଚାର 12:31
ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁ ସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆୟିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆୟିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧ ରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି।
ମାଥିଉଲିଖିତ ସୁସମାଚାର 12:24
ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, ଯୀଶୁ ଭୂତମାନଙ୍କ ଶାସକ ବାଆଲ୍ଜିବୂଲ ଙ୍କ ସାହାର୍ୟ୍ଯ ରେ ଭୂତମାନଙ୍କୁ ଛଡ଼ାନ୍ତି।
ମାଥିଉଲିଖିତ ସୁସମାଚାର 10:25
ଜଣେ ଶିଷ୍ଯ ତା' ଗୁରୁ ଭଳି ହବୋ ରେ ଓ ଜଣେ ସବେକ ତା' ମାଲିକ ଭଳି ହବୋ ରେ ସନ୍ତାଷେ ଲାଭ କରିବା ଦରକାର। ଘରର ମୁଖ୍ଯଙ୍କୁ ଯଦି ବାଆଲ୍ଜିବୂଲ କହି ଡକାଯାଏ ତବେେ ଘରର ଅନ୍ୟ ସଦସ୍ଯମାନଙ୍କୁ ନିଶ୍ଚୟ ଅଧିକ ଖରାପ ନାମ ରେ ଡକାୟିବ।
ମାଥିଉଲିଖିତ ସୁସମାଚାର 10:5
ଏହି ବାରଜଣ ଶିଷ୍ଯଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: କୌଣସି ଅଣଯିହୂଦୀ ଅଞ୍ଚଳକୁ ୟିବନାହିଁ କି ଶମିରୋଣର କୌଣସି ନଗର ରେ ପ୍ରବେଶ କରିବନାହିଁ।
ଯିଶାଇୟ 53:3
ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ଯାଗ କଲେ। ସେ ଦୁଃଖ ଓ ଶାେକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଚାଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭମାନେେ ତାଙ୍କୁ ସମ୍ମାନ ଦଲେୁ ନାହିଁ।
ଯିଶାଇୟ 49:7
ଯାହାକୁ ମନୁଷ୍ଯ ଅବଜ୍ଞା କରେ, ଯାହାକୁ ଦେଶୀଯ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇଶ୍ରାୟେଲର ମୁକ୍ତିଦାତା ଓ ତା'ର ଧର୍ମସ୍ବରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ବସନୀଯ ଓ ଇଶ୍ରାୟେଲର ଧର୍ମସ୍ବରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାଙ୍କ ସକାେଶ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।