Leviticus 13:40
ଯଦି କୌଣସି ଲୋକର ମୁଣ୍ଡରୁ ବାଳ ଉପୁଡି ୟାଏ ତବେେ ସେ ଚନ୍ଦା, ମାତ୍ର ସେ ଶୁଚି ଅଟେ।
Leviticus 13:40 in Other Translations
King James Version (KJV)
And the man whose hair is fallen off his head, he is bald; yet is he clean.
American Standard Version (ASV)
And if a man's hair be fallen off his head, he is bald; `yet' is he clean.
Bible in Basic English (BBE)
And if a man's hair has come out and he has no hair, still he is clean.
Darby English Bible (DBY)
And if a man's hair have fallen off his head, he is bald: he is clean;
Webster's Bible (WBT)
And the man whose hair hath fallen off his head, he is bald; yet is he clean.
World English Bible (WEB)
"If a man's hair has fallen from his head, he is bald. He is clean.
Young's Literal Translation (YLT)
`And when a man's head `is' polished, he `is' bald, he `is' clean;
| And the man | וְאִ֕ישׁ | wĕʾîš | veh-EESH |
| whose | כִּ֥י | kî | kee |
| hair is fallen off | יִמָּרֵ֖ט | yimmārēṭ | yee-ma-RATE |
| head, his | רֹאשׁ֑וֹ | rōʾšô | roh-SHOH |
| he | קֵרֵ֥חַ | qērēaḥ | kay-RAY-ak |
| is bald; | ה֖וּא | hûʾ | hoo |
| yet is he | טָה֥וֹר | ṭāhôr | ta-HORE |
| clean. | הֽוּא׃ | hûʾ | hoo |
Cross Reference
ଲେବୀୟ ପୁସ୍ତକ 13:41
ଆଉ ଯବେେ ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡିଥାଏ, ତବେେ ସେ ଚନ୍ଦା କପାଳ, ସେ ମଧ୍ଯ ଶୁଚି।
ଦିତୀୟ ରାଜାବଳୀ 2:23
ଅନନ୍ତର ଇଲୀଶାୟ ବୈଥଲକେୁ ଗଲେ। ସେ ବାଟରେ ଯାଉଥିବା ବେଳେ କେତକେ କ୍ଷୁଦ୍ର ବାଳକ ନଗର ବାହାରକୁ ଆସି ତାଙ୍କୁ ପରିହାସ କରି ଚିତ୍କାର କଲେ, ଆ ରେ ଚନ୍ଦା ମୁଣ୍ତିଆ! ଉପରକୁ ୟା, ଆ ରେ ଚନ୍ଦା ମୁଣ୍ତିଆ ଉପରକୁ ୟା!
ପରମଗୀତ 5:11
ତାଙ୍କର ମସ୍କ ଶୁଦ୍ଧ ସୁବର୍ଣ୍ଣ ତୁଲ୍ଯ। ତାଙ୍କର କେଶ କୁଞ୍ଚିତ ଓ ଡାମରା କୁଆପରି କୃଷ୍ଣବର୍ଣ୍ଣ।
ଯିଶାଇୟ 15:2
ରାଜ ପରିବାର ଓ ଦୀବୋନର ଲୋକମାନେ ପୂଜା ସ୍ଥଳୀକୁ ରୋଦନ କରିବାକୁ ୟାଇଛନ୍ତି। ମାୟୋବର ଲୋକମାନେ ନବେୋ ଓ ମଦବୋ ପାଇଁ କାନ୍ଦୁଛନ୍ତି। ସମାନଙ୍କେର ଦୁଃଖ ଭାବ ଜଣାଇବା ପାଇଁ ମସ୍ତକ ଲଣ୍ଡା, କରିଛନ୍ତି ଓ ଦାଢ଼ି କାଟିଅଛନ୍ତି।
ଆମୋଷ 8:10
ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସ ରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପ ରେ ପରିଣତ ହବେ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ଯୁ ରେ ଯେପରି ଆକୁଳ କ୍ରନ୍ଦନ କରାୟାଏ ସହେିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:12
କିନ୍ତୁ ପାପ ଯେପରି ତୁମ୍ଭମାନଙ୍କର ଶରୀରକୁ ରାଜତ୍ବ ନକରୁ। ତୁମ୍ଭମାନଙ୍କର ପାପପୂର୍ଣ୍ଣ ସ୍ବଭାବ ଦ୍ବାରା ତୁମ୍ଭମାନେେ ଯେପରି ଶାସିତ ନହୁଅ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:19
ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦଇେ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହାଇେଥିବା କାରଣରୁ ମୁଁ ଏହି ଭଳି ବୁଝାଉଛି। ଅତୀତ ରେ ତୁମ୍ଭମାନେେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହବୋକୁ ଓ ମନ୍ଦ କର୍ମ ରେ ନିୟୁକ୍ତ କରିଥିଲ। ଫଳ ସ୍ବରୂପ ତୁମ୍ଭମାନେେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନ ଯାପନ କରୁଥିଲ। ଠିକ୍ ସହେି ଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତବେେ ତୁମ୍ଭମାନେେ କବଳେ ପରମେଶ୍ବରଙ୍କ ପାଇଁ ବଞ୍ଚିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:10
0ପାପ ହତେୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହଇେ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ଅଛନ୍ତି, ତା' ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ଧାର୍ମିକ କରିଛନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:13
ତୁମ୍ଭମାନେେ ମାେ ପାଇଁ ଖୁବ୍ ଭଲ ଥିଲ। ତୁମ୍ଭମାନେେ ମନେ ପକାଅ, ମୁଁ ପ୍ରଥମ ଥର ତୁମ୍ଭମାନଙ୍କ ପାଖକୁ ଆସି ଥିଲି। ଯେ ହତେୁ ମୁଁ ଅସୁସ୍ଥ ଥିଲି। ସେ ସମୟରେ ମୁଁ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିଥିଲି।