Matthew 13:52
ତା'ପରେ ଯୀଶୁ କହିଲେ, ସ୍ବର୍ଗରାଜ୍ଯ ବିଷୟ ରେ ଜାଣିଥିବା ପ୍ରେତ୍ୟକକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି। ଯେ କି ଭଣ୍ଡାର ରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।
Matthew 13:52 in Other Translations
King James Version (KJV)
Then said he unto them, Therefore every scribe which is instructed unto the kingdom of heaven is like unto a man that is an householder, which bringeth forth out of his treasure things new and old.
American Standard Version (ASV)
And he said unto them, Therefore every scribe who hath been made a disciple to the kingdom of heaven is like unto a man that is a householder, who bringeth forth out of his treasure things new and old.
Bible in Basic English (BBE)
And he said to them, For this reason every scribe who has become a disciple of the kingdom of heaven is like the owner of a house, who gives out from his store things new and old.
Darby English Bible (DBY)
And he said to them, For this reason every scribe discipled to the kingdom of the heavens is like a man [that is] a householder who brings out of his treasure things new and old.
World English Bible (WEB)
He said to them, "Therefore, every scribe who has been made a disciple in the Kingdom of Heaven is like a man who is a householder, who brings out of his treasure new and old things."
Young's Literal Translation (YLT)
And he said to them, `Because of this every scribe having been discipled in regard to the reign of the heavens, is like to a man, a householder, who doth bring forth out of his treasure things new and old.'
| Then | ὁ | ho | oh |
| said | δὲ | de | thay |
| he | εἶπεν | eipen | EE-pane |
| unto them, | αὐτοῖς | autois | af-TOOS |
| Therefore | Διὰ | dia | thee-AH |
| τοῦτο | touto | TOO-toh | |
| every | πᾶς | pas | pahs |
| scribe | γραμματεὺς | grammateus | grahm-ma-TAYFS |
| instructed is which | μαθητευθεὶς | mathēteutheis | ma-thay-tayf-THEES |
| unto | εἰς | eis | ees |
| the | τὴν | tēn | tane |
| kingdom | βασιλείαν | basileian | va-see-LEE-an |
| τῶν | tōn | tone | |
| of heaven | οὐρανῶν | ouranōn | oo-ra-NONE |
| is | ὅμοιός | homoios | OH-moo-OSE |
| unto like | ἐστιν | estin | ay-steen |
| a man | ἀνθρώπῳ | anthrōpō | an-THROH-poh |
| that is an householder, | οἰκοδεσπότῃ | oikodespotē | oo-koh-thay-SPOH-tay |
| which | ὅστις | hostis | OH-stees |
| forth bringeth | ἐκβάλλει | ekballei | ake-VAHL-lee |
| out of | ἐκ | ek | ake |
| his | τοῦ | tou | too |
| θησαυροῦ | thēsaurou | thay-sa-ROO | |
| treasure | αὐτοῦ | autou | af-TOO |
| things new | καινὰ | kaina | kay-NA |
| and | καὶ | kai | kay |
| old. | παλαιά | palaia | pa-lay-AH |
Cross Reference
ହିତୋପଦେଶ 15:7
ଜ୍ଞାନୀମାନଙ୍କର ବାକ୍ଯ ଜ୍ଞାନ ପ୍ରସାରଣ କରେ। ମାତ୍ର ମୂର୍ଖର ମନ ସପରେି କରେ ନାହିଁ।
ହିତୋପଦେଶ 18:4
ମନୁଷ୍ଯର ମୁଖର ବାକ୍ଯ ଗଭୀର ଜଳତୁଲ୍ଯ। ପୁଣି ଜ୍ଞାନ ରେ ଉତ୍ପତ୍ତି ସ୍ଥାନ ଜଳ ସୋର୍ତ ସଦୃଶ।
ମାଥିଉଲିଖିତ ସୁସମାଚାର 12:35
ଗୋଟିଏ ଭଲ ଲୋକର ମନ ରେ ଭଲ କଥା ସଞ୍ଚିତ ହାଇେ ରହିଥାଏ, ସେ କହିବା ବେଳେ ତା'ର ମନରୁ ଭଲ କଥା ବାହରି ଆ ସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତ ରେ ଖରାପ କଥା ସବୁ ସଞ୍ଚିତ ହାଇେ ରହିଥାଏ। ସେ କହିବା ବେଳେ ତା' ମନ ଭିତରୁ ଖରାପ କଥା ବାହରିଥାଏ। ତେଣୁ ସେ ଖରାପ କଥା କୁ ହେ।
ମାଥିଉଲିଖିତ ସୁସମାଚାର 23:34
ତେଣୁ ମୁଁ ତୁମ୍ଭକୁ ଏହା କରୁଛି: ମୁଁ ତୁମ୍ଭକୁ ଭବିଷ୍ଯଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିବ, କୃଶ ରେ ଚ଼ଢ଼ାଇ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜ ଗୃହ ରେ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜଗୃହ ରେ ତୁମ୍ଭେ କେତକଙ୍କେୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭମାନେେ ସମାନଙ୍କେର ପେଛ ପେଛ ଯାଇ କେତକଙ୍କେୁ ତାଡ଼ନା କରିବ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:15
କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତବେେ ମଧ୍ଯ ତୁମ୍ଭମାନେେ ଜାଣି ପାରିବ ଯେ ପରମେଶ୍ବରଙ୍କ ପରିବାର ରେ ଲୋକମାନେ କ'ଣ କ'ଣ କରିବା ଅବଶ୍ଯକ। ସହେି ପରିବାର ଜୀବିତ ପରମେଶ୍ବରଙ୍କର ମଣ୍ଡଳୀ ଅଟେ। ପରମେଶ୍ବରଙ୍କ ମଣ୍ଡଳୀ ସତ୍ଯର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:16
ସବୁ ଶାସ୍ତ୍ର ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି। ଏବଂ ତୃଟି ପ୍ରକାଶ କରିବା ପାଇଁ, ଭୁଲ୍ ସଂଶୋଧନ କରିବା ପାଇଁ, ଠିକ୍ ଭାବରେ ଜୀବନ ଧାରଣ କରିବାକୁ ଶିଖାଇବା ପାଇଁ ଏହା ଉପ ଯୋଗୀ ଅଟେ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:9
ପ୍ରକୃତ ଶିକ୍ଷାକୁ ବ୍ଯବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାୟ୍ଯ କରିବା ରେ ସକ୍ଷମ ହାଇେଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦଖାଇେ ଦବୋକୁ ସକ୍ଷମ ହବେେ ଯେ ସମାନେେ ଭୁଲ ଅଟନ୍ତି।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:6
ପରମେଶ୍ବର ଆମ୍ଭର ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସହେି ପବିତ୍ର ଆତ୍ମାକୁ ପୂର୍ଣ୍ଣଭାବରେ ଆମ୍ଭ ଉପରେ ଢ଼ାଳିଲେ।
ଯୋହନଙ୍କ ପ୍ରଥମ ପତ୍ର 2:7
ପ୍ରିୟ ବନ୍ଧୁଗଣ !ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ବିଷୟ ରେ ଲେଖୁ ନାହିଁ, ମାତ୍ର ଏହା ସହେି ପୁରାତନ ଆଜ୍ଞା, ଯାହା ଆରମ୍ଭରୁ ତୁମ୍ଭମାନେେ ପାଇଅଛ। ଯେଉଁ ଶିକ୍ଷା ତୁମ୍ଭମାନେେ ଶୁଣିଅଛ, ତାହାହିଁ ସହେି ଆଜ୍ଞା।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:6
କିନ୍ତୁ ଜଣେ ଅଧ୍ଯକ୍ଷ ନୂତନ ଶିଷ୍ଯ ହାଇେ ନ ଥିବେ। ନୂତନ ବିଶ୍ବାସୀଙ୍କୁ ଅଧ୍ଯକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପା ରେ। ଏଭଳି ପରିସ୍ଥିତି ରେ ତା'ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହାଇେ ଦଣ୍ଡିତ ହବେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:16
ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠା ରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ଯବହାର କର। ନିଜ ହୃଦୟ ରେ ପରମେଶ୍ବରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ଯାତ୍ମିକ ଗୀତମାନ ଗାଅ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:7
ତୁମ୍ଭମାନେେ ପରମେଶ୍ବରଙ୍କ ଅନୁଗ୍ରହ ବିଷୟ ରେ ଏପାଫ୍ରାଙ୍କଠାରୁ ଜାଣିଲ। ଏପାଫ୍ରା ଆମ୍ଭ ସହିତ କାମ କରନ୍ତି ଓ ଆମ୍ଭମାନେେ ତାହାଙ୍କୁ ଭଲ ପାଉ। ସେ ଖ୍ରୀଷ୍ଟଙ୍କର ଜଣେ ବିଶ୍ବାସୀ ସବେକ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:8
ପରମେଶ୍ବରଙ୍କ ଲୋକମାନଙ୍କ ଭିତ ରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ବର ମାେତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ବର୍ୟ୍ଯପୂର୍ଣ୍ଣ ସୁସମାଚାର କହିବି। ସହେି ଐଶ୍ବର୍ୟ୍ଯଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣରୂପେ ବୁଝିବା ସମ୍ଭବପର ନୁହେଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:4
ସଗେୁଡ଼ିକ ଯଦି ତୁମ୍ଭମାନେେ ପଢ଼, ତା ହେଲେ ଦେଖିବ ଯେ ଖ୍ରୀଷ୍ଟଙ୍କ ସମ୍ବନ୍ଧ ରେ ଗୁପ୍ତ ସତ୍ଯ ବିଷୟ ରେ ମୁଁ ପ୍ରକୃତ ରେ ବୁଝିଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:5
ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ବରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଚାର କରୁ ନାହୁଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଚାର କରୁଛୁ। ନିଜ ବିଷୟ ରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସବେକ।
ଏଜ୍ରା 7:6
ଏହି ଏଜ୍ରା ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କ ପ୍ରଦତ୍ତ ମାଶାେ ବ୍ଯବସ୍ଥା ରେ ନିପୂଣ ଅଧ୍ଯାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା'ର ପରମେଶ୍ବରଙ୍କ ହସ୍ତ ତା ଉପରେ ଥିଲା।
ଏଜ୍ରା 7:10
ଏଜ୍ରା ସଦାପ୍ରଭୁଙ୍କ ବ୍ଯବସ୍ଥା ଅନୁସନ୍ଧାନ ଓ ପାଳନ କରିବାରୁ ପୁଣି ଇଶ୍ରାୟେଲ ମଧିଅରେ ବ୍ଯବସ୍ଥା ଓ ଆଜ୍ଞା ଶିକ୍ଷା ଦବୋକୁ ଆପଣାକୁ ବିନିୟୋଗ କରିଥିଲେ।
ଏଜ୍ରା 7:21
ଆଉ ସ୍ବର୍ଗସ୍ଥ ପରମେଶ୍ବରଙ୍କ ବ୍ଯବସ୍ଥା ଅଧ୍ଯାପକ ଯାଜକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଲୋଡିବ।
ହିତୋପଦେଶ 10:20
ଧାର୍ମିକ ପୁରୁଷମାନଙ୍କର ବାକ୍ଯଗୁଡ଼ିକ ମନୋନୀତ ରୂପାତୁଲ୍ଯ, କିନ୍ତୁ ଦୁଷ୍ଟଲୋକମାନଙ୍କର ଚିନ୍ତାର ମୂଲ୍ଯ ନ ଥାଏ।
ହିତୋପଦେଶ 11:30
ଧାର୍ମିକ ବ୍ଯକ୍ତିର ଫଳ ଜୀବନଦାୟକ ବୃକ୍ଷ ଅଟେ। ଜଣେ ୟିଏ ଜ୍ଞାନୀ ଲୋକମାନଙ୍କର ଜୀବନ ଲାଭ କରେ।
ହିତୋପଦେଶ 16:20
ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କରେ, ସେ ସାଫଲ୍ଯ ଅର୍ଜନ କରେ। ପୁଣି ସହେି ଲୋକ ଧନ୍ଯ ଯେ ସଦାପ୍ରଭୁଙ୍କଠା ରେ ନିର୍ଭର କରେ।
ହିତୋପଦେଶ 22:17
ଆପଣା କର୍ଣ୍ଣ ଡ଼ରେି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।
ଉପଦେଶକ 12:9
ଉପଦେଶକ ଜ୍ଞାନବାନ ହବୋରୁ ଲୋକମାନଙ୍କୁ ନିତ୍ଯ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ଯାନ କରି ଓ ଅନୁସନ୍ଧାନ କରି ଅନକେ ହିତାପଦେେଶ ସଂଗ୍ରହ କଲେ।
ପରମଗୀତ 7:13
ଦୂଦା ଫୁଲ ସୁବାସ ହେଉଅଛି। ଆମ୍ଭମାନଙ୍କ ଦ୍ବାର ନିକଟରେ ସର୍ବପ୍ରକାର ବହୁମୂଲ୍ଯ ତଟକା ଫଳ ଓ ଶୁଖିଲା ଫଳ ଅଛି। ହେ ମାରେ ପ୍ରିଯତମ, ଏସବୁ ମୁଁ ତୁମ୍ଭ ପାଇଁ ରଖିଅଛି।
ଲୂକଲିଖିତ ସୁସମାଚାର 11:49
ଏଥିପାଇଁ ପରମେଶ୍ବରଙ୍କ ଜ୍ଞାନ କ ହେ, 'ମୁଁ ଭବିଷ୍ଯଦ୍ବକ୍ତା ଓ ପ୍ ରରେିତମାନଙ୍କୁ ସମାନଙ୍କେ ପାଖକୁ ପଠାଇବି। କେତକଙ୍କେୁ ସମାନେେ ମାରି ପକାଇବେ ଓ ଆଉ କେତକଙ୍କେୁ ବହୁତ ଖରାପ ବ୍ଯବହାର ଦଖାଇବେେ।'
ଯୋହନଲିଖିତ ସୁସମାଚାର 13:34
ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ା
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:4
ଯୀଶୁ ଖ୍ରୀଷ୍ଟଙ୍କ ହତେୁ ପରମେଶ୍ବରଙ୍କ ଠା ରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:10
ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନକଙ୍କେୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁ କିଛି ଅଛି।