Micah 2:7
ହେ ଯାକୁବ ବଂଶ, ଆମ୍ଭେ ଏହିସବୁ ନିଶ୍ଚଯ କହିବା। କାରଣ ତୁମ୍ଭମାନେେ ଯେଉଁ ମନ୍ଦକାର୍ୟ୍ଯ କରିଛ, ସେଥିପାଇଁ ସଦାପ୍ରଭୁ ତାଙ୍କର ର୍ଧୈୟ୍ଯ ହରାଇଛନ୍ତି। ତୁମ୍ଭେ ଯଦି ଉଚିତ କର୍ମ କରିବ, ଆମ୍ଭର ବାକ୍ଯ ତୁମ୍ଭ ପାଇଁ ମଙ୍ଗଳକର ହବେ।
Micah 2:7 in Other Translations
King James Version (KJV)
O thou that art named the house of Jacob, is the spirit of the LORD straitened? are these his doings? do not my words do good to him that walketh uprightly?
American Standard Version (ASV)
Shall it be said, O house of Jacob, Is the Spirit of Jehovah straitened? are these his doings? Do not my words do good to him that walketh uprightly?
Bible in Basic English (BBE)
Is the Lord quickly made angry? are these his doings? do not his words do good to his people Israel?
Darby English Bible (DBY)
O thou [that art] named the house of Jacob, Is Jehovah impatient? are these his doings? Do not my words do good to him that walketh uprightly?
World English Bible (WEB)
Shall it be said, O house of Jacob: "Is the Spirit of Yahweh angry? Are these his doings? Don't my words do good to him who walks blamelessly?"
Young's Literal Translation (YLT)
Doth the house of Jacob say, `Hath the Spirit of Jehovah been shortened? Are these His doings?' Do not My words benefit the people that is walking uprightly?
| O thou that art named | הֶאָמ֣וּר | heʾāmûr | heh-ah-MOOR |
| the house | בֵּֽית | bêt | bate |
| Jacob, of | יַעֲקֹ֗ב | yaʿăqōb | ya-uh-KOVE |
| is the spirit | הֲקָצַר֙ | hăqāṣar | huh-ka-TSAHR |
| of the Lord | ר֣וּחַ | rûaḥ | ROO-ak |
| straitened? | יְהוָ֔ה | yĕhwâ | yeh-VA |
| are these | אִם | ʾim | eem |
| his doings? | אֵ֖לֶּה | ʾēlle | A-leh |
| do not | מַעֲלָלָ֑יו | maʿălālāyw | ma-uh-la-LAV |
| words my | הֲל֤וֹא | hălôʾ | huh-LOH |
| do good | דְבָרַ֨י | dĕbāray | deh-va-RAI |
| to | יֵיטִ֔יבוּ | yêṭîbû | yay-TEE-voo |
| him that walketh | עִ֖ם | ʿim | eem |
| uprightly? | הַיָּשָׁ֥ר | hayyāšār | ha-ya-SHAHR |
| הוֹלֵֽךְ׃ | hôlēk | hoh-LAKE |
Cross Reference
ଗୀତସଂହିତା 84:11
ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
ଗୀତସଂହିତା 15:2
କବଳେ ଯେଉଁ ବ୍ଯକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ୟାପନ କରେ, ଭଲ କାର୍ୟ୍ଯ କରେ ଓ ଅନ୍ତରରୁ ସତ୍ଯକଥା ପ୍ରକାଶ କରେ ସେ କବଳେ ତୁମ୍ଭର ପବିତ୍ର ପର୍ବତରେ ବାସ କରିପାରିବ।
ଯିରିମିୟ 15:16
ତୁମ୍ଭର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ଯ ଦ୍ବାରା ମାରେ ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ଯାଧିପତି ସଦାପ୍ରଭୁ ପରମେଶ୍ବର, ମୁଁ ତୁମ୍ଭ ନାମ ରେ ଖ୍ଯାତ ଅଟେ।
ଯିଶାଇୟ 50:2
ଆମ୍ଭେ ଆସିଲା ବେଳେ କାହିଁକି କହେି ଉପସ୍ଥିତ ନ ଥିଲ ? ଆମ୍ଭେ ଡ଼ାକିଲା ବେଳେ କହେି ଉତ୍ତର ଦବୋକୁ କାହିଁକି ନ ଥିଲ ? ଆମ୍ଭର ହସ୍ତ କ'ଣ େଛାଟ ଯେ ତାହା ମୁକ୍ତ କରିପାରିବ ନାହିଁ ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ'ଣ ପରାକ୍ରମ ନାହିଁ ? ଦେଖ, ଆମ୍ଭର ଆଦେଶ ରେ ସମୁଦ୍ର ଶୁଖିୟାଇପା ରେ ଓ ନଦନଦୀକୁ ପ୍ରାନ୍ତର କରିଦଇେ ପାରୁ। ସେଥି ରେ ଥିବା ମତ୍ସ୍ଯ ଜଳ ଅଭାବରୁ ତୃଷାର୍ତ୍ତ ହାଇେ ମରିଯିବେ ଓ ଦୁର୍ଗନ୍ଧ ହବେ।
ମୀଖା 3:9
ହେ ଯାକୁବର ବୃଦ୍ଧଗଣ ଓ ଇଶ୍ରାୟେଲର ଶାସକଗଣ ମାେ କଥା ଶୁଣ! ତୁମ୍ଭମାନେେ ନ୍ଯାଯ ବିଗ୍ଭର ଚଳଣିକୁ ଘୃଣା କରୁଛ। ଯାହାସବୁ ନ୍ଯାଯ ଓ ଯଥାର୍ଥ ତୁମ୍ଭମାନେେ ସେ ସମସ୍ତକୁ ମିଥ୍ଯା କରୁଛ।
ଯିଖରିୟ 4:6
ସେ କହିଲେ, ଏହା ୟିରୁଦ୍ଦାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, 'ଏହା ପରାକ୍ରମ କି ବଳଦ୍ବାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।' ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି।
ମାଥିଉଲିଖିତ ସୁସମାଚାର 3:8
ତୁମ୍ଭକୁ ନିଜର କାର୍ୟ୍ଯ ଦ୍ବାରା ପ୍ରକାଶ କରିବାକୁ ହବେ ଯେ, ତୁମ୍ଭେ ବାସ୍ତବ ରେ ମନପରିର୍ତ୍ତନ କରିଛ।
ଯୋହନଲିଖିତ ସୁସମାଚାର 8:39
ଯିହୂଦୀମାନେ କହିଲେ, ଅବ୍ରହାମ ଆମ୍ଭମାନଙ୍କର ପିତା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:28
ଜଣେ କବଳେ ଶରୀର ରେ ଯିହୂଦୀ, କିନ୍ତୁ ପ୍ରକୃତ ରେ ଯିହୂଦୀ ନୁହେଁ। ପ୍ରକୃତ ସୁନ୍ନତ କବଳେ ବାହାର ଶରୀର ରେ ନୁହେଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:13
ଏହାର କଣ ଏହି ଅର୍ଥ ଯେ ଯାହା ଭଲ, ତାହାହିଁ ମାେ ପାଇଁ ମୃତ୍ଯୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ଯବହାର କରି ମାେ ପାଇଁ ମୃତ୍ଯୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ'ଣ ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ଯବହାର ମଧ୍ଯ ଏହାହିଁ ଦଖାଇବୋ ପାଇଁ ହେଲା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:6
ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ବର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବଲେି ନୁହେଁ, କାରଣ ଇଶ୍ରାୟେଲର କବଳେ ଅଳ୍ପ କିଛି ଲୋକ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ଲୋକ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:12
ତୁମ୍ଭମାନଙ୍କ ପ୍ରତି ଆମ୍ଭର ପ୍ ରମେ ପ୍ରଦର୍ଶନ ଆମ୍ଭେ ବନ୍ଦ କରି ନାହୁଁ। କିନ୍ତୁ ତୁମ୍ଭମାନେେ ଆମ୍ଭ ପ୍ରତି ପ୍ ରମେ ପ୍ରଦର୍ଶନ ବନ୍ଦ କରି ଦଇେଛ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:5
ସମାନେେ ପରମେଶ୍ବରଙ୍କ ସବେକ ହବୋର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ବାରା ଜଣାପଡ଼ିବ ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କ ସବୋ କରୁନାହାଁନ୍ତି। ତୀମଥି, ତୁମ୍ଭେ ସହେି ଲୋକମାନଙ୍କଠାରୁ ଦୂର ରେ ରୁହ।
ହୋଶେୟ 14:9
ଜଣେ ଜ୍ଞାନୀ ବ୍ଯକ୍ତି ଏହି ଜିନିଷଗୁଡିକୁ ବୁଝେ। ଜଣେ କର୍ମଠ ବ୍ଯକ୍ତି ଏହିସବୁ ଜିନିଷଗୁଡିକୁ ଶିକ୍ଷା କରିବା ଉଚିତ। ସଦାପ୍ରଭୁଙ୍କ ମାର୍ଗ ସର୍ବଦା ଠିକ୍। ଉତ୍ତମଲୋକ ସହେି ମାର୍ଗ ଦ୍ବାରା ବଞ୍ଚିବେ ଓ ପାପୀମାନେ ତା' ଦ୍ବାରା ମୃତ୍ଯୁବରଣ କରିବେ।
ଯିରିମିୟ 2:4
ହେ ଯାକୁବର ବଂଶ, ଆଉ ହେ ଇଶ୍ରାୟେଲର ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ଯ ଶୁଣ।
ଯିଶାଇୟ 59:1
ମୁଁ ଏଠା ରେ ଦେଖୁଛି, ଦେଖ ! ସଦାପ୍ରଭୁଙ୍କର ହସ୍ତ ଏତେ େଛାଟ ହାଇୟୋଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହାଇେ ନାହିଁ।
ଗୀତସଂହିତା 19:7
ପରମେଶ୍ବରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସଗେୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ଯବସ୍ଥାକୁ ବିଶ୍ବାସ କରାୟାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ଗୀତସଂହିତା 119:65
ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ଯବହାର କରିଛ। ତୁମ୍ଭେ ୟାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।
ଗୀତସଂହିତା 119:70
ସହେି ଲୋକମାନେ ବହୁତ ମୂର୍ଖ। ମାତ୍ର ମୁଁ ତୁମ୍ଭ ଶିକ୍ଷାରେ ଆନନ୍ଦିତ ହୁଏ।
ଗୀତସଂହିତା 119:92
ୟଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥାନ୍ତି, ମୁଁ ଆପଣା କଷ୍ଟରେ ବିନଷ୍ଟ ହାଇେଥାନ୍ତି।
ଗୀତସଂହିତା 119:99
ମାରେ ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍। କାରଣ ମୁଁ ତୁମ୍ଭର ବାକ୍ଯସବୁ ଶିକ୍ଷା କରେ।
ହିତୋପଦେଶ 2:7
ସେ ସତ୍ ଲୋକଙ୍କ ପାଇଁ ତତ୍ତ୍ବଜ୍ଞାନ ସଞ୍ଚଯ କରନ୍ତି। ସେ ନିରୀହ ଲୋକମାନଙ୍କର ଢ଼ାଲ ସ୍ବରୂପ ଅଟନ୍ତି।
ହିତୋପଦେଶ 10:9
ଜଣେ ସଚ୍ଚୋଟ ବ୍ଯକ୍ତି ରକ୍ଷା ପାଏ, କିନ୍ତୁ ଦୁଷ୍ଟ ଲୋକ ଧରା ପଡ଼ିୟାଏ।
ହିତୋପଦେଶ 10:29
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସୁରକ୍ଷା କରନ୍ତି, ମାତ୍ର କୁକର୍ମକାରୀମାନଙ୍କୁ ସେ ବିନାଶ କରନ୍ତି।
ହିତୋପଦେଶ 14:2
ଯେଉଁ ଜନ ଆପଣା ସରଳତା ରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ। ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ।
ହିତୋପଦେଶ 28:18
ସହେି ଜଣେ ୟିଏ ନିର୍ଦ୍ଦୋଶ ଭାବରେ ଜୀବନ ୟାପନ କରେ, ସେ ନଜକୁ ରକ୍ଷା କରେ। କିନ୍ତୁ ଜଣେ ୟିଏ ତା'ର ନଜ ପଥକୁ ବିପଥରେ ନିଏ ସେ ଅକସ୍ମାତ ପଡ଼ିୟିବ।
ଯିଶାଇୟ 48:1
ସଦାପ୍ରଭୁ କୁହନ୍ତି, ହେ ଯାକୁବର ପରିବାର, ଯିହୁଦାର କଟିରୁ ଜନ୍ମ, ଇଶ୍ରାୟେଲ ପରି ଖ୍ଯାତ, ଦୟାକରି ମାେ କଥା ଶୁଣ। ତୁମ୍ଭମାନେେ ସଦାପ୍ରଭୁଙ୍କ ନାମ ରେ ଶପଥ କରୁଅଛ ଓ ଇଶ୍ରାୟେଲ ପରମେଶ୍ବରଙ୍କ ପ୍ରଶଂସା ଗାନ କରୁଅଛ। କିନ୍ତୁ ତୁମ୍ଭମାନେେ ଏହି କାର୍ୟ୍ଯ ସତ୍ଯ ଓ ଧାର୍ମିକତା ରେ କରୁ ନାହିଁ।'
ଯିଶାଇୟ 58:1
ଉଚ୍ଚସ୍ବର ରେ ଘାଷେଣା କର, ସ୍ବର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସମାନଙ୍କେର ଅଧର୍ମ ବିଷଯ ରେ ଓ ଯାକୁବ ବଂଶକୁ ସମାନଙ୍କେ ପାପ ସମ୍ବନ୍ଧ ରେ ଜଣାଅ।
ଗଣନା ପୁସ୍ତକ 11:23
ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ, କ'ଣ ସଦାପ୍ରଭୁଙ୍କ ଶକ୍ତି ସିମୀତ? ତୁମ୍ଭମାନେେ ବର୍ତ୍ତମାନ ଦେଖିବ, ଯଦି ସଦାପ୍ରଭୁଙ୍କ ବାକ୍ଯ ତୁମ୍ଭ ପ୍ରତି ସତ ହବେ।