Proverbs 3:17 in Oriya

Oriya Oriya Bible Proverbs Proverbs 3 Proverbs 3:17

Proverbs 3:17
ଜ୍ଞାନୀ ଲୋକମାନେ ସୁଖ ଶାନ୍ତି ରେ ବାସ କରନ୍ତି।

Proverbs 3:16Proverbs 3Proverbs 3:18

Proverbs 3:17 in Other Translations

King James Version (KJV)
Her ways are ways of pleasantness, and all her paths are peace.

American Standard Version (ASV)
Her ways are ways of pleasantness, And all her paths are peace.

Bible in Basic English (BBE)
Her ways are ways of delight, and all her goings are peace.

Darby English Bible (DBY)
Her ways are ways of pleasantness, and all her paths are peace.

World English Bible (WEB)
Her ways are ways of pleasantness. All her paths are peace.

Young's Literal Translation (YLT)
Her ways `are' ways of pleasantness, And all her paths `are' peace.

Her
ways
דְּרָכֶ֥יהָdĕrākêhādeh-ra-HAY-ha
are
ways
דַרְכֵיdarkêdahr-HAY
of
pleasantness,
נֹ֑עַםnōʿamNOH-am
all
and
וְֽכָלwĕkolVEH-hole
her
paths
נְתִ֖יבוֹתֶ֣יהָnĕtîbôtêhāneh-TEE-voh-TAY-ha
are
peace.
שָׁלֽוֹם׃šālômsha-LOME

Cross Reference

ମାଥିଉଲିଖିତ ସୁସମାଚାର 11:28
ହେ କ୍ଲାନ୍ତ ଶ୍ରାନ୍ତ ଓ ଚିନ୍ତା ରେ ଭାରଗ୍ରସ୍ତ ଥିବା ଲୋକମାନେ! ମାେ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦବେି।

ଗୀତସଂହିତା 119:165
ଯେଉଁ ବ୍ଯକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ। ତାକୁ କୌଣସି ବସ୍ତୁ ପକଇେ ପାରିବ ନାହିଁ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:8
ଭାଇ ଓ ଭଉଣୀମାନେ ! ଯାହା ସତ୍ଯ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ ଗୁଣ ଓ ପ୍ରଶଂସାର ଥାଏ, ସହେି ବିଷୟଗୁଡ଼ିକରେ ମନୋୟୋଗ କର।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:1
ଆମ୍ଭର ବିଶ୍ବାସ ହତେୁ ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ସହିତ ଆମ୍ଭେ ଶାନ୍ତି ରେ ଅଛୁ। ବିଶ୍ବାସ ଦ୍ବାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହର ଅଧୀନ କଲେ।

ଲୂକଲିଖିତ ସୁସମାଚାର 1:79
ମୃତ୍ଯୁର ଭୟ ରେ ଅନ୍ଧକାର ଭିତ ରେ ବାସ କରୁଥିବା ଲୋକଙ୍କୁ ପରମେଶ୍ବର ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗ ରେ ବାଟ କଢଇେ ନବେେ।

ଯିଶାଇୟ 57:19
ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ। ସଦାପ୍ରଭୁ କୁହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକପ୍ରତି ଶାନ୍ତି' ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।

ଯିଶାଇୟ 26:3
ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।

ହିତୋପଦେଶ 22:18
ତୁମ୍ଭେ ଖୁସି ହବେ, ଯଦି ତୁମ୍ଭେ ସମାନଙ୍କେୁ ମନେ ରଖିବ ଏବଂ ଆବୃତ୍ତି କରିବ।

ହିତୋପଦେଶ 16:7
ଯଦି ମଣିଷର ରୀତି କଥାଧାରା ସଦାପ୍ରଭୁଙ୍କୁ ତୁଷ୍ଟି କରେ, ସେ ତା'ର ଶତ୍ରୁମାନଙ୍କୁ ତାଙ୍କ ସହିତ ଶାନ୍ତି ରେ ରହିବା ପାଇଁ ବାଧ୍ଯ କରନ୍ତି।

ହିତୋପଦେଶ 2:10
ଜ୍ଞାନ ତୁମ୍ଭ ହୃଦଯ ରେ ପ୍ରବେଶ କରିବ, ବିଦ୍ଯା ତୁମ୍ଭ ପ୍ରାଣର ଆନନ୍ଦଦାୟକ ହବେ।

ଗୀତସଂହିତା 119:174
ହେ ସଦାପ୍ରଭୁ, ମୁଁ ଚା ହେଁ ତୁମ୍ଭେ ମାେତେ ରକ୍ଷା କର। ତୁମ୍ଭର ଶିକ୍ଷାସବୁ ମାେତେ ଉଲ୍ଲାସ ପ୍ରଦାନ କରେ।

ଗୀତସଂହିତା 119:103
ତୁମ୍ଭର ପ୍ରତିଜ୍ଞା ସର୍ବଦା ମାେ ପାଟିକୁ ମହୁଠାରୁ ଅଧିକ ମଧୁର ଲାଗେ।

ଗୀତସଂହିତା 119:47
ମୁଁ ତୁମ୍ଭର ନୀତି ଆଦେଶମାନ ମାନି ବହୁତ ଖୁସି। ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଜ୍ଞାସମୂହ ସ୍ନହେ କରିଅଛି।

ଗୀତସଂହିତା 119:14
ତୁମ୍ଭର ବାକ୍ଯରେ ରହି ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।

ଗୀତସଂହିତା 112:1
ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ,

ଗୀତସଂହିତା 63:3
ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ। ମାରେ ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।

ଗୀତସଂହିତା 37:11
ପରମେଶ୍ବର ସମାନଙ୍କେୁ ପ୍ରତିଜ୍ଞା କରିଥିଲେ ୟେ, ନମ୍ର ଲୋକମାନେ ଭୂମି ପାଇବେ ଓ ସମାନେେ ଶାନ୍ତି ଉପ ଭୋଗ କରିବେ।

ଗୀତସଂହିତା 25:10
ସଦାପ୍ରଭୁ ସହେିମାନଙ୍କ ପ୍ରତି ସ୍ନହପେୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି, ଯେଉଁମାନେ ତାଙ୍କର ନିଯମ ଓ ପ୍ରତିଜ୍ଞା ମାନି ଚଳନ୍ତି।

ଗୀତସଂହିତା 19:10
ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ଯବାନ। ସଗେୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫଣୋରୁ ଆସିଥାଏ।