Psalm 139:17
ପରମେଶ୍ବର, ତୁମ୍ଭର ଚିନ୍ତାଧାରା ମାେ ପାଇଁ ବୁଝିବା କଷ୍ଟକର ଅଟେ। ତହିଁରେ ସଗେୁଡ଼ିକ ଗଣନା କରାୟାଇ ପାରିବ ନାହିଁ।
Psalm 139:17 in Other Translations
King James Version (KJV)
How precious also are thy thoughts unto me, O God! how great is the sum of them!
American Standard Version (ASV)
How precious also are thy thoughts unto me, O God! How great is the sum of them!
Bible in Basic English (BBE)
How dear are your thoughts to me, O God! how great is the number of them!
Darby English Bible (DBY)
But how precious are thy thoughts unto me, O ùGod! how great is the sum of them!
World English Bible (WEB)
How precious to me are your thoughts, God! How vast is the sum of them!
Young's Literal Translation (YLT)
And to me how precious have been Thy thoughts, O God, how great hath been their sum!
| How | וְלִ֗י | wĕlî | veh-LEE |
| precious | מַה | ma | ma |
| also are thy thoughts | יָּקְר֣וּ | yoqrû | yoke-ROO |
| God! O me, unto | רֵעֶ֣יךָ | rēʿêkā | ray-A-ha |
| how | אֵ֑ל | ʾēl | ale |
| great | מֶ֥ה | me | meh |
| is the sum | עָ֝צְמוּ | ʿāṣĕmû | AH-tseh-moo |
| of them! | רָאשֵׁיהֶֽם׃ | rāʾšêhem | ra-shay-HEM |
Cross Reference
ଗୀତସଂହିତା 40:5
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ବର, ତୁମ୍ଭେ ଅନକେ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଛ। ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନକେ ଆଶ୍ଚର୍ୟ୍ଯ ଯୋଜନାମାନ ରଖିଛ। କୌଣସି ବ୍ଯକ୍ତି ତାହା କବେେ ଗଣି ପାରିବ ନାହିଁ। ମୁଁ ବାରମ୍ବାର ସହେିସବୁ କଥା କହିବି ୟାହାକୁ ଗଣିବା ଅସମ୍ଭବ।
ଯିଶାଇୟ 55:8
ସଦାପ୍ରଭୁ କୁହନ୍ତି, ଆମ୍ଭର ସଂକଳ୍ପ, ସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ ଏବଂ ତୁମ୍ଭମାନଙ୍କର ମାର୍ଗସବୁ ଆମ୍ଭମାନଙ୍କ ମାର୍ଗପରି ନୁହେଁ।
ଯିରିମିୟ 29:11
ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ଯଦ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦବେି।
ଗୀତସଂହିତା 31:19
ପରମେଶ୍ବର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ। ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ୟ୍ଯ କର। ସହେି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
ଗୀତସଂହିତା 36:7
ତୁମ୍ଭର ପ୍ରମେ ଓ କରୁଣାଠାରୁ କିଛି ଅଧିକ ମୂଲ୍ଯବାନ ବସ୍ତୁ ନାହିଁ। ଲୋକମାନେ ଓ ସ୍ବର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।
ଗୀତସଂହିତା 92:5
ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍। ତୁମ୍ଭର ବିଚାରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।
ହିତୋପଦେଶ 8:31
ସେ ସୃଷ୍ଟି କରିଥିବା ପୃଥିବୀ ରେ ମୁଁ ଉପଭୋଗ କଲି। ମାରେ ଆନନ୍ଦ ଲୋକମାନଙ୍କ ସହିତ ଥିଲା।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:9
ପରମେଶ୍ବରଙ୍କ ଗୁପ୍ତ ସତ୍ଯକୁ ସମସ୍ତଙ୍କୁ କହିବା ଦାଯିତ୍ବ ପରମେଶ୍ବର ମାେତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ଯ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କ ଭିତ ରେ ଗୁପ୍ତ ରହିଥିଲା।