Psalm 145:10 in Oriya

Oriya Oriya Bible Psalm Psalm 145 Psalm 145:10

Psalm 145:10
ସଦାପ୍ରଭୁ, ତୁମ୍ଭେ ୟାହା କରିଅଛ, ସଗେୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ। ତୁମ୍ଭର ବିଶ୍ବସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ଯବାଦ କରନ୍ତୁ।

Psalm 145:9Psalm 145Psalm 145:11

Psalm 145:10 in Other Translations

King James Version (KJV)
All thy works shall praise thee, O LORD; and thy saints shall bless thee.

American Standard Version (ASV)
All thy works shall give thanks unto thee, O Jehovah; And thy saints shall bless thee.

Bible in Basic English (BBE)
All the works of your hands give praise to you, O Lord; and your saints give you blessing.

Darby English Bible (DBY)
All thy works shall praise thee, Jehovah, and thy saints shall bless thee.

World English Bible (WEB)
All your works will give thanks to you, Yahweh. Your saints will extol you.

Young's Literal Translation (YLT)
Confess Thee O Jehovah, do all Thy works, And Thy saints do bless Thee.

All
יוֹד֣וּךָyôdûkāyoh-DOO-ha
thy
works
יְ֭הוָהyĕhwâYEH-va
shall
praise
כָּלkālkahl
Lord;
O
thee,
מַעֲשֶׂ֑יךָmaʿăśêkāma-uh-SAY-ha
and
thy
saints
וַ֝חֲסִידֶ֗יךָwaḥăsîdêkāVA-huh-see-DAY-ha
shall
bless
יְבָרֲכֽוּכָה׃yĕbārăkûkâyeh-va-ruh-HOO-ha

Cross Reference

ଗୀତସଂହିତା 19:1
ଆକାଶ ପରମେଶ୍ବରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ। ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।

ଗୀତସଂହିତା 103:22
ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ଯର ସର୍ବତ୍ର, ସମସ୍ତେ ତାଙ୍କର ପ୍ରଶଂସା କର। ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।

ଯିଶାଇୟ 43:20
ଏପରିକି କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ ଗାନ କରିବେ। କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ଜଳପାନ ପାଇଁ ପ୍ରାନ୍ତର ଓ ମରୁଭୂମିରେ ନଦନଦୀ କରୁଥିବାରୁ ସମାନେେ ଆମ୍ଭର ଗୌରବ କରିବେ।

ଯିଶାଇୟ 44:23
ସହ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଛନ୍ତି।ସହ ପୃଥିବୀର ଭୂତଳସ୍ଥାନ ସକଳ ଆନନ୍ଦଧ୍ବନି କର।ସହ ପର୍ବତ ଗଣ,ସହ ଅରଣ୍ଯ ଓ ତନ୍ମଧ୍ଯସ୍ଥ ବୃକ୍ଷ ସମୂହ, ତୁମ୍ଲଭମାଲନ ସମସ୍ଲତ ଉଚ୍ଚ ସ୍ବରସର ପ୍ରଭୁଙ୍କର ପ୍ରଶଂସା ଗାନ କର ; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଛନ୍ତି ଓ ଇଶ୍ରାଲୟଲକୁସଗୗରବନ୍ବିତ କରିଲବ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:19
ପରମେଶ୍ବରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ବର ତାହାଙ୍କର କୋରଧ ଦଖାେନ୍ତି। ପ୍ରକୃତ ରେ, ପରମେଶ୍ବର ନିଜ ବିଷୟ ରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦଖାଇେ ଦଇେଛନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 13:15
ଅତଏବ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କବେେ ହେଲେ ବନ୍ଦ କରିବା ଉଚିତ ନୁହେଁ। ମୁଖ ଦ୍ବାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସହେି 'ବଳି' ଅଟେ।

ପିତରଙ୍କ ପ୍ରଥମ ପତ୍ 2:5
ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।

ପିତରଙ୍କ ପ୍ରଥମ ପତ୍ 2:9
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:9
ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।

ଗୀତସଂହିତା 148:1
ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର !ସ୍ବର୍ଗରୁ ତାଙ୍କର ପ୍ରଶଂସା କର !

ଗୀତସଂହିତା 135:19
ହେ ଇଶ୍ରାୟେଲର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ହାରୋଣର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 22:23
ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜଯଗାନ କର। ହେ ୟାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର। ଇଶ୍ରାୟେଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦଖାେଅ।

ଗୀତସଂହିତା 30:4
ହେ ପରମେଶ୍ବରଙ୍କ ଅନୁଗାମୀମାନେ ସଦାପ୍ରଭୁଙ୍କ ପ୍ରଶଂସା କରି ସଙ୍ଗୀତ ଗାନ କର। ତାଙ୍କର ସହେି ପବିତ୍ର ନାମର ପ୍ରଶଂସା କର।

ଗୀତସଂହିତା 32:11
ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ହେ ସରଳାନ୍ତଃକରଣର ବ୍ଯକ୍ତିମାନେ ଆନନ୍ଦିତ ହୁଅ।

ଗୀତସଂହିତା 68:26
ପରମେଶ୍ବରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର। ଇଶ୍ରାୟେଲ ଲୋକାମନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ଗୁଣ ଗାଅ।

ଗୀତସଂହିତା 96:11
ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ। ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜ୍ଜନ କରୁ।

ଗୀତସଂହିତା 97:12
ହେ ଧାର୍ମିକଗଣ ତୁମ୍ଭମାନେେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର। ପରମେଶ୍ବରଙ୍କ ପବିତ୍ର ନାମରେ ଧନ୍ଯବାଦ କର।

ଗୀତସଂହିତା 98:3
ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି। ଜାତି ଉଦ୍ଦେଶ୍ଯରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦଖାଇେଛନ୍ତି।

ଗୀତସଂହିତା 104:24
ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ। ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି। ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:5
ତା'ପରେ ସିଂହାସନ ମଧ୍ଯରୁ ଗୋଟିଏ ଉଚ୍ଚ ଧ୍ବନି ଆସିଲା। ସହେି ଧ୍ବନି କହିଲା :