Psalm 146:4
ଲୋକମାନେ ମରନ୍ତି ଓ କବର ନିଅନ୍ତି। ଆଉ ସହେିଦିନ, ସମାନଙ୍କେର ଯୋଜନା ସବୁ ମଧ୍ଯ ମରିୟାଏ।
Psalm 146:4 in Other Translations
King James Version (KJV)
His breath goeth forth, he returneth to his earth; in that very day his thoughts perish.
American Standard Version (ASV)
His breath goeth forth, he returneth to his earth; In that very day his thoughts perish.
Bible in Basic English (BBE)
Man's breath goes out, he is turned back again to dust; in that day all his purposes come to an end.
Darby English Bible (DBY)
His breath goeth forth, he returneth to his earth; in that very day his purposes perish.
World English Bible (WEB)
His spirit departs, and he returns to the earth. In that very day, his thoughts perish.
Young's Literal Translation (YLT)
His spirit goeth forth, he returneth to his earth, In that day have his thoughts perished.
| His breath | תֵּצֵ֣א | tēṣēʾ | tay-TSAY |
| goeth forth, | ר֭וּחוֹ | rûḥô | ROO-hoh |
| he returneth | יָשֻׁ֣ב | yāšub | ya-SHOOV |
| earth; his to | לְאַדְמָת֑וֹ | lĕʾadmātô | leh-ad-ma-TOH |
| in that very | בַּיּ֥וֹם | bayyôm | BA-yome |
| day | הַ֝ה֗וּא | hahûʾ | HA-HOO |
| his thoughts | אָבְד֥וּ | ʾobdû | ove-DOO |
| perish. | עֶשְׁתֹּנֹתָֽיו׃ | ʿeštōnōtāyw | esh-toh-noh-TAIV |
Cross Reference
ଉପଦେଶକ 12:7
ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପ ରେ ପୁଣି ଧୂଳିକୁ ଫରେିୟିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ବରଙ୍କ ନିକଟକୁ ଫରେିୟିବ।
ଗୀତସଂହିତା 104:29
ଏବଂ ତୁମ୍ଭେ ଯେତବେେଳେ ସମାନଙ୍କେର ବିମୁଖ ହୁଅ ସମାନେେ ଭୟଭୀତ ହୁଅନ୍ତି। ଯେତବେେଳେ ତୁମ୍ଭେ ସମାନଙ୍କେର ନିଃଶ୍ବାସ ପ୍ରଶ୍ବାସ ନଇୟୋଅ, ସମାନେେ ଦୁର୍ବଳ ଓ ମୃତ୍ଯୁ ହାଇେ ୟାଆନ୍ତି, ପୁଣି ସମାନଙ୍କେ ଶରୀର ଧୂଳିରେ ପରିଣତ ହୁଏ।
ଆଦି ପୁସ୍ତକ 2:7
ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:6
ଯେଉଁମାନେ ଅଭିଜ୍ଞ ଆମ୍ଭେ ସହେିମାନଙ୍କୁ ଜ୍ଞାନ ଶିକ୍ଷା ଦେଉ। କିନ୍ତୁ ଏହି ଜ୍ଞାନ ସଂସାରରୁ ନୁହେଁ, ଏହା ବର୍ତ୍ତମାନ ୟୁଗର ନେତା ମାନଙ୍କର ଜ୍ଞାନ ନୁହେଁ। ଏହି ନେତାମାନେ ଆପଣା ଶକ୍ତି ହରାଉ ଅଛନ୍ତି।
ଆଦି ପୁସ୍ତକ 3:19
ତୁମ୍ଭେ ମରିବା ପର୍ୟ୍ଯନ୍ତ ମୂଖର ଝାଳ ରେ ଆହାର କରିବ, ତୁମ୍ଭେ ଖାଦ୍ୟ ପାଇବା ପାଇଁ କଠିନ ପରିଶ୍ରମ କରିବ। ତୁମ୍ଭେ ଧୂଳିରୁ ନିଆୟାଇଛ, ଏଣୁ ଧୂଳି ରେ ଫରେିୟିବ।
ଗୀତସଂହିତା 33:10
ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ଯର୍ଥ କରି ପାରନ୍ତି। ସେ ସମାନଙ୍କେ ସମସ୍ତ ଯୋଜନାକୁ ବ୍ଯର୍ଥ କରି ପାରନ୍ତି।
ଆୟୁବ ପୁସ୍ତକ 17:11
ମାରେ ଜୀବନ ସରିସରି ଆସୁଛି। ମାରେ ସମସ୍ତ ଯୋଜନା ପଣ୍ଡ ହାଇଗେଲା। ମାରେ ସବୁ ଆଶା ଧୂଳିସାତ ହେଲା।
ଆୟୁବ ପୁସ୍ତକ 17:1
ମାରେ ଆତ୍ମା ଭାଙ୍ଗି ୟାଇଛି। ମୁଁ ସବୁ ତ୍ଯାଗ କରିବାକୁ ପ୍ରସ୍ତୁତ ଅଛି। ମାରଜେୀବନ ପ୍ରାଯ ନଷ୍ଟ ହାଇୟୋଇଛି। ମାେ ପାଇଁ କବର ଅପେକ୍ଷା କରିଛି।
ଆୟୁବ ପୁସ୍ତକ 14:21
ଯଦି ତା'ର ସନ୍ତାନଗଣ ସମ୍ମାନିତ ହୁଅନ୍ତି, ସେ ଆଦୌ ଜାଣେ ନାହିଁ। ଯଦି ତା'ର ସନ୍ତାନଗଣ ହତାଦର ହୁଅନ୍ତି, ସେ ତାହା ଦେଖିପା ରେ ନାହିଁ।
ଆଦି ପୁସ୍ତକ 6:17
ମୁଁ ଏକ ପ୍ରଳଯଙ୍କାରୀ ବନ୍ଯା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ବଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ।
ଦାନିଏଲ 5:23
ଆପଣ ନମ୍ର ହବୋ ପରିବର୍ତେ ସ୍ବର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରେ ୗପ୍ୟ ପାତ୍ର ରେ ଆପଣ, ଆପଣଙ୍କ ଅମାତ୍ଯଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମା ରେ ଦବଗେଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସମାନଙ୍କେର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧିନ, ଆପଣ ସହେି ପରମେଶ୍ବରଙ୍କର ଗୌରବ କରିନାହାଁନ୍ତି।
ଯିରିମିୟଙ୍କ ବିଳାପ 4:20
ରାଜା ଆମ୍ଭମାନଙ୍କ ପାଇଁ ମୁଖ୍ଯ ଥିଲେ ଓ ସେ ଆମ୍ଭର ନାସାର ନିଃଶ୍ବାସସ୍ବରୂପ ଥିଲେ। ଆମ୍ଭମାନେେ କହୁଥିଲୁ, ତାଙ୍କର ଛାଯାତଳେ ଆମ୍ଭମାନେେ ବଞ୍ଚିବା ଓ ସେ ଗୋଷ୍ଠୀଯମାନଙ୍କଠାରୁ ଆମ୍ଭମାନଙ୍କୁ ରକ୍ଷା କରିବେ। ମାତ୍ର ସଦାପ୍ରଭୁଙ୍କ ସହେି ଅଭିଷିକ୍ତ ଲୋକ ସମାନଙ୍କେ ଦ୍ବାରା ଗର୍ତ୍ତ ରେ ଧରାଗଲେ।
ଯିଶାଇୟ 2:22
ତୁମ୍ଭମାନେେ ପ୍ରାଣବାଯୁଧାରୀ ମନୁଷ୍ଯ ଉପ ରେ ବିଶ୍ବାସ ରଖିବ ନାହିଁ। ମନୁଷ୍ଯମାତ୍ ରେ ମୃତ୍ଯୁ ସୁନିଶ୍ଚିତ। ଏମାନେ ଯେ ଈଶ୍ବରଙ୍କ ପରି ବଳବାନ୍ ଏହା ତୁମ୍ଭମାନେେ ଚିନ୍ତା କରିବା ଉଚିତ୍ ନୁହେଁ।
ଗୀତସଂହିତା 90:3
ତୁମ୍ଭେ ଲୋକମାନଙ୍କୁ ପୃଥିବୀକୁ ଆଣିଛ ଏବଂ ପରିଶଷେରେ ତୁମ୍ଭେ ସମାନଙ୍କେୁ ଧୂଳିରେ ପରିଣତ କରିଛ।
ଆୟୁବ ପୁସ୍ତକ 27:3
ଯେ ପର୍ୟ୍ଯନ୍ତ ମାେ ଶରୀର ରେ ପ୍ରାଣ ଅଛି ଏବଂ ଯେ ପର୍ୟ୍ଯନ୍ତ ପରମେଶ୍ବର ପ୍ରଦତ୍ତ ନିଶ୍ବାସ ବାଯୁ ମାେ ନାକରୁ ନିର୍ଗତ ହେଉଛି।
ଆୟୁବ ପୁସ୍ତକ 14:10
କିନ୍ତୁ ମଣିଷ ଯେତବେେଳେ ମରିୟାଏ। ସେ ସମସ୍ତ ଶକ୍ତି ହରାଇ ଦିଏ। ସପରେି ଶଷେ ନିଶ୍ବାସ ନିଏ ଏବଂ ତା'ପରେ ସେ କେଉଁଠା ରେ ?