Psalm 148:11
ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ ତାଙ୍କର ପ୍ରଶଂସା କର। ପରମେଶ୍ବର ସମସ୍ତ ବିଚାରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
Psalm 148:11 in Other Translations
King James Version (KJV)
Kings of the earth, and all people; princes, and all judges of the earth:
American Standard Version (ASV)
Kings of the earth and all peoples; Princes and all judges of the earth;
Bible in Basic English (BBE)
Kings of the earth, and all peoples; rulers and all judges of the earth:
Darby English Bible (DBY)
Kings of the earth and all peoples, princes and all judges of the earth;
World English Bible (WEB)
Kings of the earth and all peoples; Princes and all judges of the earth;
Young's Literal Translation (YLT)
Kings of earth, and all peoples, Chiefs, and all judges of earth,
| Kings | מַלְכֵי | malkê | mahl-HAY |
| of the earth, | אֶ֭רֶץ | ʾereṣ | EH-rets |
| and all | וְכָל | wĕkāl | veh-HAHL |
| people; | לְאֻמִּ֑ים | lĕʾummîm | leh-oo-MEEM |
| princes, | שָׂ֝רִ֗ים | śārîm | SA-REEM |
| and all | וְכָל | wĕkāl | veh-HAHL |
| judges | שֹׁ֥פְטֵי | šōpĕṭê | SHOH-feh-tay |
| of the earth: | אָֽרֶץ׃ | ʾāreṣ | AH-rets |
Cross Reference
ଗୀତସଂହିତା 102:15
ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ। ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:24
ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଚାଲିବେ। ପୃଥିବୀର ରାଜାମାନେ ସମାନଙ୍କେର ଐଶ୍ବର୍ୟ୍ଯ ଏହି ନଗରୀକୁ ଦବେେ।
ଯିଶାଇୟ 60:3
ପୁଣି ଅନ୍ୟଦେଶୀଯମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାମାନେ ତୁମ୍ଭ ଅରୁଣାଲୋକ ନିକଟକୁ ଆସିବେ।
ଯିଶାଇୟ 49:23
ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହବେେ ଓ ସମାନଙ୍କେର ରାଣୀମାନେ ତୁମ୍ଭର ପାଳିତା ମାତା ହବେେ, ସମାନେେ ନତମୁଖ ହାଇେ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଚାଟିବେ ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପ ରେ ବିଶ୍ବାସ ରଖନ୍ତି, ସେ ଲଜ୍ଜିତ ହବେେ ନାହିଁ, ଏହା ତୁମ୍ଭେ ଜାଣିବ।
ହିତୋପଦେଶ 8:15
ମାେ ମାଧ୍ଯମ ରେ ରାଜାମାନେ ରାଜତ୍ବ କରନ୍ତି। ଶାସନକର୍ତ୍ତାମାନେ ମାେ ଦ୍ବାରା ଯଥାର୍ଥ ବିଚାର କରନ୍ତି।
ଗୀତସଂହିତା 138:4
ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ, ଯେତବେେଳେ ସମାନେେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।
ଗୀତସଂହିତା 86:9
ହେ ପ୍ରଭୁ, ତୁମ୍ଭେ ପ୍ରେତ୍ୟକକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସମାନେେ ଆସିବେ ଓ ମଥାନତ ହାଇେ ତୁମ୍ଭ ସମ୍ମୁଖରେ ଛିଡ଼ା ହବେେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
ଗୀତସଂହିତା 72:10
ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।
ଗୀତସଂହିତା 68:31
ମିଶରୀଯମାନଙ୍କୁ ମୂଲ୍ଯବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ। ପରମେଶ୍ବର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ୍ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
ଗୀତସଂହିତା 66:1
ହେ ପୃଥିବୀର ସକଳ ବସ୍ତୁ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କର!
ଗୀତସଂହିତା 22:27
ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
ଗୀତସଂହିତା 2:10
ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ। ହେ ଶାସକଗଣ ଏହି କଥାକୁ ଶିକ୍ଷା କର।