Psalm 18:20 in Oriya

Oriya Oriya Bible Psalm Psalm 18 Psalm 18:20

Psalm 18:20
ମୁଁ ନିରପରାଧ। ତଣେୁ ସଦାପ୍ରଭୁ ମାେତେ ନିଶ୍ଚଯ ମାରେ ପୁରସ୍କାର ଦବେେ। ମୁଁ କିଛି ଭୁଲ୍ କରି ନାହିଁ। ତଣେୁ ସେ ମାେ ପାଇଁ ନିଶ୍ଚଯ ମଙ୍ଗଳ କରିବେ।

Psalm 18:19Psalm 18Psalm 18:21

Psalm 18:20 in Other Translations

King James Version (KJV)
The LORD rewarded me according to my righteousness; according to the cleanness of my hands hath he recompensed me.

American Standard Version (ASV)
Jehovah hath rewarded me according to my righteousness; According to the cleanness of my hands hath he recompensed me.

Bible in Basic English (BBE)
The Lord gives me the reward of my righteousness, because my hands are clean before him.

Darby English Bible (DBY)
Jehovah hath rewarded me according to my righteousness; according to the cleanness of my hands hath he recompensed me.

Webster's Bible (WBT)
He brought me forth also in a large place; he delivered me, because he delighted in me.

World English Bible (WEB)
Yahweh has rewarded me according to my righteousness. According to the cleanness of my hands has he recompensed me.

Young's Literal Translation (YLT)
Jehovah doth recompense me According to my righteousness, According to the cleanness of my hands, He doth return to me.

The
Lord
יִגְמְלֵ֣נִיyigmĕlēnîyeeɡ-meh-LAY-nee
rewarded
יְהוָ֣הyĕhwâyeh-VA
righteousness;
my
to
according
me
כְּצִדְקִ֑יkĕṣidqîkeh-tseed-KEE
cleanness
the
to
according
כְּבֹ֥רkĕbōrkeh-VORE
of
my
hands
יָ֝דַ֗יyādayYA-DAI
hath
he
recompensed
יָשִׁ֥יבyāšîbya-SHEEV
me.
לִֽי׃lee

Cross Reference

ଗୀତସଂହିତା 24:4
ଯେଉଁ ଲୋକମାନେ କବେେ କିଛି ମନ୍ଦ କାର୍ୟ୍ଯ କରି ନାହାଁନ୍ତି, ୟାହାଙ୍କର ହୃଦଯ ଓ ମନ ନିର୍ମଳ, ଯେଉଁ ଲୋକମାନେ ମାରେ ନାମର ଅସତ୍ଯ ବ୍ଯବହାର କରି ନାହଁନ୍ତି ଯେଉଁ ମିଥ୍ଯା କହନ୍ତି ନାହିଁ କି ମିଥ୍ଯା ପ୍ରତିଶ୍ରୁତି ଦିଅନ୍ତି ନାହିଁ, କବଳେ ସହେି ଲୋକମାନେ ସଠାେରେ ଉପାସନା କରିପାରିବେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 7:26
ଅତଏବ, ଯୀଶୁଖ୍ରୀଷ୍ଟଙ୍କ ଭଳି ମହାୟାଜକ ଆମ୍ଭର ଆବଶ୍ଯକ ଥିଲା। ସେ ପବିତ୍ର, ତାହାଙ୍କଠା ରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ବାରା ପ୍ରଭାବିତ ନୁହଁନ୍ତି। ତାଙ୍କୁ ସ୍ବର୍ଗଠାରୁ ମଧ୍ଯ ଉଚ୍ଚସ୍ଥାନକୁ ନିଆ ଯାଇଛି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:8
ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦଇେଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ଯ ସମାନ ଓ ଦୁ ହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ।

ମାଥିଉଲିଖିତ ସୁସମାଚାର 6:4
ତୁମ୍ଭର ଦାନ ଗୋପନ ରେ ହବୋ ଉଚିତ। ତୁମ୍ଭର ପରମପିତା ଗୋପନ ରେ କରାଯାଇଥିବା କାର୍ୟ୍ଯକୁ ଦେଖି ପାରନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ।

ଯିଶାଇୟ 62:11
ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ଏହ ଘାଷେଣା କରିଅଛନ୍ତି, ତୁମ୍ଭମାନେେ ସିୟୋନର କନ୍ଯାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି ; ଆଉ ଦେଖ, ତାଙ୍କ ପୁରସ୍କାର ତାହାଙ୍କ ସଙ୍ଗ ରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖ ରେ ଅଛି।

ଯିଶାଇୟ 49:4
ମାତ୍ର ମୁଁ କହିଲି, ମୁଁ ବୃଥା ପରିଶ୍ରମ କରିଅଛି। ମୁଁ ନିରର୍ଥକ ଓ ଅସାରତା ରେ ମାରେ ଶକ୍ତି ବ୍ଯଯ କରିଅଛି। ତଥାପି ନିଶ୍ଚଯ ମାରେ ବିଚାର ସଦାପ୍ରଭୁଙ୍କ ନିକଟରେ ଓ କର୍ମଫଳ ମାରେ ପରମେଶ୍ବରଙ୍କଠା ରେ ଅଛି।

ହିତୋପଦେଶ 11:18
ଦୁଷ୍ଟଲୋକ ମିଥ୍ଯା ଉପାର୍ଜନ କରେ। ମାତ୍ର ଯେ ଧର୍ମବୀଜ ବୁଣେ ତାହାର ନିଶ୍ଚିତ ପୁରସ୍କାର ଅଛି।

ଗୀତସଂହିତା 58:11
ଯେତବେେଳେ ଏପରି ଘଟେ, ଲୋକମାନେ କହିବେ, ଏଣୁ ଯେଉଁ ଲୋକମାନେ ୟାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି। ସତରେ ପରମେଶ୍ବର ଅଛନ୍ତି, ୟିଏ ପୃଥିବୀ ଉପରେ ବିଚାର କରନ୍ତି।

ଗୀତସଂହିତା 26:6
ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ଯବାଦ ସ୍ବର ଶୁଣାଇବି। ମୁଁ ତୁମ୍ଭର ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ୟାହା ତୁମ୍ଭେ କରିଛ, ତାହା ଗାଇ ବୁଲିବି।

ଗୀତସଂହିତା 18:24
ତଣେୁ ମାରେ ସଦାପ୍ରଭୁ ମାେତେ ପୁରସ୍କୃତ କଲେ କାରଣ ମୁଁ ତାଙ୍କ ଦୃଷ୍ଟିରେ ସରଳ ତଥା ନିରପରାଧ ଅଟେ। ମୁଁ କିଛି ଭୁଲ କରି ନାହିଁ। ତଣେୁ ସେ ମାେ ପାଇଁ ନିଶ୍ଚଯ ମଙ୍ଗଳ କରିବେ।

ଗୀତସଂହିତା 7:8
ହେ ସଦାପ୍ରଭୁ ଲୋକମାନଙ୍କର ବିଚାର କର। ମାରେ ମଧ୍ଯ ବିଚାର କର। ପ୍ରମାଣ କର ମୁଁ ୟାହା କହୁଛି ତାହା ଠିକ୍। ପ୍ରମାଣ କର ୟେ ମୁଁ ନିରପରାଧ।

ଗୀତସଂହିତା 7:3
ହେ ସଦାପ୍ରଭୁ ମାରେ ପରମେଶ୍ବର, ୟଦି ମୁଁ କିଛି ଭଲ କରି ନାହିଁ। ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।

ଆୟୁବ ପୁସ୍ତକ 22:30
ୟିଏ ନିରୀହ ନୁହେଁ ତାକୁ ମଧ୍ଯ ସେ ଉଦ୍ଧାର କରନ୍ତି। ଏହିପରି ଜଣେ ଲୋକ ଉଦ୍ଧାର ହବେ କାରଣ ତୁମ୍ଭର ହସ୍ତ ରୁଦ୍ଧ ଅଟେ।

ପ୍ରଥମ ଶାମୁୟେଲ 24:19
ଯେତବେେଳେ ଜଣେ ମନକ୍ସ୍ଟଷ୍ଯ ନିଜର ଶତୃକକ୍ସ୍ଟ ପାଏ ସେ ତାକକ୍ସ୍ଟ ଭଲ ରେ ୟିବାକକ୍ସ୍ଟ ଦିଏ ନାହିଁ। ତା ପ୍ରତି ଉତ୍ତମ ବ୍ଯବହାର କରେ ନାହିଁ। ଏଣୁ ଆଜି ମାେ ପ୍ରତି ଯାହା ଉତ୍ତମ କରିଅଛ, ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପକ୍ସ୍ଟରସ୍କାର ଦିଅନ୍ତକ୍ସ୍ଟ।

ପ୍ରଥମ ଶାମୁୟେଲ 24:17
ଶାଉଲ କହିଲେ, ତୁମ୍ଭେ ମାେ ଅପେକ୍ଷା ସତ୍ ବ୍ଯକ୍ତି ଅଟ। ତୁମ୍ଭେ ମାେ ପ୍ରତି ଭଲ ବ୍ଯବହାର ଦଖାଇେଛ। କିନ୍ତୁ ମୁ ଏହା ତକ୍ସ୍ଟମ୍ଭ ପ୍ରତି ଖରାପ ବ୍ଯବହାର କରିଥିଲି।

ପ୍ରଥମ ଶାମୁୟେଲ 24:11
ଦେଖ, ମାେ ହାତ ରେ ଥିବା ଲକ୍ସ୍ଟଗା ଖଣ୍ତକକ୍ସ୍ଟ। ମୁ ଏହାକକ୍ସ୍ଟ ତକ୍ସ୍ଟମ୍ଭ ଲକ୍ସ୍ଟଗା ଧଡିରକ୍ସ୍ଟ କାଟିଅଛି। ମୁ ତୁମ୍ଭକୁ ମାରି ପାରିଥାନ୍ତି କିନ୍ତୁ ମୁ ମାରି ନାହିଁ। ମୁ ତୁମ୍ଭକୁ ବର୍ତ୍ତମାନ ବକ୍ସ୍ଟଝିବାକକ୍ସ୍ଟ ଦେଉଛି। ମୁ ତୁମ୍ଭକୁ ଜଣାଇ ଦବୋକକ୍ସ୍ଟ ଗ୍ଭହକ୍ସ୍ଟଁଛି ଯେ ମୁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନଥିଲି। ମୁ ତକ୍ସ୍ଟମ୍ଭ ପ୍ରତି କବେେ ଅନ୍ଯାଯ କରି ନାହିଁ। କିନ୍ତୁ ତୁମ୍ଭେ ମାେତେ ଆଘାତ କରିଛ ଏବଂ ମାରିବାକକ୍ସ୍ଟ ମଧ୍ଯ ଗ୍ଭହିଁଛ।