Psalm 24:7 in Oriya

Oriya Oriya Bible Psalm Psalm 24 Psalm 24:7

Psalm 24:7
ହେ ନଗର ଫାଟକ ତୁମ୍ଭର ମସ୍ତକ ଟକେ। ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମଯ ରାଜା ପ୍ରବେଶ କରିବେ।

Psalm 24:6Psalm 24Psalm 24:8

Psalm 24:7 in Other Translations

King James Version (KJV)
Lift up your heads, O ye gates; and be ye lift up, ye everlasting doors; and the King of glory shall come in.

American Standard Version (ASV)
Lift up your heads, O ye gates; And be ye lifted up, ye everlasting doors: And the King of glory will come in.

Bible in Basic English (BBE)
Let your heads be lifted up, O doors; be lifted up, O you eternal doors: that the King of glory may come in.

Darby English Bible (DBY)
Lift up your heads, ye gates, and be ye lifted up, ye everlasting doors, and the King of glory shall come in.

Webster's Bible (WBT)
Lift up your heads, O ye gates; and be ye lifted up, ye everlasting doors; and the King of glory shall come in.

World English Bible (WEB)
Lift up your heads, you gates; Be lifted up, you everlasting doors: The King of glory will come in.

Young's Literal Translation (YLT)
Lift up, O gates, your heads, And be lifted up, O doors age-during, And come in doth the king of glory!

Lift
up
שְׂא֤וּśĕʾûseh-OO
your
heads,
שְׁעָרִ֨ים׀šĕʿārîmsheh-ah-REEM
O
ye
gates;
רָֽאשֵׁיכֶ֗םrāʾšêkemra-shay-HEM
up,
lift
ye
be
and
וְֽ֭הִנָּשְׂאוּwĕhinnośʾûVEH-hee-nose-oo
ye
everlasting
פִּתְחֵ֣יpitḥêpeet-HAY
doors;
עוֹלָ֑םʿôlāmoh-LAHM
King
the
and
וְ֝יָב֗וֹאwĕyābôʾVEH-ya-VOH
of
glory
מֶ֣לֶךְmelekMEH-lek
shall
come
in.
הַכָּבֽוֹד׃hakkābôdha-ka-VODE

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:8
ଏହି ଜଗତର କୌଣସି ନେତା ଏହାକୁ ବୁଝି ପାରିଲେ ନାହିଁ। ଯଦି ସମାନେେ ବୁଝି ଥାଆନ୍ତେ, ତାହା ହେଲ ଗୌରବମୟ ପ୍ରଭୁଙ୍କୁ କୃଶବିଦ୍ଧ କରି ମାରି ନ ଥାନ୍ତେ।

ଯିଶାଇୟ 26:2
ସହେି ଦ୍ବାର ଉନ୍ମୁକ୍ତ କର ଯେପରି ଧାର୍ମିକ ଓ ପରମେଶ୍ବରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରିପାରିବେ।

ଗୀତସଂହିତା 118:19
ହେ ପରମେଶ୍ବର ମାେ ପାଇଁ ସତ୍ଯତାର ଫାଟ ସବୁ ଫିଟାଅ। ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।

ଗୀତସଂହିତା 97:6
ଆକାଶ ତାଙ୍କର ଧାର୍ମିକ ସତ୍ଯତା ପ୍ରଚାର କରେ ଓ ପ୍ରେତ୍ୟକକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

ଦିତୀୟ ଶାମୁୟେଲ 6:17
ଦାଉଦ ପବିତ୍ର ସିନ୍ଦକ୍ସ୍ଟକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ସହେି ତମ୍ବୁ ମଧିଅରେ ରଖିଲେ। ତା'ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

ଗୀତସଂହିତା 132:8
ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ୟାଅ, ସିନ୍ଦୁକ ସହିତ ୟାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:11
ହେ ପ୍ରଭୁ ! ଆମ୍ଭର ପରମେଶ୍ବର ! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ଯ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହାଇେଛି ଓ ଅସ୍ତିତ୍ବ ପାଇଅଛି।

ପିତରଙ୍କ ଦିତୀୟ ପତ୍ର 3:18
କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।

ପିତରଙ୍କ ପ୍ରଥମ ପତ୍ 3:22
ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।

ଯାକୁବଙ୍କ ପତ୍ 2:1
ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ତୁମ୍ଭମାନେେ ବିଶ୍ବାସ କର। ଅତଏବ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବପୂର୍ଣ୍ଣ ବୋଲି ଭାବ ନାହିଁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:8
ପ୍ରେତ୍ୟକକ ଲୋକ ଖ୍ରୀଷ୍ଟଙ୍କ ଇଚ୍ଛାନୁସା ରେ ସହେି ଦାନ ପାଇଛନ୍ତି। ଏଥି ନିମନ୍ତେ ଶାସ୍ତ୍ର କୁ ହେ :

ମାର୍କଲିଖିତ ସୁସମାଚାର 16:19
ପ୍ରଭୁ ଯୀଶୁ ଏହିସବୁ କଥା ପ୍ ରରେିତମାନଙ୍କୁ କହିସାରିବା ପରେ ତାହାଙ୍କୁ ସ୍ବର୍ଗକୁ ନିଆଗଲା। ସେ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ।

ପ୍ରଥମ ରାଜାବଳୀ 8:6
ତତ୍ପରେ ଯାଜକମାନେ ସଦାପ୍ରଭୁଙ୍କ ନିଯମ ସିନ୍ଦୁକକୁ ଯଥା ସ୍ଥାନ ରେ ଅର୍ଥାତ୍ ମନ୍ଦିରର ଗର୍ଭାଗାର ମହାପବିତ୍ର ସ୍ଥାନସ୍ଥ କିରୁବମାନଙ୍କ ପକ୍ଷତଳେ ରଖିଲେ।

ପ୍ରଥମ ରାଜାବଳୀ 8:11
ଯାଜକମାନେ ସଦାପ୍ରଭୁଙ୍କ ସବୋ କରିପାରିଲେ ନାହିଁ କାରଣ ମନ୍ଦିରଟି ମେଘ ରେ ପରିପୂର୍ଣ ଥିଲା ଓ ସଦାପ୍ରଭୁଙ୍କ ମହିମା ରେ ପୂର୍ଣ ହାଇେଥିଲା।

ଗୀତସଂହିତା 21:1
ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।

ଗୀତସଂହିତା 21:5
ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ ?

ଗୀତସଂହିତା 68:16
ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ୍ ପର୍ବତକୁ ଇର୍ଷା ଦୃଷ୍ଟିରେ ଦେଖୁଛ ? ପରମେଶ୍ବର ଏହାକୁ ପ୍ରମେ କରନ୍ତି। ପରମେଶ୍ବର ଏହାକୁ ସଠାେରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।

ହଗୟ 2:7
ଆମ୍ଭେ ସମସ୍ତ ଦେଶକୁ ଥରାଇ ଦବୋ ଏବଂ ସମାନେେ ଧନସମ୍ପଦ ଧରି ତୁମ୍ଭ ନିକଟକୁ ଆସିବେ। ତା'ପ ରେ ଆମ୍ଭ ଏହି ମନ୍ଦିରକୁ ମହିମା ରେ ପୂର୍ଣ୍ଣ କରିବା। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଛନ୍ତି।

ହଗୟ 2:9
ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, ଏହି ମନ୍ଦିରଟିର ସମ୍ମାନ ପ୍ରଥମ ମନ୍ଦିର ସମ୍ମାନ ଅପେକ୍ଷା ଅଧିକ ହବେ ଏବଂ ଆମ୍ଭେ ଏହି ସ୍ଥାନକୁ ଶାନ୍ତି ପ୍ରଦାନ କରିବା, ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହନ୍ତି।

ମଲାଖୀ 3:1
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ ରରଣେ କରିବା। ଆଉ ଦେଖ ତୁମ୍ଭମାନେେ ଯେଉଁ ପ୍ରଭୁଙ୍କୁ ଅନ୍ବଷେଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚଯ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷଯ ରେ ସନ୍ତୁଷ୍ଟ ସେ ଆସୁଛନ୍ତି।

ଗଣନା ପୁସ୍ତକ 10:35
ପୁଣି ପବିତ୍ର ସିନ୍ଦୁକ ଅଗ୍ରସର ହବୋ ବେଳେ ମାଶାେ କହନ୍ତି,