Psalm 30:2
ହେ ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ପ୍ରାର୍ଥନା କଲି ଓ ତହିଁରେ ତୁମ୍ଭେ ମାେତେ ସୁସ୍ଥ କରିଅଛ।
Psalm 30:2 in Other Translations
King James Version (KJV)
O LORD my God, I cried unto thee, and thou hast healed me.
American Standard Version (ASV)
O Jehovah my God, I cried unto thee, and thou hast healed me.
Bible in Basic English (BBE)
O Lord my God, I sent up my cry to you, and you have made me well.
Darby English Bible (DBY)
Jehovah my God, I cried unto thee, and thou hast healed me.
Webster's Bible (WBT)
A Psalm and Song, at the dedication of the house of David. I will extol thee, O LORD; for thou hast lifted me up, and hast not made my foes to rejoice over me.
World English Bible (WEB)
Yahweh my God, I cried to you, And you have healed me.
Young's Literal Translation (YLT)
Jehovah my God, I have cried to Thee, And Thou dost heal me.
| O Lord | יְהוָ֥ה | yĕhwâ | yeh-VA |
| my God, | אֱלֹהָ֑י | ʾĕlōhāy | ay-loh-HAI |
| I cried | שִׁוַּ֥עְתִּי | šiwwaʿtî | shee-WA-tee |
| unto | אֵ֝לֶ֗יךָ | ʾēlêkā | A-LAY-ha |
| thee, and thou hast healed | וַתִּרְפָּאֵֽנִי׃ | wattirpāʾēnî | va-teer-pa-A-nee |
Cross Reference
ଗୀତସଂହିତା 6:2
ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମୁଁ ରୁଗ୍ଣ ଓ ଦୁର୍ବଳ। ମାେତେ ସୁସ୍ଥ କର କାରଣ ମାରେ ଅସ୍ଥିସବୁ କମ୍ପିତ ହେଉଅଛି।
ଗୀତସଂହିତା 103:3
ହେ ମାରେ ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି। ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
ଗୀତସଂହିତା 88:13
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି। ମାେତେ ସାହାରା ଦିଅ। ପ୍ରେତ୍ୟକକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
ଯାତ୍ରା ପୁସ୍ତକ 15:26
ତା'ପରେ ସେ କହିଲେ, ତୁମ୍ଭେ ଯବେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କର ଏବଂ ତାଙ୍କ ଦୃଷ୍ଟି ରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ଯବସ୍ଥାସବୁ ପାଳନ କର, ତବେେ ମିଶରୀଯମାନେ ଯେଉଁ ସବୁ ରୋଗ ରେ ପିଡୀତ ହେଲେ, ତୁମ୍ଭମାନେେ ସହେି ରୋଗ ରେ ପିଡୀତ ହବେ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।
ଯାକୁବଙ୍କ ପତ୍ 5:14
ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ337 ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।
ଗୀତସଂହିତା 147:3
ସେ ସମାନଙ୍କେର ଭଗ୍ନ ହୃଦଯକୁ ସୁସ୍ଥ କରନ୍ତି ଓ ସମାନଙ୍କେ କ୍ଷତରେ ପଟି ବାନ୍ଧନ୍ତି।
ଗୀତସଂହିତା 118:18
ସଦାପ୍ରଭୁ ମାେତେ ବୃହତ୍ ଶାସ୍ତି ଦଇେଅଛନ୍ତି। ମାତ୍ର ସେ ମାେତେ ମରିବାକୁ ଦେଲେ ନାହିଁ।
ଗୀତସଂହିତା 107:17
କେତକେ ମୂର୍ଖ ହାଇଗେଲେ କାରଣ ସମାନଙ୍କେର ନିଜର ପାପ ୟୋଗୁଁ ଏବଂ ସମାନେେ ଅଧର୍ମାଚରଣ କଲେ।
ଗୀତସଂହିତା 51:8
ଆଉ ମାେତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ। ତୁମ୍ଭ ଦ୍ବାରା ଭଗ୍ନ ଅସ୍ଥି ସବୁ ଆନନ୍ଦରେ ପ୍ରଫୁଲ୍ଲିତ ହବେ।
ଦିତୀୟ ରାଜାବଳୀ 20:5
ତୁମ୍ଭେ ଫରେିୟାଅ ଓ ଆମ୍ଭେଲାକମାନଙ୍କର ଅଧିପତି ହିଜକିଯକୁ କୁହ, 'ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ। ତେଣୁ ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ ଓ ତୁମ୍ଭେ ତୃତୀୟ ଦିନ ରେ ସଦାପ୍ରଭୁଙ୍କ ମନ୍ଦିରକୁ ୟିବ।
ଆଦି ପୁସ୍ତକ 20:17
ସଦାପ୍ରଭୁ ଅବିମଲକଙ୍କେର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ଯା କଲେ। ପରମେଶ୍ବର ଏପରି କଲେ କାରଣ ଅବିମଲକେ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନଇେଥିଲେ।