Psalm 36:6 in Oriya

Oriya Oriya Bible Psalm Psalm 36 Psalm 36:6

Psalm 36:6
ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ଯ ଅଧିକ ଉଚ୍ଚ ତୁମ୍ଭର ନ୍ଯାଯପ୍ରିଯତା ସମୁଦ୍ରଠାରୁ ଅଧିକ ଗଭୀର। ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ଯ ଓ ପଶୁମାନଙ୍କୁ ରକ୍ଷା କର।

Psalm 36:5Psalm 36Psalm 36:7

Psalm 36:6 in Other Translations

King James Version (KJV)
Thy righteousness is like the great mountains; thy judgments are a great deep: O LORD, thou preservest man and beast.

American Standard Version (ASV)
Thy righteousness is like the mountains of God; Thy judgments are a great deep: O Jehovah, thou preservest man and beast.

Bible in Basic English (BBE)
Your righteousness is like the mountains of God; your judging is like the great deep; O Lord, you give life to man and beast.

Darby English Bible (DBY)
Thy righteousness is like the high mountains; thy judgments are a great deep: thou, Jehovah, preservest man and beast.

Webster's Bible (WBT)
Thy mercy, O LORD, is in the heavens; and thy faithfulness reacheth to the clouds.

World English Bible (WEB)
Your righteousness is like the mountains of God. Your judgments are like a great deep. Yahweh, you preserve man and animal.

Young's Literal Translation (YLT)
Thy righteousness `is' as mountains of God, Thy judgments `are' a great deep. Man and beast Thou savest, O Jehovah.

Thy
righteousness
צִדְקָֽתְךָ֙׀ṣidqātĕkātseed-ka-teh-HA
great
the
like
is
כְּֽהַרְרֵיkĕharrêKEH-hahr-ray
mountains;
אֵ֗לʾēlale
thy
judgments
מִ֭שְׁפָּטֶיךָmišpāṭêkāMEESH-pa-tay-ha
great
a
are
תְּה֣וֹםtĕhômteh-HOME
deep:
רַבָּ֑הrabbâra-BA
O
Lord,
אָ֤דָֽםʾādāmAH-dahm
thou
preservest
וּבְהֵמָ֖הûbĕhēmâoo-veh-hay-MA
man
תוֹשִׁ֣יעַtôšîaʿtoh-SHEE-ah
and
beast.
יְהוָֽה׃yĕhwâyeh-VA

Cross Reference

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:33
ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।

ଗୀତସଂହିତା 77:19
ହେ ପରମେଶ୍ବର, ସମୁଦ୍ରରେ ତୁମ୍ଭେ ପାଦରେ ଚାଲି ପାର କିନ୍ତୁ ତୁମ୍ଭର ପାଦ ଚିହ୍ନ ଦଖାଗେଲା ନାହିଁ।

ଗୀତସଂହିତା 71:19
ହେ ପରମେଶ୍ବର, ତୁମ୍ଭର ଧର୍ମ ବହୁତ ଉଚ୍ଚ। ହେ ପରମେଶ୍ବର, ତୁମପରି ଆଉ କହେି ପରମେଶ୍ବର ନାହିଁ। ତୁମ୍ଭେ ଅନକେ ଆଶ୍ଚର୍ୟ୍ଯ କର୍ମମାନ କର।

ଗୀତସଂହିତା 145:9
ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମଯ। ପରମେଶ୍ବରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାଙ୍କର ଦୟା ଥାଏ।

ଗୀତସଂହିତା 92:5
ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍। ତୁମ୍ଭର ବିଚାରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।

ଯିଶାଇୟ 45:21
ତୁମ୍ଭମାନେେ ଆସ ଓ ତାହା ଉପସ୍ଥିତ କର ; ସମାନେେ ପରସ୍ପର ମନ୍ତ୍ରଣା କରନ୍ତୁ।

ଯିରିମିୟ 12:1
ହେ ସଦାପ୍ରଭୁ, ମୁଁ ଯେତବେେଳେ ତୁମ୍ଭ ବିପକ୍ଷ ରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧ ରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ୟ୍ଯ ହୁଅନ୍ତି ? ଅତି ବିଶ୍ବାସଘାତକ କାହିଁକି ନିରାପଦ ରେ ରହନ୍ତି ?

ଯୂନସ 4:11
ତୁମ୍ଭେ ଯଦି ସାମାନ୍ଯ ଗୋଟିଏ ଗଛ ପାଇଁ ଦୁଃଖିତ, ମୁଁ ନିଶ୍ଚିତ ଭାବରେ ନୀନିବୀ ପରି ଗୋଟିଏ ବିରାଟ ନଗର ପାଇଁ ଦୁଃଖିତ ହବେି ନାହିଁ କି? ସହେି ନଗରୀ ରେ ବହୁ ଲୋକ ଓ ପ୍ରାଣୀ ଅଛନ୍ତି। ସହେି ନଗର ରେ 1,20,000 ରୁ ଅଧିକ ଲୋକ ଅଛନ୍ତି, ଯେଉଁମାନେ କି ଭୂଲ୍ କରୁଛନ୍ତି ବୋଲି ଜାଣି ନଥିଲେ। କ'ଣ ଆମ୍ଭେ ତାଙ୍କ ପ୍ରତି ଦୟା ନକରିବା।

ମାଥିଉଲିଖିତ ସୁସମାଚାର 10:29
ଗୋଟିଏ ପଇସା ମୂଲ୍ଯ ରେ ଦୁଇଟି ଘରଚଟିଆ ବିକ୍ରି ହୁଅନ୍ତି। କିନ୍ତୁ ତୁମ୍ଭ ପରମ-ପିତାଙ୍କ ବିନା ଅନୁମତି ରେ ସେଥିରୁ ଗୋଟିଏ ହେଲେ ମଧ୍ଯ ତଳେ ପଡିବ ନାହିଁ।

ମାଥିଉଲିଖିତ ସୁସମାଚାର 11:25
ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:25
ଲୋକମାନଙ୍କୁ ବିଶ୍ବାସ ଜରିଆ ରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ଯ ରେ ପରମେଶ୍ବର ଯୀଶୁଙ୍କୁ ପଥ ଭାବରେ ଦଇେଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ଯୁ ଦ୍ବାରା ପରମେଶ୍ବର କ୍ଷମା କରନ୍ତି। ଯୀଶୁଙ୍କୁ ଦବୋ ଦ୍ବାରା ଏହା ପ୍ରମାଣିତ କରେ ଯେ ପରମେଶ୍ବର ସର୍ବଦା ନ୍ଯାୟ କରନ୍ତି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:10
ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ ; ଆମ୍ଭେ ଜୀବିତ ପରମେଶ୍ବରଙ୍କଠା ରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶଷେ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କରନ୍ତି ସମାନଙ୍କେର ତ୍ରାଣକର୍ତ୍ତା।

ଯିଶାଇୟ 45:19
ଆମ୍ଭେ ଗୋପନ ରେ କରି ନାହୁଁ କିମ୍ବା ଅନ୍ଧକାରମଯ ଦେଶର କୌଣସି ସ୍ଥାନ ରେ କହି ନାହୁଁ। ଏହା ଆମ୍ଭେ ଯାକୁବ ପରିବାରକୁ କହି ନାହୁଁ ; ତୁମ୍ଭେ ମାେତେ ନଗଣ୍ଯ ଭାବରେ ଅନୁସରଣ କର। ମୁଁ ସଦାପ୍ରଭୁ, ମୁଁ ସତ୍ଯ କ ହେ, ମୁଁ ନ୍ଯାଯ କ ହେ ଏବଂ ସରଳ କଥା କ ହେ।

ଯିଶାଇୟ 40:28
ତୁମ୍ଭେ କ'ଣ ଜାଣି ନାହଁ ? ତୁମ୍ଭେ କ'ଣ ଶୁଣି ନାହଁ ? ସେ ସମସ୍ତ ଜଗତର ସୃଷ୍ଟିକର୍ତ୍ତା। ଅନାଦି ଅନନ୍ତ ପରମେଶ୍ବର। ସଦାପ୍ରଭୁ କ୍ଲାନ୍ତ ହୁଅନ୍ତି ନାହିଁ କି ଶ୍ରାନ୍ତ ହୁଅନ୍ତି ନାହିଁ। ତାଙ୍କର ବୁଦ୍ଧି ବୋଧର ଅଗମ୍ଯ।

ଯାତ୍ରା ପୁସ୍ତକ 9:28
ଏହି ଶିଳାବୃଷ୍ଟି ୟଥେଷ୍ଟ ହେଲା! ସଦାପ୍ରଭୁଙ୍କୁ କୁହ ଏହି ବୃଷ୍ଟି ବନ୍ଦ କରିବା ପାଇଁ ଏବଂ ମୁଁ ତୁମ୍ଭର ଲୋକମାନଙ୍କୁ ଛାଡି ଦବେି। ତୁମ୍ଭମାନଙ୍କର ଆଉ ଏଠା ରେ ରହିବା ଦରକାର ନାହିଁ।

ଦିତୀୟ ବିବରଣ 32:4
ସତେ ଶୈଳ, ତାଙ୍କର କର୍ମ ସିଦ୍ଧ। କାରଣ ତାଙ୍କର ସକଳ ପଥ ଯଥାର୍ଥ। ସେ ବିଶ୍ବସ୍ତ ଓ ନ୍ଯାଯବାନ୍ ପରମେଶ୍ବର। ସେ ଉତ୍ତମ ଓ ସତ୍ଯ।

ପ୍ରଥମ ଶାମୁୟେଲ 14:15
ସମସ୍ତ ପଲେଷ୍ଟୀୟ ସୈନ୍ଯମାନେ ଯେଉଁମାନେ ସହେି କ୍ଷେତ୍ର ରେ ଥିଲେ, ଯେଉଁମାନେ ଛାଉଁଣୀ ରେ ଥିଲେ, ଯେଉଁମାନେ ଦକ୍ସ୍ଟର୍ଗ ରେ ଥିଲେ, ଭୟଭୀତ ହେଲେ। ଏପରିକି ସବୁଠାରକ୍ସ୍ଟ ସାହାସୀ ସୈନ୍ଯମାନେ ମଧ୍ଯ ଭୟ କଲେ। ଯେପରି ସଠାେରେ ଭୂମିକଐ ହେଲା ଏହି ବିଭୀଷିକା ପରମେଶ୍ବର ପଠାଇଥିଲେ।

ନିହିମିୟା 9:6
ତୁମ୍ଭେ ହିଁ ପରମେଶ୍ବର ଅଟ। ହେ ସଦାପ୍ରଭୁ, କବଳେ ତୁମ୍ଭେ ହିଁ ପରମେଶ୍ବର ଅଟ। ତୁମ୍ଭେ ଆକାଶର ସୃଷ୍ଟିକର୍ତ୍ତା! ତୁମ୍ଭେ ହିଁ ଉଚ୍ଚ ସ୍ବର୍ଗ ସୃଷ୍ଟି କରିଅଛ। ଏବଂ ସ୍ବର୍ଗର ସମସ୍ତ ବସ୍ତୁ ତୁମ୍ଭେ ହିଁ ସୃଷ୍ଟି କରିଛ। ତୁମ୍ଭେ ପୃଥିବୀ ଓ ତହିଁରେ ସକଳର ସୃଷ୍ଟିକର୍ତ୍ତା। ତୁମ୍ଭେ ସମୁଦ୍ରର ସୃଷ୍ଟିକର୍ତ୍ତା ଏବଂ ତନ୍ମଧିଅରେ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା। ତୁମ୍ଭେ ପ୍ରେତ୍ୟକକର ଜୀବନଦାତା। ସ୍ବର୍ଗୀଯ ଦୂତଗଣ ତୁମ୍ଭକୁ ଉପାସନା କରନ୍ତି।

ଆୟୁବ ପୁସ୍ତକ 7:20
ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି? ୟିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି। କାହିଁକି ତୁମ୍ଭେ ମାେତେ ଆପଣା ଲକ୍ଷ୍ଯ ସ୍ବରୂପ ରଖିଛ? ମୁଁ କ'ଣ ତୁମ୍ଭ ପାଇଁ କୌଣସି ସମସ୍ଯା ହାଇେଛି?

ଆୟୁବ ପୁସ୍ତକ 11:7
ଆୟୁବ, ତୁମ୍ଭେ କ'ଣ ସତ ରେ ପରମେଶ୍ବରଙ୍କୁ ବୁଝିଅଛ ? ତୁମ୍ଭେ କ'ଣ ସତ ରେ ସର୍ବଶକ୍ତିମାନ ପ୍ରଭୁଙ୍କର ସୀମା ବୁଝିପାରୁଛ ?

ଆୟୁବ ପୁସ୍ତକ 37:23
ସର୍ବଶକ୍ତିମାନ ପରମେଶ୍ବର ମହାନ ଅଟନ୍ତି। ଆମ୍ଭେ ପରମେଶ୍ବରଙ୍କୁ ବୁଝିପାରିବା ନାହିଁ। ସେ ପରମ ଶକ୍ତିଶାଳୀ କିନ୍ତୁ ସେ ଆମ୍ଭମାନଙ୍କ ପାଇଁ ବିଚାରବନ୍ତ ଓ ଧାର୍ମିକ। ସେ ଆମ୍ଭମାନଙ୍କୁ ଆଘାତ ଦବୋକୁ ଚାହାଁନ୍ତି ନାହିଁ।

ଗୀତସଂହିତା 97:2
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ। ଧର୍ମ ଓ ନ୍ଯାଯ ତାହାଙ୍କ ସିଂହାସନର ମୂଳଭିତ୍ତି।

ଗୀତସଂହିତା 104:14
ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ ଓ ମନୁଷ୍ଯର ସବୋ ନିମନ୍ତେ ବୃକ୍ଷ ଅଙ୍କୁରିତ କର। ଏହିପରି ଭାବରେ ସମାନେେ ପୃଥିବୀରୁ ଖାଦ୍ୟ ପାଆନ୍ତି।

ଗୀତସଂହିତା 145:16
ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମଲୋଇ ପ୍ରେତ୍ୟକକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।

ଗୀତସଂହିତା 147:9
ପରମେଶ୍ବର ପଶୁମାନଙ୍କୁ ଆହାର ଦିଅନ୍ତି। ସେ ପକ୍ଷୀ ଶାବକମାନଙ୍କୁ ମଧ୍ଯ ଆହାର ଦିଅନ୍ତି, ୟାହା ପାଇଁ ସମାନେେ ଚିତ୍କାର କରନ୍ତି।

ଆଦି ପୁସ୍ତକ 18:25
ନିଶ୍ଚଯ ତୁମ୍ଭେ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବ ନାହିଁ। ଯଦି ଏହା ହୁଏ, ତବେେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କଣ ସାରା ପୃଥିବୀର ବିଚାରକର୍ତ୍ତା ଯାହା ନ୍ଯାଯ, ତାହା କରିବେ ନାହିଁ।